ଏଇ ଭାରତରେ
ତାମିଲନାଡୁ ତ୍ରିଚିର ପରିବେଶବିତ୍ ସୁସ୍କିତା କ୍ରିଷ୍ଣନ୍ ପାଣିରେ ଶୀଘ୍ର ବଢ଼ୁଥିବା ଆୟସିନ୍ଥ ଦଳ (ସ୍ଥାନୀୟ ଅଞ୍ଚଳରେ କୁହାଯାଏ ନାଗଦଳ)କୁ ସଂଗ୍ରହ କରି ସେଥିରୁ ସେ କାଗଜ ତିଆରି କରିପାରୁଛନ୍ତି। ଦଳକୁ ସଂଗ୍ରହ କରାଯାଇ ସେଥିରୁ ବହଳିଆ ରସ ପ୍ରସ୍ତୁତ ହେବାପରେ କଗଜ…
ସାମ୍ପ୍ରଦାୟିକତା ଉପରେ ନେତାଜୀଙ୍କ ଦୃଷ୍ଟିକୋଣ
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀ ଭାରତୀୟ ସ୍ବାଧୀନତା ସଂଗ୍ରାମର ସବୁଠାରୁ ପ୍ରେରଣାଦାୟକ କାହାଣୀ ମଧ୍ୟରୁ ଗୋଟିଏ। ସମୟ ଏବଂ ଅଭିଜ୍ଞତା ସହିତ ତାଙ୍କର ବ୍ୟକ୍ତିତ୍ୱ ଧୀରେ ଧୀରେ ପରିପକ୍ୱ ହେଲା ଏବଂ ସେ ଜାତୀୟତାକୁ ଆକାର ଦେବାରେ ଜଣେ ନେତା…
ବାଂଲାଦେଶରେ ହିଂସା
ବାଂଲାଦେଶ ଭାରତର କେବଳ ଏକ ପଡ଼ୋଶୀ ଦେଶ ନୁହେଁ , ଏହା ପରସ୍ପରର ଭାଷା, ଇତିହାସ, ସଂସ୍କୃତି ଓ ସେ ଦେଶର ମୁକ୍ତି ସଂଗ୍ରାମରେ ଗଠିତ ଏକ ନିବିଡ଼ ସମ୍ପର୍କ। ଯଦିଓ ୧୯୭୧ ମସିହାରେ ସ୍ବାଧୀନ ବାଂଲାଦେଶ ଧର୍ମ ନିରପେକ୍ଷତା ଓ…
କ୍ଷୁଧା ଚିନ୍ତା
ବିଶ୍ୱରେ ଏବେ ୮ ବିଲିୟନ (୮୦୦ କୋଟି) ଲୋକଙ୍କୁ ଖାଦ୍ୟ ଦେବା ପାଇଁ ସଂଘର୍ଷ କରିବାକୁ ପଡ଼ୁଥିବାବେଳେ ୨୦୫୦ ସୁଦ୍ଧା ୧୦ ବିଲିିୟନ (୧,୦୦୦ କୋଟି) ଲୋକଙ୍କୁ ଆମେ କିଭଳି ଖାଦ୍ୟ ଯୋଗାଇ ପାରିବା? ବଢ଼ୁଥିବା ଜନସଂଖ୍ୟାର ପୌଷ୍ଟିକ ଆବଶ୍ୟକତା ପୂରଣ…
ଆକାଶରେ ପରିବର୍ତ୍ତନ
ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ ଲଗାତର ଅନୁରକ୍ଷକ ମାର୍ଗସାଥୀ ହୋଇ ରହିଥିଲା। ତଥାପି ଆକାଶର ସ୍ଥିତି ସ୍ଥିର ରହୁ ନ…
ବଞ୍ଚିବାର ସଂଘର୍ଷ
କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ କ’ଣ ଦି’ଟା ଖାଇବାକୁ ଦେବ। ଏସବୁ ସମାଜର ଏକ ବାସ୍ତବ ଚିତ୍ର। ନିମ୍ନ ବର୍ଗର…
ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି
ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି ସନ୍ତାନଟିଏ ଜନ୍ମଗ୍ରହଣ କରୁଛି ୨୧ ଦିନ ଭିତରେ ରିପୋର୍ଟ ଦିଆଯିବ ଆଉ ସମ୍ପୃକ୍ତ ଅଧିକାରୀ…
ସାମ୍ରାଜ୍ୟବାଦର ନଗ୍ନ ରୂପ
ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି ପ୍ରୟୋଗ ସହିତ ସେଠାକାର ସରକାରକୁ ଗାଦିଚ୍ୟୁତ କରିବା, ରାଷ୍ଟ୍ର ନାୟକଙ୍କୁ ହତ୍ୟା କରିବା, ନିଜର…
ଆପଣା ପଣରେ ନାରୀ
ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ। ସେଠାରୁ ରାଜା ନିଜ ଝିଅ ସଙ୍ଗେ ଅଙ୍ଗସଙ୍ଗ ହେଲେ। ସେ…
ନଏଡା ଦୁର୍ଘଟଣା
ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬ ବିଳମ୍ବିତ ରାତିରେ ଏକ କାର୍ ଡ୍ରେନ୍ ପାଚେରିରେ ପିଟି ହୋଇ ପାଣିଭର୍ତ୍ତି ଖାତ ମଧ୍ୟକୁ…
ଏଇ ଭାରତରେ
ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ ଦେଖିବାକୁ ମିଳିଛି ମୟଙ୍କ ଓ ରାଶିଙ୍କ ମଧ୍ୟରେ ହୋଇଥିବା ଏକ ନିଆରା ବାହାଘର, ଯାହା…
ବୁଦ୍ଧି ବିସ୍ଫୋଟ
ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ ନେଇ ବିଶ୍ୱର ମାନବ ସମ୍ବଳ ଉପରେ କୋପ ଦୃଷ୍ଟି ନିକ୍ଷେପ କରିଛି। ଏଆଇ ଯେତିକି…
Archives


