ମୋର ଭୁଲ୍ କେଉଁଠି
ଅଚିହ୍ନା ଥିବା ଯାଏ ମୋ ମାଆଙ୍କୁ ସଭିଏଁ ଭଲ ପାଉଥିଲେ, ଆଦର ଯତ୍ନ କରୁଥିଲେ। ସୁନ୍ଦର ସୁନ୍ଦର ପରାମର୍ଶ ଦେଉଥିଲେ ଯଥା- ଠିକ୍ ସମୟରେ ଖାଅ, ସୁଷମ ଖାଦ୍ୟ ଖାଅ, ବିଶ୍ରାମ ନିଅ, ଭାରି କାମ କରନାହିଁ, ସର୍ବଦା ହସଖୁସିରେ ରୁହ,…
କେବଳ ଛଳନା
ଯଦି ତୁମ ସହିତ ମୋର କିଛି ବିବାଦ ଅଛି, ତେବେ ମୁଁ ଏହାକୁ ତିନୋଟି ଉପାୟ ମଧ୍ୟରୁ ଯେକୌଣସି ଗୋଟିଏରେ ସମାଧାନ କରିପାରିବି। ପ୍ରଥମଟି ହେଉଛି ଆଲୋଚନା(ବୁଝାମଣା) ଦ୍ୱାରା। ଯଦି ଉଭୟ ପକ୍ଷର ବିଚାର ସ୍ପଷ୍ଟ ଏବଂ ଉଭୟେ ସେମାନଙ୍କ ସ୍ବାର୍ଥ…
ଖବରକାଗଜ ଓ ଆମେ
ଭାରତ ସ୍ବାଧୀନ ହେବାର ୭୭ ବର୍ଷ ପରେ ଏବେ ଖବରକାଗଜ ଉପରେ ସମୀକ୍ଷା କରିବାର ଆବଶ୍ୟକତା ଅନୁଭୂତ ହେଉଛି। ସ୍ବାଧୀନତା ଲାଭ ପୂର୍ବରୁ ଭାରତର ସ୍ବାଧୀନତା ଆନ୍ଦୋଳନକୁ ଆହୁରି ସକ୍ରିୟ କରିବାକୁ ଖବରକାଗଜକୁ ଏକ ଅସ୍ତ୍ର ଭାବରେ ବ୍ୟବହାର କରାଯାଉଥିଲା। ସ୍ବାଧୀନତା…
କଳାପଟି ହଟିଗଲା ପରେ
ଭାରତୀୟ ନ୍ୟାୟ ବ୍ୟବସ୍ଥା ଏବେ ଆଉ ଅନ୍ଧ ନୁହେଁ କି କୌଣସି ହିଂସାର ପ୍ରତୀକ ତା’ପାଇଁ ଶୋଭନୀୟ ନୁହେଁ ବୋଲି ବିବେଚନାକରି ନିକଟରେ ଉଚ୍ଚତମ ନ୍ୟାୟାଳୟ ଇଂରେଜ ଅମଳରୁ ନ୍ୟାୟଦେବୀଙ୍କ ଆଖିରେ ବନ୍ଧାହୋଇଥିବା କଳାପଟିକୁ କାଢ଼ିନେବା ସହ ତାଙ୍କ ବାମହାତରେ ଖଣ୍ଡା…
ବୈଶ୍ୱିକ ବିଜୟ
ଗ୍ଲୋବାଲ ବାୟୋଫୁଏଲ ଆଲିଆନ୍ସ (ଜିବିଏ) ଓ ଭାରତ ମଧ୍ୟରେ ହୋଷ୍ଟ କଣ୍ଟ୍ରି ଏଗ୍ରିମେଣ୍ଟ ହୋଇଛି। ପ୍ରାୟୋଜକ ଦେଶ ଭାବେ ଭାରତ ଚୁକ୍ତିଭୁକ୍ତ ହେବା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ(ଏମ୍ଇଏ) ପାଇଁ ଏକ ଗୁରୁତ୍ୱପୂଣ୍ଣ ବିଜୟ। ଏହି ପଦକ୍ଷେପ ଦ୍ୱାରା ଜିବିଏର ସଚିବାଳୟ ଭାରତକୁ…
ଓଡ଼ିଶାରେ ଦାଦନ ସମସ୍ୟା
ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗଗୁଡିକର ସମ୍ମିଳିତ ପ୍ରୟାସରେ ରାଜ୍ୟର ଦାଦନ ଶ୍ରମିକମାନଙ୍କୁ କିପରି ରାଜ୍ୟରେ ଜୀବିକା ଅର୍ଜନ କରିବା ପାଇଁ ସୁଯୋଗ ସୃଷ୍ଟି କରାଯିବ ସେଥିପାଇଁ ରାଜ୍ୟ, ବ୍ଲକ ଓ ଜିଲା ସ୍ତରରେ କମିଟି ଗଠନ କରାଯାଇ ରାଜ୍ୟର ଏଗାରଟି ଜିଲା…
ବାଲିଯାତ୍ରା
ହଜାରେ ବର୍ଷର ସହର କଟକରେ ବାଲିଯାତ୍ରା ରୂପକ ଯାତ୍ରାର ବୟସ ବି ପାଞ୍ଚଶହ ବର୍ଷରୁ ଅଧିକ ବୋଲି ଇତିହାସ କହେ। ଗୋଟିଏପଟେ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା, ସାଧବପୁଅ ସଂସ୍କୃତି ଓ ଐତିହ୍ୟର ଜୟଗାନ, ଅନ୍ୟପଟେ ବିନ୍ଦାସ୍ ମଜା, ମଜଲିସ୍, ବୁଲାବୁଲି, ଖିଆପିଆ,…
ଚାଇନା ଡରାଉଛି
ଚାଇନା ୧ ଦଶନ୍ଧରୁ ଅଧିକ ସମୟ ଧରି ଦକ୍ଷିଣ ଚାଇନା ସାଗରରେ ନିଜର ଶକ୍ତି ଏବଂ ପ୍ରଭାବ ବଢ଼ାଇବା ପାଇଁ ଆକ୍ରମଣାତ୍ମକ ରଣନୀତି ପ୍ରୟୋଗ କରିଆସୁଛି। ଦେଖିବାକୁ ଗଲେ ଆମେରିକାର ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚିତ ହେବା ପରେ ଆଗକୁ…
ଗଣମାଧ୍ୟମ ଓ ଅସହାୟ ମଣିଷ
ରେ ବିଖ୍ୟାତ ଗ୍ରୀକ୍ ଦାର୍ଶନିକ ସକ୍ରେଟିସଙ୍କୁ ତାଙ୍କର ଜଣେ ବନ୍ଧୁ ଦେଖାକରି କହିଲେ, ବନ୍ଧୁ ସକ୍ରେଟିସ ସହରରେ ଯେଉଁ ଗୁଜବ ବ୍ୟାପିଛି ତାହା ତୁମେ ଜାଣିଲଣି। ସେହି ଖବରଟା ବନାଗ୍ନି ପରି ବ୍ୟାପିବାରେ ଲାଗିଛି। ସକ୍ରେଟିସ ଉତ୍ତର ଦେଲେ ପ୍ରଥମେ କୁହ…
ଜାତୀୟ ସମବାୟ ନୀତିରେ ଓଡ଼ିଶା
ଭାରତର ଅର୍ଥନୈତିକ ବ୍ୟବସ୍ଥାରେ ସମବାୟ ଅନୁଷ୍ଠାନଗୁଡ଼ିକର ପ୍ରମୁଖ ଭୂମିକା ରହିଛି। ସ୍ବାଧୀନତା ପରେ ପଞ୍ଚବାର୍ଷିକ ଯୋଜନା ମାଧ୍ୟମରେ ଯେଉଁ ଅର୍ଥନୈତିକ ବିକାଶଧାରା ଉନ୍ମୋଚିତ ହୋଇଥିଲା, ସେଥିରେ ସମବାୟକୁ ପ୍ରାଧାନ୍ୟ ଦିଆଯାଇଥିଲା। ଏପରିକି ସମବାୟକୁ ପ୍ରଗତିର ପ୍ରକୃତ ମାଧ୍ୟମ ରୂପେ ବିବେଚନା କରାଯାଇଥିଲା।…
ପୁରାଣରେ ଯକ୍ଷ ଓ ନାଗ
ଭାରତୀୟ ପୁରାଣରେ ଆଶ୍ଚର୍ଯ୍ୟଜନକ ଜୀବ ହେଉଛନ୍ତି ଯକ୍ଷ। ୟୁରୋପୀୟ ପୁରାଣରେ ବର୍ଣ୍ଣିତ ବାମନଙ୍କ ସହ ଏମାନଙ୍କର ଅଧିକ ସାମଞ୍ଜସ୍ୟ ଅଛି। ଯକ୍ଷମାନେ ରତ୍ନ ଏବଂ ସୁନା ସହ ଜଡ଼ିତ। ସେମାନଙ୍କ ମୋଟା ବିକୃତ ଶରୀର ଅଳଙ୍କାରରେ ଆଚ୍ଛାଦିତ ଏବଂ ଏହି ରୂପରେ…
ନିଉଟନ୍ଙ୍କ କଣିକା ଓ ଆଲୋକର ରୂପ
ସକାଳ ପାହିଲେ ସୁନେଲି କିରଣ ବିଛେଇ ହୋଇପଡ଼େ। ସୁନା କାନଫୁଲ ରଙ୍ଗର ଏଇ ଆଲୋକ ଗଛ, ପଶୁପକ୍ଷୀ, ପାହାଡ଼ର ଛାଇ ସୃଷ୍ଟିକରେ। ସେ ସୁନା ରଙ୍ଗର ହେଉ କି ରୁପା ରଙ୍ଗର ଆଲୋକ, ଯେତେବେଳେ ସାଧାରଣ ମାଧ୍ୟମ ଦେଇ ଗତିକରେ, ଆମେ…
Archives


