ସମ୍ପାଦକୀୟ

ନୀତିରେ ପରିବର୍ତ୍ତନ

ମୋଦି ସରକାର ଏବେ ଯୁଗ୍ମ ସଚିବ ଚୟନ ପାଇଁ ନିୟମ କୋହଳ କରିଛନ୍ତି। ଅଧିକ ଆଇଏଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଦାୟିତ୍ୱ ନେବା ଲାଗି ଉତ୍ସାହିତ କରିବା ସକାଶେ ଏହା କରାଯାଇଛି। ତେବେ ସମୟ ସବୁ କିଛି ସ୍ପଷ୍ଟ କରୁଛି। କେନ୍ଦ୍ରରେ ୧୪୬୯…

ଏଇ ଭାରତରେ

କେରଳର କାନ୍ନାପୁରମ୍‌ ଗାଁ ଆମ୍ବ ଉତ୍ପାଦନରେ ନାଁ କରିଛି। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। କାନ୍ନାପୁରମ୍‌ରେ ଥିଲା ଏକ ୨୦୦ ବର୍ଷର ଭେଲାଥାନ କିସମ ଆମ୍ବ ଗଛ । ଏହା ଅତ୍ୟନ୍ତ ସ୍ବାଦିଷ୍ଟ। କୌଣସି ପରିସ୍ଥିତିରେ ଜମି ମାଲିକ…

ଭିଡ଼କୁ ଭୟ କରୁଛନ୍ତି କି

ମାନୁ ମାଉସୀଙ୍କୁ ମୁଁ ପୁରୀ ରଥଯାତ୍ରା ଦେଖିଯିବାକୁ କହିଲି। ସେ ମନାକଲେ। କାରଣ ପଚାରିବାରୁ କହିଲେ- ମୁଁ ପିଲାବେଳେ ଥରେ ରଥଯାତ୍ରାକୁ ଯାଇଥିଲି। ଭିଡ଼ରେ ମତେ ଚାରିକଡ଼ୁ ଚାପିଦେଲେ। ସେହି ଦିନଠାରୁ ଭିଡ଼ ଦେଖିଲେ ମତେ ଡର ଲାଗେ। ମୁଁ କହିଲି…

ମୋଦିଜୀ ସୁ-ସ୍ବାଗତମ୍‌

ସାଢ଼େ ଚାରି କୋଟି ଓଡ଼ିଆ ସହିତ ମିଶି ମୁଁ ଜଣେ ଓଡ଼ିଆ ଭାବରେ ଆମର ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏହି ପବିତ୍ର ମାଟିକୁ ସ୍ବାଗତ କରୁଛି। ଏହା ଭିତରେ ମୋଦିଜୀ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳିବାର ୧୧ ବର୍ଷ…

ସିରିଆବାସୀଙ୍କ ଆଶା

ଅତ୍ୟଧିକ ତଥା ଅନିୟନ୍ତ୍ରିତ ମୁଦ୍ରାସ୍ଫୀତି ଏକ ଶତାବ୍ଦୀ ପୂର୍ବର ଓ୍ବେମର ରିପବ୍ଲିକ୍‌ (ପ୍ରଥମ ବିଶ୍ୱଯୁଦ୍ଧ ପରେ ୧୯୧୮- ୩୩ ମଧ୍ୟରେ ଗଠିତ ଜର୍ମାନୀ) ପାଇଁ ବଡ଼ ସମସ୍ୟାର କାରଣ ପାଲଟିଥିଲା। ସେତେବେଳେ ଜର୍ମାନୀର ଅନେକ ନାଗରିକ ଯେଭଳି ଘର ଛାଡ଼ି ଚାଲିଯାଇଥିଲେ,…

ସର୍ବବ୍ୟାପୀ ସରକାର

ଏବେ ଉଭୟ କେନ୍ଦ୍ର ଓ ରାଜ୍ୟମାନଙ୍କର ସରକାର ଯେପରି ଅତିଦୃଶ୍ୟମାନ ହେବା ପ୍ରୟାସରେ ବ୍ୟକ୍ତିର ଅନ୍ତର୍ନିହିତ ବିକାଶରେ ବାଧକ ସାଜୁଛନ୍ତି, ଜଣାପଡୁଛି ଆଉ ଅଳ୍ପ କେତେ ବର୍ଷ ଭିତରେ ଅଧିକାଂଶ ଲୋକ ‘ଗଣତନ୍ତ୍ର-ପ୍ରସୂତ ଦିବ୍ୟାଙ୍ଗ’ରେ ପରିଣତ ହେବେ! ଆଗରୁ ରାଜ୍ୟ ବା…

ସଉଦା ବ୍ୟାଗ୍‌

ଆମ ନିତିଦିନିଆ ଜୀବନରେ ସମସ୍ତେ କିଛିନା କିଛି ସଉଦା ଆଣନ୍ତି । ଏହି ସଉଦା କେତେବେଳେ ପରିବା ହୋଇପାରେ ତ କେତେବେଳେ ତେଜରାତି ଜିନିଷ କିମ୍ବା ଅନ୍ୟ କିଛି ହୋଇପାରେ। ଧନୀ ହେଉ କିମ୍ବା ଗରିବ ସମସ୍ତଙ୍କର କିଛିନା କିଛି ଆବଶ୍ୟକତା…

ବୃକ୍ଷର ସାଂସ୍କୃତିକ ମହତ୍ତ୍ୱ

ଭାରତର ପ୍ରତ୍ୟେକ ରାଜ୍ୟର ଏକ ରାଜ୍ୟ ବୃକ୍ଷ ଅଛି। କିନ୍ତୁ ଦୁର୍ଭାଗ୍ୟ ଯେ, ଯେତେବେଳେ କୌଣସି ରାଜ୍ୟର ରାଜଧାନୀର ବିଭିନ୍ନ ରେଳ ଷ୍ଟେଶନ ଓ ବିମାନବନ୍ଦରକୁ ଯିବେ ସେତେବେଳେ ସେହି ରାଜ୍ୟର ରାଜ୍ୟବୃକ୍ଷ ଦେଖିବାକୁ ପାଇବେ ନାହିଁ। ଏହା ପରିବର୍ତ୍ତେ ସେଠାରେ…

ଏଇ ଭାରତରେ

ପେସାରେ ଡାକ୍ତର, କିନ୍ତୁ ସେ ରହୁଥିବା ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର କଲୋନିକୁ ବର୍ଜ୍ୟମୁକ୍ତ କରିପାରିଛନ୍ତି। ଏହି ମହିଳା ଡାକ୍ତର ଜଣକ ହେଉଛନ୍ତି ଡା. ରୁବି ମାଖିଜା। ସେହି କଲୋନିରେ ୨୮୦ ପରିବାର ରହୁଛନ୍ତି। ସେମାନେ ଘର ସାମ୍ନାରେ ବର୍ଜ୍ୟବସ୍ତୁ ଠୁଳକରି…

ଭବିଷ୍ୟତ କେତେ ସୁରକ୍ଷିତ

ଆମେ ସଭିଏଁ ଜାଣୁ ବୃଦ୍ଧି ଓ ବିକାଶ ସଜୀବର ଏକ ଲକ୍ଷଣ। ପ୍ରାଣୀ ହେଉ କି ଉଦ୍ଭିଦ ଏମାନେ ଛୋଟରୁ ବଡ଼ ହୁଅନ୍ତି। କିନ୍ତୁ ନିର୍ଜୀବର ଏ ଲକ୍ଷଣ ନ ଥାଏ। ଛୋଟ ପଥରଟିଏ ସମୟ କ୍ରମରେ ବଡ଼ ଶିଳା ଖଣ୍ଡରେ…

ସମବାୟରେ କୃଷିର ବିକାଶ

ସ୍ବାଧୀନତା ପରେ ଭାରତ ଖାଦ୍ୟଶସ୍ୟରେ ନିଅଣ୍ଟ ଥିବାରୁ ସମସ୍ତଙ୍କୁ ଦୁଇଓଳି ଖାଦ୍ୟ ଦେବା ପାଇଁ ସରକାର ‘ମାର୍ଶାଲ’ ଯୋଜନାରେ ‘ପିଏଲ୍‌ଏ ୪୮୦’ ଚୁକ୍ତି ଅନୁଯାୟୀ ଦେଶର ବୈଦେଶିକ ମୁଦ୍ରା ବିନିମୟରେ ଆମେରିକାରୁ ବାର୍ଷିକ ୨୦ରୁ ୫୦ ଲକ୍ଷ ଟନ୍‌ ଚାଉଳ ଓ…

ହଇଜା ଆସିଲା

ଚିକିତ୍ସା କ୍ଷେତ୍ରରେ ବ୍ୟାପକ ଯୋଜନା ସତ୍ତ୍ୱେ ବାରମ୍ବାର ଡାଇରିଆ ବ୍ୟାପୁଛି। ଏହାକୁ ନିୟନ୍ତ୍ରଣ କରାଯାଇପାରୁନାହିଁ। ଏବେ ଯାଜପୁର ଜିଲାରେ ଏହାର ସଂକ୍ରମଣ ଉଦ୍‌ବେଗର କାରଣ ହୋଇଛି ଏବଂ ଜିଲାର ବିଭିନ୍ନ ସ୍ଥାନରେ ୧୮ ଜଣଙ୍କର ମୃତ୍ୟୁ ହେବା ସହ ୨୦୦ରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?