ସମ୍ପାଦକୀୟ

ସାଇବର ଠକାମିରେ ନୂଆ ଫର୍ଦ୍ଦ

ବିତ୍ତୀୟ ପରିଚାଳନାରେ ଡିଜିଟାଲ କାରବାରର ଲୋକପ୍ରିୟତା ଓ ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇଛି। ଏହା ସହ ବଢି ଚାଲିଛି ସାଇବର ଠକେଇ। ୨୦୨୪ ମସିହାର ପ୍ରଥମ ଚାରି ମାସରେ ଆମ ଦେଶରୁ ୧୭୫୦ କୋଟି ଟଙ୍କା ସାଇବରମାନଙ୍କ ପାଖକୁ ଚାଲିଯାଇଛି।…

ଦୁଇ ରାଜ୍ୟର ଭିନ୍ନ ଫଳ

୨୦୨୪ ଲୋକ ସଭା ନିର୍ବାଚନ ପରେ ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ଲାଗି ହୋଇଥିବା ମତଦାନରେ ଏନ୍‌ଡିଏ ଏବଂ ଇଣ୍ଡିଆ ମେଣ୍ଟ ୧-୧ ପଏଣ୍ଟ ପାଇଛନ୍ତି। ଅର୍ଥାତ୍‌ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ଭାଜପା ୪୯ ଆସନ ପାଇ ତୃତୀୟ…

ଏଇ ଭାରତରେ

କର୍ନାଟକର ସୁରେଶ ଏସ୍‌ ଆର ଓ ତାଙ୍କ ସ୍ତ୍ରୀ ମୈଥିଲି ଗୁଆ ଗଛର ପତ୍ର ଓ ଖୋଳପାରୁ କୃତ୍ରିମ ଚମଡ଼ା ଭଳି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଏହାକୁ କୁହାଯାଉଛି ଭେଗାନ ଲେଦର। ଏହା ଏକ ପରିବେଶ ଉପଯୋଗୀ କାର୍ଯ୍ୟ। କାରଣ ପଶୁ…

ଗରିବର ଇଜ୍ଜତ

ଗରିବ ଲୋକର ହାତର ଅଙ୍ଗୁଳି ଓ ହୃଦୟ ବୋଧହୁଏ ଗୋଟିଏ ଶରୀରରେ ଅବସ୍ଥିତ ନୁହେଁ ଅବା ରାଜନେତାମାନେ ଏ ବିଷୟରେ ଅବଗତ ନାହାନ୍ତି, ନ ହେଲେ ଶରୀରଠୁ ଶାଖା-ପ୍ରଶାଖା ଭଳି ବାହାରିଥିବା ହାତର ଯେଉଁ ଅଙ୍ଗୁଳିଗୁଡ଼ିକ ବ୍ୟବହାର କରି ସେମାନଙ୍କଠୁ ଭୋଟ…

ଭଗବାନଙ୍କ ନାଁରେ ମିଛ

ବଞ୍ଚିବା ଲାଗି ଖାଦ୍ୟ ଦରକାର ଏବଂ ଖାଦ୍ୟ ଦୃଷ୍ଟିରୁ ଦୁନିଆରେ ପ୍ରତ୍ୟେକ ଜୀବନ୍ତ ଜିନିଷ ଦୁଇ ଭାଗରେ ବିଭକ୍ତ – ଗୋଟିଏ ଆତ୍ମଜୀବୀ ବା ଅଟୋଟ୍ରଫିକ୍‌, ଅନ୍ୟଟି ପରଜୀବୀ ବା ହେଟେରୋଟ୍ରଫିକ୍‌। ଅଟୋଟ୍ରଫିକ୍‌ ଜୀବଟି ନିଜେ ଅଖାଦ୍ୟ ନିର୍ଜୀବ ବସ୍ତୁରୁ ଖାଦ୍ୟ…

ଭାରତରେ ନିଶା

ଚଳିତ ମାସର ପ୍ରଥମ ସପ୍ତାହରେ ଭାରତର ବିଭିନ୍ନ ସ୍ଥାନରୁ ୭,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଡ୍ରଗ୍ସ ବା ମାଦକଦ୍ରବ୍ୟ ଜବତ ହୋଇସାରିଲାଣି। ଏହା ଦେଶ ଭିତରେ ଏକ ବଡ଼ ଏବଂ ସକ୍ରିୟ ବେଆଇନ ନିଶା କାରବାର ଦିଗକୁ ସୂଚିତ କରୁଛି।…

ଏଇ ଭାରତରେ

କେତେକେ ନିଜ ଘରେ ଆଣ୍ଠୁଆ ଗୋପାଳଙ୍କୁ ରଖି ପୂଜା କରନ୍ତି। କିନ୍ତୁ ଆଣ୍ଠୁଆ ଗୋପାଳ ସ୍କୁଲରେ ପାଠ ପଢ଼ିବା କଥା କେହି ହୁଏତ ଶୁଣି ନ ଥିବେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଗ୍ରାର ନୁରୀ ଦରବାଜ ଅଞ୍ଚଳରେ।…

କର୍ମକ୍ଷେତ୍ରରେ ମାନସିକ ସ୍ବାସ୍ଥ୍ୟ

ପ୍ରତିବର୍ଷ ଅକ୍ଟୋବର ୧ରୁ ୮ ପର୍ଯ୍ୟନ୍ତ ବିଶ୍ୱ ମାନସିକ ସପ୍ତାହ ଭାବେ ପାଳନ ହୋଇଆସୁଛି। ପ୍ରତିବର୍ଷ ପରି ଚଳିତ ବର୍ଷର ବାର୍ତ୍ତା ରହିଛି ‘କର୍ମ କ୍ଷେତ୍ରରେ ମାନସିକ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେବାର ସମୟ ଆସିଛି’। ୧୯୯୨ରେ ପ୍ରଥମ ଥର ପାଇଁ ୱାଲର୍‌ଡ…

ପରିବର୍ତ୍ତିତ ପରିସ୍ଥିତିରେ ‘ଧର୍ମନିରପେକ୍ଷତା’

ଭାରତ ଏକ ପବିତ୍ର ଓ ଦିବ୍ୟଭୂମି। ବିଶ୍ୱର ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର। ହିମାଳୟଠାରୁ କନ୍ୟାକୁମାରୀ ପରିବ୍ୟାପ୍ତ ଏହାର ବିଶାଳ ଭୂମିରେ ବହୁ ଧର୍ମ, ସମ୍ପ୍ରଦାୟ, ଭାଷା ଓ ବିଭିନ୍ନ ବର୍ଣ୍ଣର ମଣିଷ ବାସ କରନ୍ତି, ଯାହା ଆମ ସଂସ୍କୃତିକୁ ଗରିମାମୟ କରିବା…

ବର୍ଷକର ଯୁଦ୍ଧ

ଆଜକୁ ବର୍ଷେ ତଳେ ଅକ୍ଟୋବର ୭ରେ ପାଲେଷ୍ଟିନୀୟ ସଙ୍ଗଠନ ହମାସ ଇହୁଦୀ ରାଷ୍ଟ୍ର ଇସ୍ରାଏଲ ଉପରେ ପ୍ରଥମେ ଆକ୍ରମଣ କରି ୧,୨୦୦ ଲୋକଙ୍କ ଜୀବନ ନେଇଥିବା ବେଳେ ୨୫୦ ଜଣଙ୍କୁ ପଣବନ୍ଦୀ କରି ରଖିଥିଲା। ବିରୁଡ଼ି ବସାରେ କାଠି କେଞ୍ଚତ୍ବା ଭଳି…

କୃଷିରେ ଯାନ୍ତ୍ରିକୀକରଣ

କଟରେ କୃଷି, ପଶୁପାଳନ ଏବଂ ଖାଦ୍ୟ ପ୍ରକ୍ରିୟାକରଣର ସଂସଦୀୟ ସ୍ଥାୟୀ କମିଟିି ଭାରତର କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କ କୃଷିକାର୍ଯ୍ୟରେ ଯାନ୍ତ୍ରିକୀକରଣର ବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଥିଲା। ଦେଶର ଅର୍ଥନୀତିରେ ମେରୁଦଣ୍ଡ ସଦୃଶ ଭୂମିକା ନିର୍ବାହ କରୁଥିବା କୃଷିକ୍ଷେତ୍ର ବହୁମୁଖୀ ଆହ୍ବାନର…

ହେ ଈଶ୍ୱର! ତୁମେ କେଉଁ ଧର୍ମର

ସଂସାରରେ ଯଦି କେବେ ବି ଈଶ୍ୱରଙ୍କର ଆବିର୍ଭାବ ଘଟନ୍ତା, ତେବେ ବହୁଳ ଭାବେ ତାଙ୍କୁ ଯେଉଁ ପ୍ରମୁଖ ପ୍ରଶ୍ନଟି ପଚରାଯାଆନ୍ତା, ତାହା ବୋଧହୁଏ ହୁଅନ୍ତା ଏଇ ନିବନ୍ଧର ଶୀର୍ଷକ ଭଳି। ଅବଶ୍ୟ ଏବେ ଯେମିତି ରୁଷିଆଠୁ ୟୁକ୍ରେନ୍‌ ଯାଏ, ପୁଣି ଇରାନଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri