ଏଇ ଭାରତରେ
କେଶ କାଟିବାକୁ ହେଲେ ସେଲୁନ୍ ଯିବାକୁ ପଡେ। ହେଲେ ସେଲୁନ୍ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ…
ରୋବୋ ଯୁଦ୍ଧ
ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ ଯୁଦ୍ଧ। ଦୁଇଜଣ ସୈନିକ ସାମ୍ନାସାମ୍ନୀ ପରସ୍ପର ସହିତ ଯୁଦ୍ଧ କରୁଥିଲେ। ଅଶୋକ, ଆଲେକ୍ଜାଣ୍ଡାର, ନେପୋଲିଅନ…
ସନ୍ଦେହଘେରରେ ୟୁପିଏସ୍
କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍ଜେସିଏ) ଭଳି ଏକ ବୃହତ୍କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ କର୍ମଚାରୀ ମହାସଂଘ, କେନ୍ଦ୍ର ସରକାରୀ କର୍ମଚାରୀ ଓ ଶ୍ରମିକ ପରିସଂଘ ଅନୁବନ୍ଧିତ ଅନୂ୍ୟନ ୧୨୬…
ପରିସ୍ଥିତିର ଦାସ
ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍ ଲାଡେନ୍ଙ୍କ ସଙ୍ଗଠନ ଅଲ୍-କାଏଦା ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି)ର ଦୁଇଟି ଟାଓ୍ବାର ଉପରେ ଆକ୍ରମଣ କରି ବ୍ୟାପକ କ୍ଷତି କରିଥିଲା।…
ଏଇ ଭାରତରେ
ବୟସ ୨୫, ହେଲେ ଜାସ୍ କାଲ୍ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ ରଖି ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରିବା ସହ ଦୈନନ୍ଦିନ ଆବଶ୍ୟକତା ମଧ୍ୟ ପୂରଣ କରୁଛନ୍ତି।…
ନାଗା ସୃଜନ ନାୟିକା
ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼ ପାଠକ ଗୋଷ୍ଠୀଙ୍କ ନିକଟରେ ପହଞ୍ଚତ୍ବାର ଉଦ୍ୟମ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ମୌଳିକ ସର୍ଜନା ହୋଇ…
ଗଣତନ୍ତ୍ରରେ ଦଳ ଓ ସରକାର
ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ଆମେ ଗଣତାନ୍ତ୍ରିକ ରାସ୍ତାରେ ଚାଲିଛୁ। ଗୋଟିଏ ବିରାଟ ଭୂଖଣ୍ଡ। ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱରେ ପ୍ରଥମ…
ଆଗକୁ କ’ଣ ଘଟିବ
୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ସାମ୍ନାକୁ ଆସିବ। ଆମେରିକା ରାଜନୀତିରେ ଯାହା ଘଟୁଛି ତାହା ଗତ…
ମୁଁ କାହିଁକି ବାହାହେବି
ରତୀୟ ପରମ୍ପରାରେ ବିବାହ ହେଉଛି ଏକ ପବିତ୍ର ବନ୍ଧନ। ସାମାଜିକ ଚଳଣି ଓ ଜୀବନ ନିର୍ବାହ ନିମନ୍ତେ ବିବାହ ଜରୁରୀ। ଜଣେ ମଣିଷର ଜୀବନ ହେଉଛି କିଛି କାର୍ଯ୍ୟ ଓ ଆବଶ୍ୟକତାର ସମଷ୍ଟି। ଯେଉଁ କର୍ତ୍ତବ୍ୟ ଏବଂ ଦାୟିତ୍ୱ ସମ୍ପାଦନରେ ଅନ୍ୟ…
ରାଜ୍ୟ ପିତୃତ୍ୱବାଦ ଓ ନିମ୍ନ ଆକାଂକ୍ଷା
ଆମ ରାଜ୍ୟରେ ସତ୍ତା ବଦଳିଛି। ଦୀର୍ଘ ୨୪ ବର୍ଷର ପୂର୍ବ ସରକାର ସମୟରେ ଓଡ଼ିଶାର ପ୍ରଗତି କେତେ ହେଲା ତାହା ବିତର୍କର ବିଷୟ। ମାତ୍ର ପୂର୍ବ ସରକାରଙ୍କ ସୁଦୀର୍ଘ କାର୍ଯ୍ୟକାଳ ସମୟରେ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ…
ନିର୍ଦ୍ଦେଶକୁ ଅଣଦେଖା
ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ନିଯୁକ୍ତି ବିଷୟରେ ସୁପ୍ରିମକୋର୍ଟଙ୍କୁ ପୁଣି ଥରେ ରାଜ୍ୟଗୁଡ଼ିକୁ ସେମାନଙ୍କର ଦାୟିତ୍ୱ ସମ୍ପର୍କରେ ସ୍ମରଣ କରାଇବାକୁ ପଡ଼ିଛି। ଏହା ଚିନ୍ତାଜନକ ଯେ, ପ୍ରକାଶ ସିଂ ମାମଲାର ରାୟକୁ ଅନୁସରଣ କରିବାକୁ ଚାହଁୁ ନ ଥିବା ଦେଖାଯାଉଛି। ନିକଟରେ ସର୍ବୋଚ୍ଚ…
ଗୃହ ସଞ୍ଚୟର ଆର୍ଥିକୀକରଣ
ଆମେରିକାରେ ୧୯୭୦ ଦଶକରେ ଘରୋଇ ଆୟର ଆର୍ଥିକୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଭାରତୀୟ ମହାନଗରରେ ୨୦୦୦ ଦଶକର ପ୍ରାରମ୍ଭରେ ଏହି ଧାରା ଆରମ୍ଭ ହୋଇଥିଲା। ଏବେ ଭାରତର ‘ଟାୟର-୨’ ଏବଂ ‘ଟାୟର-୩’ ସହରରେ ମଧ୍ୟ ସମାନ ଧାରା ଦେଖିବାକୁ ମିଳୁଛି। ଏହି…
Archives


