ସମ୍ପାଦକୀୟ

ଚାଇନାର ପ୍ରତିରୋଧ

ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁଯାୟୀ ସାରା ବିଶ୍ୱର ବାଣିଜ୍ୟ ମନ୍ତ୍ରଣାଳୟଗୁଡ଼ିକ ଆମେରିକାକୁ ସେମାନଙ୍କ ମାମଲା ସମ୍ପର୍କରେ ବିଚାର ପାଇଁ ନିବେଦନ କରିବାକୁ ଲାଇନ ଲଗାଉଛନ୍ତି। ଆମେ ସେମାନଙ୍କ ସହ ଅଛୁ କି? ନା, ଆମେ ନାହଁୁ। ସପ୍ତାହାନ୍ତରେ ପ୍ରକାଶିତ ଏକ ଖବରରେ ବାଣିଜ୍ୟ…

ଏଇ ଭାରତରେ

କେରଳର ଆର୍‌. ବିଶ୍ୱନ ମହୁ ଚାଷକରି ବର୍ଷକୁ ୨୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ଫାର୍ମରେ ଏବେ ୬,୦୦୦ ମହୁ ବାକ୍ସ ଅଛି ଓ ସେଥିରୁ ବର୍ଷକୁ ୯୦-୧୧୦ ଟନ୍‌ ମହୁ ଉପତ୍ାଦନ ହେଉଛିି। ବିଶ୍ୱନଙ୍କ ଜନ୍ମ ଥିରୁଭାନନ୍ତପୁରମ ଜିଲା…

ଓଡ଼ିଶାର ବିକାଶ ଓ ଶ୍ରୀଜଗନ୍ନାଥ

ଗୋଟିଏ ରାଜ୍ୟର ବିକାଶ ବିବିଧ ଉତ୍ସ ଦ୍ୱାରା ହୋଇଥାଏ। ତନ୍ମଧ୍ୟରେ ପର୍ଯ୍ୟଟନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡ଼ିଶା କଳା, ସଂସ୍କୃତି, ପ୍ରାକୃତିକ ପରିବେଶ ତଥା ଧାର୍ମିକ ସ୍ଥଳପୂର୍ଣ୍ଣ ରାଜ୍ୟ ହୋଇଥିବାରୁ ଆମେ ଉପରୋକ୍ତ ତତ୍ତ୍ୱଗୁଡ଼ିକୁ ନେଇ ବିକାଶର ସ୍ବପ୍ନ ଦେଖିପାରିବା। ଆମର…

ମୁକ୍ତ ଅଭିବ୍ୟକ୍ତି ପାଇଁ ନ୍ୟାୟପାଳିକା

ଛୋଟମୋଟ ଘଟଣାରେ ନାଗରିକର ବାକ୍‌ ସ୍ବାଧୀନତା ଦଳି ଦିଆଯାଇପାରିବ ନାହିଁ ବୋଲି ନିକଟରେ ଗୁଜରାଟ କଂଗ୍ରେସ ସାଂସଦ ଇମ୍ରାନ ପ୍ରତାପଗ୍ରହୀଙ୍କ ବିରୋଧରେ ପୋଲିସ ଦାୟର କରିଥିବା ଫୌଜଦାରି ମାମଲାକୁ ରଦ୍ଦ କରିବା ଅବସରରେ ସୁପ୍ରିମକୋର୍ଟ କହିଛନ୍ତି। କଂଗ୍ରେସ ସାଂସଦଙ୍କ ଏକ କବିତାକୁ…

ଟାରିଫ୍‌ ଝଡ଼

ଟାରିଫ୍‌ ଝଡ଼କୁ ନିୟନ୍ତ୍ରଣକରିବା ପାଇଁ ବାବୁମାନେ ନିଆରା ତରିକା ଆପଣାଇଛନ୍ତି ଏବଂ ନିକଟରେ ବିଜ୍ଞାନ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଏହାର ଏକ ସ୍ପଷ୍ଟ ଦୃଷ୍ଟାନ୍ତ। ଟ୍ରମ୍ପ୍‌ ପ୍ରଶାସନର ଟାରିଫ୍‌ ଧମକ ଯୋଗୁ ବାଣିଜ୍ୟ ମନ୍ତ୍ରଣାଳୟ ଚଳଚଞ୍ଚଳ ହୋଇ ଉଠିଥିଲା। ପରେ ଔପଚାରିକ…

ଚାଇନାରେ ବିବାହ ସଙ୍କଟ

ଗତବର୍ଷ ଚାଇନାରେ ନୂଆ ବିବାହ ସଂଖ୍ୟା ଏକ ପଞ୍ଚମାଂଶ ହ୍ରାସ ପାଇଥିଲା। ଫଳରେ ୨୦୨୪ରେ ଥିବା ଜନ୍ମସଂଖ୍ୟା ୯.୫୪ ମିଲିୟନ ତୁଳନାରେ ୨୦୨୫ରେ ୭.୩ରୁ ୭.୮ ମିଲିୟନକୁ ଖସି ଆସିବାର ସମ୍ଭାବନା ଦେଖାଯାଇଛି। ବିଶ୍ୱ ଜନସଂଖ୍ୟାରେ ଚାଇନାର ଅଂଶ ୧୭.୨ ପ୍ରତିଶତ।…

ଏଇ ଭାରତରେ

ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି।…

ବଞ୍ଚିବାକୁ ଦିଅ

ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିକଟରେ ଏକ ଆଇଟି ପାର୍କ ନିର୍ମାଣ ପାଇଁ ୪ ଶହ ଏକର ଜଙ୍ଗଲକୁ ବୁଲ୍‌ଡୋଜର ଲଗେଇ ରାତାରାତି ସଫା କରିବାର ଅମାନବୀୟ ନିଷ୍ପତ୍ତି ଆଜି ସମସ୍ତ ପରିବେଶବିତ୍‌ ଏବଂ ପଶୁପକ୍ଷୀପ୍ରେମୀଙ୍କୁ ଗଭୀର ଆଘାତ ଦେଇଛି। ମୁଖ୍ୟତଃ ମୟୂର…

ଆୟୁଷ୍ମାନ୍‌ ସ୍ବପ୍ନ ଏବେ ସାକାର

କଥା ଦେଇଥିଲୁ। କଥା ରଖିଲୁ। ସାରା ରାଜ୍ୟବାସୀ ଆଜି ଖୁସି। ବିଶେଷ ଭାବରେ କାମଧନ୍ଦା ଅନ୍ବେଷଣରେ ପେଟପାଟଣା ପାଇଁ ବିଭିନ୍ନ ରାଜ୍ୟରେ ପ୍ରବାସୀ ଶ୍ରମିକ ଭାବେ କାମ କରୁଥିବା ଲକ୍ଷ ଲକ୍ଷ ଭାଇଭଉଣୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ମୁହଁରେ ହସ…

ସତୀତ୍ୱର ବହ୍ନି

ରୋପରେ ଖ୍ରୀଷ୍ଟିଆନ ଧର୍ମଯାଜକ ସଇତାନଙ୍କୁ ପୂଜାକରୁଥିବା ଡାହାଣୀ ସନ୍ଦେହରେ ମହିଳାମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିଦେବା ପରିବର୍ତ୍ତେ ମୃତ୍ୟୁକୁ ପସନ୍ଦ କରୁଥିଲେ ଓ ଶହୀଦ ହେଉଥିଲେ। ସେମାନଙ୍କୁ ଏକ ଖାଇରେ ପକାଇ ଦିଆଯାଇ ନିଆଁ ଲଗାଇ ଦିଆଯାଉଥିଲା। ଧର୍ମୀୟ ବିବାଦକୁ…

ବିମ୍‌ଷ୍ଟେକ୍‌ ବୈଠକରେ ଭାରତର ବାର୍ତ୍ତା

ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ରେ ଶେଷ ହୋଇଛି ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏସିଆ ରାଷ୍ଟ୍ର ସମୂହ ସଙ୍ଗଠନ ବିମ୍‌ଷ୍ଟେକ୍‌ର ଷଷ୍ଠ ବୈଠକ। ବିମ୍‌ଷ୍ଟେକ୍‌ ହେଉଛି ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର ମଲ୍ଟି ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ କୋଅପରେଶନ। ବୈଠକରେ ଭାରତ,…

ବଦଳୁ ବ୍ୟବସ୍ଥା

ରାଜ୍ୟପାଳ ହେଉଛନ୍ତି ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଓ ରାଷ୍ଟ୍ରପତିଙ୍କ ପ୍ରତିନିଧି ଭାବେ କାମ କରିିଥାନ୍ତି। ରାଜ୍ୟରେ ନିର୍ବାଚିତ ସଂଖ୍ୟାଗରିଷ୍ଠ ଦଳର ମୁଖ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଥାନ୍ତି। ଏଣୁ ରାଜ୍ୟରେ ନିର୍ବାଚିତ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ ସମନ୍ବୟ ଓ ସୁସମ୍ପର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri