ସମ୍ପାଦକୀୟ

ସୁଖର ଗାଣିତିକ ପରିପ୍ରକାଶ

ଅନେକ ଖୁସିର ସମାହାର ହିଁ ସୁଖ। ତେବେ ଖୁସି କେବେ ବି ବାହାରୁ ମିଳେ ନାହିଁ। ଉପଲବ୍ଧ ନ ଥାଏ କେଉଁଠି ବାହାରେ। ଖୁସି କେଉଁଠି କିଣା ବି ମିଳେନି। ବିକ୍ରିଯୋଗ୍ୟ ନ ଥାଏ କେବେ। ଏହା ଅନୁଭବର ଅସ୍ମିତା ସୂଚକ।…

ଆଧ୍ୟାତ୍ମିକ ରାଷ୍ଟ୍ରବାଦ ଓ ଶ୍ରୀଅରବିନ୍ଦ

ପୃଥିବୀର ଅନେକ ରାଜନେତା, ରାଜନୀତି ବିଶାରଦ ଓ ଦାର୍ଶନିକ ରାଷ୍ଟ୍ରବାଦର କଥା କହିଛନ୍ତି, କିନ୍ତୁ ଆଧ୍ୟାତ୍ମିକ ରାଷ୍ଟ୍ରବାଦର କଥା ଆମେ ଜାଣିବାରେ ଏକା ଶ୍ରୀଅରବିନ୍ଦ ହିଁ କହିଛନ୍ତି। ଶ୍ରୀଅରବିନ୍ଦ ହେଉଛନ୍ତି ସେଇ ଜାତୀୟବାଦୀ ନେତା, ଯେ କି କହୁଥିଲେ ସ୍ବାଧୀନତା ଆନ୍ଦୋଳନର…

ମା’ ଧରିତ୍ରୀ

ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ୨୯ତମ କନ୍‌ଫରେନ୍ସ ଅଫ୍‌ ପାର୍ଟିଜ୍‌(କପ୍‌୨୯) ଆଜରବୈଜାନ ରାଜଧାନୀ ବାକୁଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ୟୁରୋପ ଓ ପଶ୍ଚିମ ଏସିଆର ସୀମାନ୍ତରେ ଅବସ୍ଥିତ ଏହି ରାଷ୍ଟ୍ରର ଦୁଇ ତୃତୀୟାଂଶ ତୈଳ ଓ ପ୍ରାକୃତିକ ବାଷ୍ପ ସମ୍ପଦରେ ସମୃଦ୍ଧ। ପର୍ଯ୍ୟାପ୍ତ…

କୃତଜ୍ଞତାର ସ୍ବର

ବୁଝିଲ ବନ୍ଧୁ, ଈଶ୍ବରଙ୍କ ଆଶୀର୍ବାଦରୁ ଆମେ ଏ ଜୀବନ ପ୍ରାପ୍ତ ହେଇଛେ ସତ, ହେଲେ ଆମ ଜୀବନରେ ଆମ ମା’ବାପା, ଭାଇ ବନ୍ଧୁ, ପୃଥିବୀ, ଆକାଶ, ବଣ, ନଦୀ ସହ ସମସ୍ତ ପ୍ରକୃତି ତଥା ଆମ ଚତୁର୍ପାଶର୍‌ବରେ ଆତଯାତ ହେଉଥିବା ଅନେକଙ୍କର…

ଆଚାର୍ଯ୍ୟ, ଅବଧାନ ଓ ଶିକ୍ଷକ

ବୈଦିକ ଯୁଗରେ ଅରଣ୍ୟରେ ଥିବା ଋଷିମାନଙ୍କର ଆଶ୍ରମଗୁଡ଼ିକ ଥିଲା ବିଦ୍ୟାଦାନର କେନ୍ଦ୍ର। ଧନୀ, ଗରିବ, ରାଜପୁତ୍ର ସମସ୍ତେ ସେଠାରେ ଏକତ୍ର ବିଦ୍ୟାଗ୍ରହଣ କରୁଥିଲେ। ସନ୍ଦିପନୀ ଉଭୟ ଶ୍ରୀକୃଷ୍ଣ ଓ ସୁଦାମାଙ୍କୁ ବିଦ୍ୟାଦାନ କରୁଥିଲେ। ସତ୍ୟକାମ ସଂଭ୍ରାନ୍ତବଂଶୀୟ ହୋଇ ନ ଥିଲେ ମଧ୍ୟ…

ସମ୍ପ୍ରସାରଣର ଶାସନ

ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରୁ ଅବସର ପରେ ବରିଷ୍ଠ ସିଭିଲ ସର୍ଭାଣ୍ଟଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଆସୁଛି। ମୋଦି ସରକାର କ୍ଷମତାକୁ ଫେରିବାର ସପ୍ତାହକ ପରେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ଏହାସହ…

ସଦ୍‌ଗୁରୁ ଓ ସତ୍‌ନାମ

ଆମର ଗୋଟାଏ ଦୋଷ ଯେ, କିଛି ନ ବୁଝି, ମହାପୁରୁଷଙ୍କ ଉପରେ ମୂଳରୁ ଭରଷା କରୁ। ଭଗବତ୍‌ ଶକ୍ତିରେ ଅଲୌକିକ ଭାବରେ ସବୁ ସେ କରିଦେବେ – ଏଇ ଆଶାରେ ନିଶ୍ଚିନ୍ତ ହୋଇ ବସିଯାଉ। ଏହାଠାରୁ ବଡ଼ ଭୁଲ୍‌ ଆଉ କିଛି…

ବିଷମୁକ୍ତ ହେବ କି ଭାତହାଣ୍ଡି

ମ୍ପ୍ରତିକ ସମୟକୁ ଲକ୍ଷ୍ୟକଲେ କୃଷି ହିଁ ଆମ ଭବିଷ୍ୟତ ବୋଲି କୁହାଯାଇପାରେ। ଏହି କୃଷି ଆମ ଅର୍ଥନୀତିର ସଂସ୍କାରକ। ଆମ ରାଜ୍ୟରେ ସତୁରି ଭାଗରୁ ଅଧିକ ଲୋକ ଚାଷ ଉପରେ ନିର୍ଭରଶୀଳ। ତେବେ ଯବେ ସାର, ବିଷର ଦୁନିଆ ନ ଥିଲା,…

ଟ୍ରମ୍ପ୍‌ ଓ କପ୍‌ ସମ୍ମିଳନୀ

ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ବକୁରେ ଅନୁଷ୍ଠିତ ମିଳିତ ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୨୯) ଉପରେ କଳାବାଦଲ ଛାଇ ଦେଇଛି। ଏକଥା ସ୍ପଷ୍ଟ ଯେ, ଜଳବାୟୁ ପରିବର୍ତ୍ତନ ଏକ ପ୍ରତାରଣା ବୋଲି ଟ୍ରମ୍ପ୍‌ ବିଶ୍ୱାସ କରନ୍ତି ଏବଂ…

ପୋଷଣୀୟ ମତ୍ସ୍ୟକ୍ଷେତ୍ର

ଶ୍ୱ ଅର୍ଥନୀତି, ପୁଷ୍ଟିକର ଖାଦ୍ୟ, ନିଯୁକ୍ତି ଓ ସର୍ବୋପରି ପରିବେଶ ପ୍ରତି ମତ୍ସ୍ୟ ସମ୍ପଦର ଅବଦାନ ଓ ଏହାର ଗୁରୁତ୍ୱ ନିଦର୍ଶନ ପାଇଁ ବିଶ୍ୱ ମତ୍ସ୍ୟ ଦିବସ ପ୍ରତିବର୍ଷ ନଭେମ୍ବର ୨୧ ରେ ପାଳନ କରାଯାଏ। ଅନେକ କୋଟି ବିଶ୍ୱବାସୀଙ୍କୁ ଖାଦ୍ୟ…

ଦୁର୍ନୀତିର ବଳୟ

ଆଜି ଘରେ, ବାହାରେ, ରାଜ୍ୟରେ, ଦେଶ ଭିତରେ ଓ ଦେଶ ବାହାରେ ‘ଦୁର୍ନୀତି’ ତା’ର କାୟା ବିସ୍ତାର କରି ଚାଲିଛି। ଏହାକୁ ରୋକିବା ପାଇଁ ଶପଥ ପାଠ କରାଉଥିବା ରାଜ୍ୟ ତଥା ଦେଶର ଶାସକମାନେ ଭୁଲି ଯାଇଥାନ୍ତି ‘ଦୀପ ତଳ ଅନ୍ଧାର’।…

ସଂସ୍କୃତି ବିନିମୟର ସମୃଦ୍ଧ ଇତିହାସ

ସ୍ଥଳ ଓ ଜଳପଥ ଦେଇ ସମଗ୍ର ଉପମହାଦେଶରେ ଭାରତ ଏହାର ସାଂସ୍କୃତିକ ସମ୍ପର୍କ ସ୍ଥାପନ କରିଥିଲା। ସ୍ଥଳଭାଗରେ ଏହା ସମଗ୍ର ହିନ୍ଦୁକୁଶ, ପାରସ୍ୟ (ଆଧୁନିକ ଇରାନ) ଓ ମଧ୍ୟଏସିଆ ସହିତ ଭାରତ ଯୋଗାଯୋଗ ରଖିପାରିଥିଲା। ସମୁଦ୍ର ପଥରେ ଏହା ପାରସ୍ୟ, ଆରବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri