ମାଗଣା ସ୍ବାସ୍ଥ୍ୟସେବା
ମ୍ପ୍ରତି ଓଡ଼ିଶା ସରକାର ୧୧ ଏପ୍ରିଲ ୨୦୨୫ରେ ଏକ ସମନ୍ବିତ ସ୍ବାସ୍ଥ୍ୟବୀମା ଯୋଜନା ଆୟୁଷ୍ମାନ୍ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ବ୍ୟତୀତ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ବରିଷ୍ଠ…
ନିକୃଷ୍ଟ ବିଚାର
ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ ମଜଭୁତ ଡଲାର ପାଇଁ ଆମେରିକା ଯେତିକି ଆମଦାନୀ କରିଛି ସେତିକି ରପ୍ତାନି କରି ନାହିଁ।…
ଏଇ ଭାରତରେ
ମହାରାଷ୍ଟ୍ରର ଏକ ଛୋଟ ଗାଁ ମାନ୍ୟାଚିଓ୍ବାଡ଼ି। ଏହାର ଲୋକସଂଖ୍ୟା ୪୨୦। ଏହି ଗାଁ ଏବେ ସମ୍ପୂର୍ଣ୍ଣ ସୌରଶକ୍ତିର ଗାଁ ହୋଇଯାଇଛି। ମାନ୍ୟାଚିଓ୍ବାଡ଼ିରେ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚ୍ଜି) ଦ୍ୱାରା ଏହା ସମ୍ଭବ ହୋଇଛି। ଏସ୍ଏଚ୍ଜିର ମହିଳା ସଦସ୍ୟମାନେ ଟଙ୍କା ଆଦାୟ କରି…
ମେଦବହୁଳତା ଚିକିତ୍ସାରେ ବୈଜ୍ଞାନିକ ପଦ୍ଧତି
ନ୍ୟାଶନାଲ ଫାମିଲି ହେଲ୍ଥ ସର୍ଭେ-୫ (୨୦୨୨) ଅନୁଯାୟୀ, ବର୍ତ୍ତମାନ ଭାରତରେ ୨୩% ନାରୀ ଓ ୨୨.୧% ପୁରୁଷ ବିଏମ୍ଆଇ ଅନୁଯାୟୀ ଅଧିକ ଓଜନ ବିଶିଷ୍ଟ। ପେଟର ସ୍ଥୂଳତା ପ୍ରାୟ ୪୦% ନାରୀ ଓ ୧୨% ପୁରୁଷଙ୍କୁ ପ୍ରଭାବିତ କରୁଛି, ଯାହା ମଧୁମେହ/…
କଳା-ଗୋରା କାହାଣୀ
ଗତ ନବେ ଦଶକରେ ମୋର ବିବାହ ପାଇଁ କନ୍ୟା ଖୋଜା ହେଉଥିବା ବେଳେ ମୋ ବୋଉର ଗୋଟିଏ ମାତ୍ର ସର୍ତ୍ତ ଥିଲା ଯେ, ବୋହୂଟି ଗୋରୀ ହେବା ଦରକାର। ଯେହେତୁ ମୋର ରଙ୍ଗ ସଫା, ତେଣୁ ସେ ଗୋରୀ ବୋହୂଟିଏ ଚାହୁଁଥିଲା।…
ସ୍ବଚ୍ଛତା ନାହିଁ
ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ କାର୍ଯ୍ୟରତ ଦୁଇ ବରିଷ୍ଠ ଆଇପିଏସ୍ ଅଧିକାରୀ ସୋନିଆ ନାରଙ୍ଗ ଓ ଅଭିଷେକ ଗୋଏଲଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଏମାନେ ସେଣ୍ଟ୍ରାଲ ଡେପୁଟେଶନରେ ଯାଇ ଇଡିରେ ନିଯୁକ୍ତି ପାଇଥିଲେ। ଆଇପିଏସ୍ଙ୍କ କାର୍ଯ୍ୟକାଳ ନୀତିର ‘ରିଲାକ୍ସସେଶନ’ଅନୁଯାୟୀ ସେମାନଙ୍କ କାର୍ଯ୍ୟକାଳ ବୃଦ୍ଧି…
ସଂସାରର ବିଜ୍ଞାନ ତତ୍ତ୍ୱ
ମେ ଆମ ଚାରିପାଖରେ ଯେଉଁସବୁ ଘଟଣା ଦେଖୁଛେ ତାହା ସବୁ ବିଜ୍ଞାନର କିଛି ମୌଳିକ ନିୟମ ଅନୁସାରେ ଘଟିଥାଏ । ସୂର୍ଯ୍ୟଙ୍କ ଉଦୟ ଏବଂ ଅସ୍ତ ହେବା, ଋତୁ ପରିବର୍ତ୍ତନ ହେବା, ଗାଡ଼ିରେ ବ୍ରେକ୍ ମାରିବା ପରେ କିଛି ବାଟ ଯାଇ…
କେହି କାହାରିକୁ ଶିଖାନ୍ତି ନାହିଁ
ଗୁରୁ ଟିକିଏ ନିଶ୍ଚୁପ ହୋଇ ନବାଗତଙ୍କ ଆଡ଼େ ଦୃଷ୍ଟିପାତ କରୁଥିଲେ। କିଛିକ୍ଷଣ ପରେ ନୀରବତା ଭଙ୍ଗ କରି ଗୁରୁ କହିଲେ- ବତ୍ସ! ତୁମେ ମୋ ପାଖକୁ ଆସିଛ, ତେଣୁ ମୁଁ ଏହାକୁ କୃପା ବୋଲି ସ୍ବୀକାର କରୁଛି। ଯାହାଙ୍କ ଦ୍ୱାରା ତୁମେ…
ବାଣିଜ୍ୟ ବ୍ୟବସ୍ଥାର ପୁନର୍ଗଠନ ଲୋଡ଼ା
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏପ୍ରିଲ ପ୍ରାରମ୍ଭରେ ଅତ୍ୟଧିକ ଟାରିଫ ବୃଦ୍ଧି କରିଥିଲେ। ଏହା ବାଣିଜ୍ୟ ଯୁଦ୍ଧକୁ ତୀବ୍ର କରିଥିଲା, ଯାହାକୁ ସେ ‘ଲିବରେଶନ ଡେ’ ବା ମୁକ୍ତିର ଦିନ ଭାବେ ସୂଚିତ କରିଥିଲେ। ଗତ ସପ୍ତାହରେ ସମୀକ୍ଷକମାନେ ଏହି ଦିବସକୁ…
ମୁଁ ଓ ମୋର
ମାନବ ସମାଜରେ ବ୍ୟକ୍ତିବାଚକ ସର୍ବନାମ ‘ମୋ’ ଶବ୍ଦରେ ସବୁକିଛିର ମୂଲ୍ୟ ନିହିତ ରହିଛି। ଆମେ କହିଥାଉ ଏ ଜାଗା ମୋର। ଏ ଦେହ ମୋର। ବାସ୍ତବରେ କୌଣସି ଜମି କୌଣସି ପ୍ରାଣୀ କିମ୍ବା ଉଦ୍ଭିଦର ନୁହେଁ। ସମସ୍ତେ ଅଞ୍ଚଳ ପାଇଁ ଲଢ଼େଇ…
ନିଯୁକ୍ତିର ମରୀଚିକା
ଉପଯୁକ୍ତ ଜୀବିକା ଓ କର୍ମନିଯୁକ୍ତି ପ୍ରତ୍ୟେକ ମନୁଷ୍ୟକୁ ବିକାଶ ଦିଗକୁ ଟାଣି ନେଇଥାଏ। ନିଯୁକ୍ତି ଦେଇଥାଏ ନୂଆ ଆଶାର ଆଲୋକ, ଯାହା ଫଳରେ ବ୍ୟକ୍ତିଟିଏ ନିଜ ପରିବାରର ଭରଣପୋଷଣ କରିବାରେ ସକ୍ଷମ ହୋଇଥାଏ। ସମାଜରେ ବଞ୍ଚତ୍ବା ପାଇଁ ହେଲେ ସମସ୍ତଙ୍କର ଆବଶ୍ୟକତା…
ବାକ୍ ସଂଯମ: ଏକ ସାଧନା
ଷୋଡ଼ଶ ଶତାବ୍ଦୀର ଏକ ଘଟଣାରୁ ପ୍ରବନ୍ଧଟି ଆରମ୍ଭ କରୁଛି। ଇଂରେଜ ମନୀଷୀ ଥୋମାସ୍ କୁପାର ଆଠବର୍ଷ କଠିନ ପରିଶ୍ରମ କରି ଏକ ଅଭିଧାନ ସଂକଳନ କରୁଥିଲେ। ଅନେକ ବର୍ଷର ଅଧ୍ୟବସାୟ ପରେ କାମଟି ସମ୍ପୂର୍ଣ୍ଣ ହେବାରୁ ସେ ଆନନ୍ଦିତ ହେଲେ। ଦିନେ…
Archives


