ସମ୍ପାଦକୀୟ

ଅଭିଭାବକଙ୍କ ଦାୟିତ୍ୱ

ପ୍ରଚଳିତ ଅର୍ଥରେ ଶାସନ ମାନେ ନିୟନ୍ତ୍ରଣ, ତିରସ୍କାର ଅଥବା ଦଣ୍ଡବିଧାନ। କିନ୍ତୁ ଶାସନର ପ୍ରକୃତ ଅର୍ଥ ହେଲା- କୌଣସି ଜୀବନୀୟ ଅନୁଶାସନ ବା ବିଧି-ବିଧାନରେ ନିୟନ୍ତ୍ରିତକରି ଶାସିତର ଜୀବନରେ ମଙ୍ଗଳ ବିଧାନ କରିବା। ସୁତରାଂ ଯେତେବେଳେ ପିତାମାତା ଅଥବା ଅନ୍ୟ କୌଣସି…

ପଞ୍ଚାୟତ ଦୃଢ଼ୀକରଣରେ ବାଧା କେଉଁଠି

ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ହେଉଛି ତୃଣମୂଳ ପରିବାରଠାରୁ ଗ୍ରାମ୍ୟ ଉନ୍ନୟନ ବିକାଶର ପରିଚୟ। କିନ୍ତୁ ଏ ପରିଚୟ ହରାଇବାକୁ ବସୁଛି ଓଡ଼ିଶା। ପଞ୍ଚାୟତ ପ୍ରତି ଦିନକୁ ଦିନ ଲୋକଙ୍କ ବିଶ୍ୱାସ ତୁଟିବାରୁ ବ୍ଲକ ହେଉ ଅବା ଜିଲାପାଳଙ୍କଠାରେ ଦିନକୁ ଦିନ ଅଭିଯୋଗ…

ଭିଆର୍‌ଏସ୍‌ ଧାରା

ଶାସନର ମଜଭୁତ ଢାଞ୍ଚା ଭାବେ ବିଚାର କରାଯାଉଥିବା ଭାରତର ଅମଲାତନ୍ତ୍ର ବିଚିତ୍ର ଘଟଣାର ସମ୍ମୁଖୀନ ହେଉଛି। ବହୁ ସଂଖ୍ୟାର ଅଧିକାରୀମାନେ ଏହାକୁ ଛାଡ଼ି ନୂଆ କ୍ଷେତ୍ରକୁ ଚାଲିଯାଉଥିବା ଦେଖାଯାଉଛି। ମୋଦି ଶାସନରେ ଅନେକ ଶହ ଅଧିକାରୀ ବିଶେଷକରି ଭାରତୀୟ ରାଜସ୍ବ ସେବା…

ଛୁରି, ଛୁଞ୍ଚି, କଇଁଚି ଉପାଖ୍ୟାନ

ତିକତା ଦୃଷ୍ଟିରୁ ଡାକ୍ତରମାନେ ସର୍ବଦା ରୋଗୀଙ୍କ ଯନ୍ତ୍ରଣା ଉପଶମ କରିବାକୁ ପ୍ରାଣପଣେ ପ୍ରୟାସ କରିଥା’ନ୍ତି। କିନ୍ତୁ ରୋଗୀମାନଙ୍କୁ ଯନ୍ତ୍ରଣା ଜର୍ଜରିତ କରିବାକୁ କଦାପି ନୁହେଁ। ସେଇଥିପାଇଁ ତ ସେମାନଙ୍କୁ ଜଣେ ଜଣେ ଦେବଦୂତ ବା ଦ୍ୱିତୀୟ ଈଶ୍ୱର ଭାବେ ବିବେଚନା କରାଯାଏ।…

ସୋସିଆଲ ମିଡିଆ ଓ ପିଲାଙ୍କ ସୁରକ୍ଷା

ଅଷ୍ଟ୍ରେଲିଆ ବର୍ତ୍ତମାନ ୧୬ ବର୍ଷରୁ କମ୍‌ ପିଲାଙ୍କୁ ସୋସିଆଲ ମିଡିଆ ବ୍ୟବହାର କରିବାକୁ ବାରଣ କରିଛି। ବିଶେଷକରି ମେଟା (ଯାହା ଫେସ୍‌ବୁକ୍‌ ଏବଂ ଇନ୍‌ଷ୍ଟାଗ୍ରାମ୍‌ର ମାଲିକ) ଏବଂ ଟିକ୍‌ଟକ୍‌ ଭଳି କମ୍ପାନୀଗୁଡ଼ିକ ଏହି ପଦକ୍ଷେପକୁ ସମାଲୋଚନା କରିଛନ୍ତି। ଯଦି ସେମାନେ ଯୁବକମାନଙ୍କୁ…

ଆଦିବାସୀ ଓ ଆମ୍ବଟାକୁଆ

ଦାରିଙ୍ଗବାଡ଼ି ବ୍ଲକର ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗ୍ରାମରେ ଅନୁସୂଚିତ ଜନଜାତିର ଦୁଇଜଣ ସ୍ତ୍ରୀ ଲୋକ ଆମ୍ବଟାକୁଆକୁ ରୋଷେଇ କରି ଖାଇ ମୃତ୍ୟୁବରଣ କଲେ ଓ ୬ ଜଣ ଅସୁସ୍ଥ ହେବାର ଖବର ରାଜ୍ୟବାସୀଙ୍କୁ ଚିନ୍ତାଗ୍ରସ୍ତ କରାଇଛି। ସେଥିରୁ ଜଣେ କଟକ ବଡ଼…

ଓୟୁଏଟିରେ କୃଷି ଇଞ୍ଜିନିୟରିଂ ଶିକ୍ଷା

ଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ୧୯୬୨ ମସିହାରେ ପ୍ରତିଷ୍ଠା ହେବା ପରଠାରୁ ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ନିରନ୍ତର ପ୍ରଚେଷ୍ଟା ଜାରିରଖିଛି ଏବଂ ରାଜ୍ୟରେ ଚାଷୀମାନଙ୍କର ଉନ୍ନତିରେ ସହାୟକ ହୋଇପାରିଛି। ବିଶ୍ୱବିଦ୍ୟାଳୟରେ କୃଷି, ଉଦ୍ୟାନ, କୃଷି ଯାନ୍ତ୍ରିକ,…

ଭାରତରେ ମନ୍ଦିର ସଂସ୍କୃତି

କୌଣସି ଏକ ହିନ୍ଦୁ ମନ୍ଦିର ଦର୍ଶନକଲେ ମନରେ ଆଧ୍ୟାତ୍ମିକ ଭାବର ବିକାଶ ଘଟେ। ଇତିହାସ, ଭୂଗୋଳ, ରାଜନୀତି ଏବଂ ଅର୍ଥନୀତିରେ ବି ମନ୍ଦିର ଏକ ବିଷୟ ହୋଇପାରେ। ପ୍ରଥମେ ଇତିହାସରୁ ଆରମ୍ଭ କରିବା। ଆମ ଭିତରୁ କେତେଜଣ ପଚାରନ୍ତି, କିଏ ମନ୍ଦିର…

ଆଜିର ଯାତ୍ରା

ଯାତ୍ରାରେ ଅଶ୍ଳୀଳତା ଏବେ ରାଜ୍ୟର ଗଣମାଧ୍ୟମରେ ମୁଖ୍ୟ ଆଲୋଚ୍ୟ ବିଷୟ ହୋଇଛି। ଅନେକ ଯାତ୍ରା ମଞ୍ଚରେ ଏହି ନୃତ୍ୟ ଯୋଗୁ ଅସ୍ବାଭାବିକ ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଥିବାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ରାଜ୍ୟ ସରକାର ଏହା ଉପରେ…

ବିଦ୍ୟାଳୟ ଶିକ୍ଷାର ଦୁଇଟି ଆହ୍ବାନ

ଆଜି ଛାତ୍ରୀଛାତ୍ରମାନଙ୍କ ଭିତରେ ଦୁଇ ପ୍ରକାରର ଜ୍ଞାନର ଅଭାବ ଦେଖାଦେଇଛି ଯଥା: ଅକ୍ଷର ଓ ବିଚାର। ମାନେ ଗୋଟିଏ ହେଉଛି ବିଷୟଗତ ମୌଳିକ ଜ୍ଞାନ ଓ ଦକ୍ଷତା, ଅନ୍ୟଟି ଆଚରଣ ସମ୍ବନ୍ଧୀୟ ନୈତିକ ଜ୍ଞାନ। ବିଦ୍ୟାଳୟରେ ଭାରତୀୟ ଛାତ୍ରୀଛାତ୍ରମାନଙ୍କ (ବିଶେଷକରି ସରକାରୀ…

ପ୍ରଥମେ ଡାକ୍ତରଙ୍କୁ ସୁରକ୍ଷା

ଉତ୍ତମ ସ୍ବାସ୍ଥ୍ୟସେବା ଏକ ସମନ୍ବିତ ଓ ବିକଶିତ ଭିତ୍ତିଭୂମି ଉପରେ ନିର୍ଭର କରେ। ଅର୍ଥାତ୍‌ ଉତ୍ତମ ପରିବେଶରେ ହସ୍ପିଟାଲ, ଗୁଣବତ୍ତା ଚିକିତ୍ସାର ଉପଲବ୍ଧତା, ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ଉପସ୍ଥିତି ଯୋଗୁ ସବୁ ଦିଗରୁ ସ୍ବାସ୍ଥ୍ୟସେବା ସମୃଦ୍ଧ ହୋଇପାରିବ। ସବୁଥାଇ ଯଦି…

ଡିଜିଟାଲ ଶୋଷଣ ମହାମାରୀ

ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଓ ଚାଇଲ୍ଡ ଫଣ୍ଡ, ଇଣ୍ଡିଆର ମିଳିତ ଉଦ୍ୟମରେ ୱେବ୍‌ ସେଫ୍‌ ଆଣ୍ଡ ୱାଇଜ୍‌ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ପିଲାମାନଙ୍କ ପ୍ରତି ହେଉଥିବା ଡିଜିଟାଲ ଶୋଷଣ ବିରୋଧରେ ସଚେତନତା ସୃଷ୍ଟି କରିବା ସହ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri