ସମ୍ପାଦକୀୟ

ହଇଜା ଆସିଲା

ଚିକିତ୍ସା କ୍ଷେତ୍ରରେ ବ୍ୟାପକ ଯୋଜନା ସତ୍ତ୍ୱେ ବାରମ୍ବାର ଡାଇରିଆ ବ୍ୟାପୁଛି। ଏହାକୁ ନିୟନ୍ତ୍ରଣ କରାଯାଇପାରୁନାହିଁ। ଏବେ ଯାଜପୁର ଜିଲାରେ ଏହାର ସଂକ୍ରମଣ ଉଦ୍‌ବେଗର କାରଣ ହୋଇଛି ଏବଂ ଜିଲାର ବିଭିନ୍ନ ସ୍ଥାନରେ ୧୮ ଜଣଙ୍କର ମୃତ୍ୟୁ ହେବା ସହ ୨୦୦ରୁ ଊର୍ଦ୍ଧ୍ୱ…

ମୁକ୍ତିର ସ୍ବାଦ

ମୁକ୍ତି ହେଉଛି ମନୁଷ୍ୟର ଜନ୍ମଗତ ଅଧିକାର। ମୁକ୍ତି ହେଉଛି ସତ୍‌-ଚିତ୍‌-ଆନନ୍ଦ। ମୁକ୍ତି ହେଉଛି ଅମରତ୍ୱ। ମୁକ୍ତି ହେଉଛି ଜ୍ଞାନ, ଶାନ୍ତି ଓ ଆନନ୍ଦର ସମନ୍ବୟ। ସଚେତନ ବା ଅଚେତନ ଅବସ୍ଥାରେ କିମ୍ବା ଜ୍ଞାତରେ ବା ଅଜ୍ଞାତରେ ପ୍ରତ୍ୟେକ ବ୍ୟକ୍ତି ଏହି ମୁକ୍ତି…

ଓଡ଼ିଆରେ ଶାସନ; କେତେ ବାସ୍ତବ କେତେ ସ୍ବପ୍ନ

ଯେଉଁ ଜାତି ନିଜର ମାତୃଭାଷାକୁ ଯେତେ ଅଧିକ ଗୁରୁତ୍ୱ ଦେଇଛି ସେ ଜାତି ସେତେ ଅଧିକ ସମୃଦ୍ଧ। ଏହା ଏକ ପ୍ରବନ୍ଧ, ଉପନ୍ୟାସ ବା ଗଳ୍ପର ପଂକ୍ତି ନୁହେଁ, ସାମ୍ପ୍ରତିକ ବିଶ୍ବ ଦରବାରରେ ଏକ ପ୍ରମାଣିତ ତଥ୍ୟ। ଜାପାନ, ଜର୍ମାନ, କୋରିଆ,…

ସବୁଥିରେ ବେପାର ନ ହେଉ

ଭାରତରେ ଏଇ କିଛିବର୍ଷ ହେବ ବିକାଶ ନାମରେ ପ୍ରକୃତିଦତ୍ତ ପରିବେଶ ସହ ସାଲିସ କରିଦିଆଯାଉଥିବାରୁ ବିପର୍ଯ୍ୟୟ ମାତ୍ରାଧିକ ହେଲାଣି। ତାହାର ପରିଣାମ ସ୍ପଷ୍ଟ ଦୃଶ୍ୟମାନ ହେଉଥିବା ବେଳେ ସରକାରୀ ବ୍ୟବସ୍ଥା ସେଥିପ୍ରତି ନିଘା ଦେଉନାହିଁ। ଏହା ପଛରେ ରହିଥିବା କାରଣଟିକୁ ଖୋଜିଲେ…

ଏଇ ଭାରତରେ

ଝିଅମାନଙ୍କୁ ରାସ୍ତାରେ ବୁଲେଟ୍‌ ଚଲାଇବାର ପ୍ରାୟତଃ କେହି ଦେଖି ନ ଥିବେ। ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଏମିତି କିଛି ଦେଖିବା ନୂଆ କଥା ନୁହେଁ। ଝିଅମାନେ ବି ଏଠି ବୁଲେଟ୍‌ ଓ ବାଇକ୍‌ ଚଢ଼ି ଯିବାଆସିବାର ଅଭ୍ୟାସ ଚଳାଇଛନ୍ତି। ତେବେ ଯୁବତୀମାନଙ୍କୁ…

ମଣିଷକୁ ଚିହ୍ନିବେ କେମିତି : ଗୀତାରୁ ଶିକ୍ଷା

କଥାରେ ଅଛି, ଯାହା ନାହିଁ ଭାରତେ ତାହା ନାହିଁ ଭାରତେ-ଅର୍ଥାତ୍‌ ଏମିତି କିଛି କଥା ନାହିଁ ଯାହା ମହାଭାରତରେ ନାହିଁ। ଯେହେତୁ ଶ୍ରୀମଦ୍‌ ଭଗବଦ୍‌ ଗୀତା ହେଉଛି ମହାଭାରତର ଏକ ସଂକ୍ଷିପ୍ତ ସଂସ୍କରଣ, ସେଇ ଦୃଷ୍ଟିରୁ ମଣିଷର ଏପରି କିଛି ଆବଶ୍ୟକ…

ଇରାନର ପରମାଣୁ ଶକ୍ତି

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ସରି ନ ଥିବା ବେଳେ ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସଦ୍ୟ ଯୁଦ୍ଧରେ ଇସ୍ରାଏଲ ଗୋଟିଏ ପକ୍ଷରେ ଥିବା ବେଳେ ଆରପଟେ ଇରାନ। ଏଭଳି ଯୁଦ୍ଧ ଦେଖି ବିଶ୍ୱବାସୀ ଆଶ୍ଚର୍ଯ୍ୟ ହେବାର…

ତାଙ୍କ ଅନ୍ତେ

ଛୋଟ ଥିଲାବେଳେ, ତାଙ୍କ ଆଙ୍ଗୁଠି ଧରି ଚାଲିଲାବେଳେ ଲାଗୁଥିଲା ସେହି ଆଙ୍ଗୁଠିଠାରୁ ବଡ଼ ସାହାରା ଆଉ କିଛି ନାହିଁ। ତାଙ୍କ କାନ୍ଧରେ ବସି ବୁଲିଲାବେଳେ ଲାଗୁଥିଲା ଦୁନିଆର ସର୍ବୋଚ୍ଚ ଆସନରେ ବସି ଉଚ୍ଚମନା ହେବାର ଅଭିଳାଷକୁ ପୂର୍ଣ୍ଣ କରୁଥିଲି। ତାଙ୍କ ସହ…

ଅବକାରୀ ନୀତିରେ ମହିଳାଙ୍କ ସହଭାଗିତା

ଓଡ଼ିଶାରେ ବହୁଳ ମଦ କାରବାର ହେତୁ ନୂତନ ସରକାରଙ୍କ ଉପରେ ଏକ ମଦ ବିରୋଧୀ ନୀତି ପ୍ରବର୍ତ୍ତନ ପାଇଁ ପ୍ରବଳ ଜନମତ ସୃଷ୍ଟି ହେଉଥିଲା। ଏହାକୁ ନିର୍ଦ୍ଦିଷ୍ଟ ଭାବେ ଦୃଷ୍ଟିରେ ରଖି ନୂତନ ଅବକାରୀ ନୀତି ଆଗତ କରିବାକୁ ସରକାର ଯୋଜନା…

ସୁବିଧାବାଦର ସିଦ୍ଧାନ୍ତ

ଗାଜାରେ ଶୀଘ୍ର, ନିଃସର୍ତ୍ତ ତଥା ଏକ ଲମ୍ବା ଯୁଦ୍ଧ ବିରତି ଦାବି କରାଯାଇ ଜୁନ୍‌ ୧୨ରେ ଜାତିସଂଘ ସାଧାରଣ ସଭାରେ ଏକ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। କ୍ଷୁଧାକୁ ଯୁଦ୍ଧର ଏକ ଅସ୍ତ୍ର ଭାବେ ଇସ୍ରାଏଲ ବ୍ୟବହାର କରୁଛି ବୋଲି ଏଥିରେ ଦର୍ଶାଯାଇଥିଲା।…

ଏଇ ଭାରତରେ

ତାମିଲନାଡୁର ୪୧ ବର୍ଷୀୟ ଥୋକାପ୍ପିୟାନ ଶିବରାଜ ଜଣେ କନ୍‌ଷ୍ଟେବଲ। ଘର ତାମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ଶିବରାଜ ତାଙ୍କ ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ପରେ ଆଗକୁ ପଢ଼ିବାକୁ ତାଙ୍କର ଇଚ୍ଛା ଥିଲେ ବି ଅର୍ଥାଭାବ…

ଶରୀରକୁ ଫିଟ୍‌ ରଖେ ଦୋଳି

ରଜପର୍ବ ଭିତରେ ଝିଅ ଆଉ ମହିଳାମାନଙ୍କ ସବୁଠାରୁ ଦୁର୍ବଳତା ହେଉଛି ରଜ ଦୋଳି। ରଜ ଦୋଳି ଏଯାବତ କେବଳ ବିଭିନ୍ନ ଗାଁ ଗଣ୍ଡାରେ ନୁହେଁ ସହରରେ ମଧ୍ୟ ଏହାର ଆକର୍ଷଣ ବଢ଼ୁଛି। ତେବେ ଆମେ ଏହି ରଜ ଦୋଳି ଆଲୋଚନା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri