ସମ୍ପାଦକୀୟ

ସମୃଦ୍ଧିର ଦର୍ଶନ

ଭାରତରେ ଏବେ ସାମାଜିକ କାର୍ଯ୍ୟକଳାପ ଓ ଜାତିବିରୋଧୀ ଅଭିଯାନଗୁଡ଼ିକ ସହ ବୌଦ୍ଧଧର୍ମକୁ ଦୃଢ଼ ଭାବେ ଯୋଡ଼ାଯାଉଛି। କିନ୍ତୁ ଦେଖିବାକୁ ଗଲେ ସମ୍ରାଟ ଅଶୋକଙ୍କ ଶାସନକାଳ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ପାଳ ଶାସନ ଅର୍ଥାତ୍‌ ଅଷ୍ଟମ ଶତାବ୍ଦୀ ପର୍ଯ୍ୟନ୍ତ ତିଷ୍ଠି ରହିଥିବା ବୌଦ୍ଧଧର୍ମର…

ଅମୂଲ୍ୟ ସମ୍ପଦ ଇତିହାସ

ଏପ୍ରିଲ ୨୨ରେ ପହଲଗାମ୍‌ରେ ଆତଙ୍କବାଦୀମାନେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କଲେ। ତା’ର ପ୍ରତିଶୋଧ ନେବାକୁ ଭାରତ ‘ଅପରେଶନ୍‌ ସିନ୍ଦୂର’ ଆରମ୍ଭ କଲା ଓ ପରେ ଅସ୍ତ୍ର ବିରତି ହେଲା। ଯୁଦ୍ଧର ଆଶଙ୍କା ଦୂର ହେଲା। କିଏ ଲେଖୁ ବା ନ…

ଉପକୂଳ ବିମାନବନ୍ଦର ସମସ୍ୟା

ପୁରୀଠାରେ ଏକ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଜେ ସ୍ଥଳୀ ପାଇଁ ପୁରୀ ଜଗତ ପ୍ରସିଦ୍ଧ। ଧାର୍ମିକ ଦୃଷ୍ଟିରୁ ଦେଶର ଚତୁର୍ଦ୍ଧାମ ମଧ୍ୟରୁ ପୁରୀ ବା ଜଗନ୍ନାଥ ଧାମ ଅନ୍ୟତମ। ଅନ୍ୟ ୩…

ସହରୀ ବନ୍ୟା

କର୍ନାଟକରେ ୧୮ ମେ’ରୁ ହୋଇଥିବା ପ୍ରବଳ ବର୍ଷାରେ ୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାର ରାଜଧାନୀ ବେଙ୍ଗାଲୁରୁରେ ଜଣେ ନାବାଳକଙ୍କ ସମେତ ୩ ଜଣ ସହରୀ ବନ୍ୟାରେ ପ୍ରାଣ ହରାଇଲେଣି। ସହରୀ ବନ୍ୟା ନାମକରଣର ଯଥାର୍ଥତା ହେଲା ଯେ, ଅଚାନକ ହେଉଥିବା…

ଏଇ ଭାରତରେ

ବିଭିନ୍ନ ଫସଲ କରି କ୍ଷତି ସହିବା ପରେ ସ୍ତ୍ରୀର ଗହଣା ବିକ୍ରିକରି ସୁନୀଲ କୋଲ୍‌ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ରର ଯୁବତମଲ ଜିଲାର ଛୋଟ ସହର…

ଶିକ୍ଷାର ମାନବବାଦୀ ଆଭିମୁଖ୍ୟ

କ୍ଷା ହେଉଛି ସାମାଜିକ ପରିବର୍ତ୍ତନର ବାର୍ତ୍ତାବହ ତଥା ଜାତୀୟ ଆଶା, ଆକାଂକ୍ଷା ଓ ସ୍ବପ୍ନର ରୂପକାର। ସୁସମାଜ ଗଠନ ନିମନ୍ତେ ଶିକ୍ଷକମାନେ ଆଜିର ଶିଶୁମାନଙ୍କୁ ଶିକ୍ଷାଦାନ କରିଥାନ୍ତି। ପ୍ରଗତିଶୀଳ ଶିକ୍ଷା ମାଧ୍ୟମରେ ଶିକ୍ଷାର୍ଥୀମାନେ ଶିକ୍ଷାଗ୍ରହଣକରି ନବ ପ୍ରସ୍ଫୁଟିତ ସୂର୍ଯ୍ୟର କିରଣ ଭଳି…

ଓଡ଼ିଆ ଭାଷା ସମୃଦ୍ଧ ହେବ କେମିତି

ଆମ ଦେଶର ୧୧ ଶାସ୍ତ୍ରୀୟ ଭାଷା ମଧ୍ୟରୁ ଓଡ଼ିଆ ୬ଷ୍ଠ ସ୍ଥାନ ପାଇଛି। ୨୦୧୪ ଫେବୃଆରୀ ୨୦ରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଲା। ଭାଷା ପ୍ରତିଷ୍ଠାନ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲାଗଲା। ସଂସ୍କୃତି ବିଭାଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ…

ଯୌଥ ପରିବାର କାଳ

ଭାରତରେ ଯେତେବେଳେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସଂସ୍କୃତି ଉପରେ ଆଲୋଚନା ହୋଇଥାଏ ସେତେବେଳେ ଅନେକେ ଆମ ଦେଶର ପରିବାର, ପରମ୍ପରା, ଚଳଣି ଓ ସମ୍ପର୍କର ସ୍ତରକୁ ଉଚ୍ଚ କରି ପ୍ରଦର୍ଶନ କରିଥାଆନ୍ତି। ପାଶ୍ଚାତ୍ୟରେ ମାଇକ୍ରୋ ବା ଅଣୁସର୍ବସ୍ବ ସଂସାର ଥିବାରୁ ତାହାକୁ…

ଏଇ ଭାରତରେ

ପରୀକ୍ଷାରେ ପିଲାମାନଙ୍କର କମ୍‌ ନମ୍ବର ଦେଖିଲେ ପ୍ରାୟତଃ ଅଭିଭାବକ ଗାଳି କରନ୍ତି। ହେଲେ କମ୍‌ ମାର୍କ ରଖିଥିବା ପିଲାଙ୍କୁ ପ୍ରଶଂସା କିରବା ବିରଳ। ଏହା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଲିଗଡର ଜଣେ ଶିକ୍ଷା ଅଧିକାରୀ ରାକେଶ ସିଂହଙ୍କ କ୍ଷେତ୍ରରେ। ସିବିଏସ୍‌ଇ ପରୀକ୍ଷାରେ…

ମଣିଷତ୍ୱର ଆବିଷ୍କାର

ବିଶ୍ୱ ନିୟନ୍ତା ଏ ବ୍ରହ୍ମାଣ୍ଡରେ ଯେମିତି ନଦୀ, ପାହାଡ଼, ପର୍ବତ, ବଣ, ଜଙ୍ଗଲ, ପଶୁ, ପକ୍ଷୀ ଆଦି ନୈସର୍ଗିକ ଆଧାରଗୁଡ଼ିକ ବିଦ୍ୟମାନ କରିଥିଲେ ସେଗୁଡ଼ିକ ହଜାର ହଜାର ବର୍ଷ ପରେ ବି ସେମାନଙ୍କ ମୌଳିକ ଧର୍ମ ଓ ଗୁଣବତ୍ତାକୁ ଭୁଲିନାହାନ୍ତି। ଆଜି…

ଉଦାରତାର ପରିଚୟ: ସିନ୍ଧୁ ଜଳ ସନ୍ଧି

ଜଳରେ ଗଢ଼ା ଜୀବନର ଧାରା। କ୍ରମବର୍ଦ୍ଧିଷ୍ଣୁ ଗୋଷ୍ଠୀଗତ ଜୀବନର ଅବସ୍ଥାନରେ ସଭ୍ୟତାର କ୍ରମବିକାଶ। ଭାରତୀୟ ଉପ ମହାଦେଶରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତା ବହୁ ପ୍ରାଚୀନ। ଏହାର କାଳ ନିରୂପଣ ପ୍ରାୟତଃ ଖ୍ରୀଷ୍ଟପୂର୍ବ ୩୩୦୦ରୁ ୨୬୦୦ ମଧ୍ୟରେ ହୋଇଥିବାର ସମ୍ଭାବନା ା ସିନ୍ଧୁନଦୀକୁ…

ସୁଗାର ବୋର୍ଡ

ଜଳବାୟୁ ପରିବର୍ତ୍ତନଜନିତ ଋତୁଚକ୍ରରେ ଅସ୍ବାଭାବିକତା ଯୋଗୁ ମଣିଷର ଜୀବନ ଶୈଳୀରେ ବ୍ୟାପକ ପରିବର୍ତ୍ତନ ଦେଖାଦେଉଛି। ଖାଦ୍ୟପାନୀୟ ଗ୍ରହଣରେ ଅସନ୍ତୁଳନତା ରହିଲେ ମଣିଷର ସ୍ବାସ୍ଥ୍ୟ ବିଗିଡ଼ିବା ଥୟ। ତେଣୁ ପୂର୍ବାପେକ୍ଷା ଲୋକମାନେ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଉଚ୍ଚ ରକ୍ତଚାପ, ମଧୁମେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri