ସମ୍ପାଦକୀୟ

ପତିଆରା ଲଢ଼େଇ

ବିଶ୍ବରେ ଏବେ ଚାଲିଛି ପ୍ରଭୁତ୍ୱ ଓ ପତିଆରା ପାଇଁ ଲଢ଼େଇ, ଏସିଆରୁ ୟୁରୋପ ଚାରିଆଡ଼େ ଅଶାନ୍ତ। କୋଟି କୋଟି ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳାଯାଉଛି। ଏକ ଅନିଶ୍ଚିତତା ଓ ଆଉ ଏକ ସମ୍ଭାବ୍ୟ ବିଶ୍ବଯୁଦ୍ଧ ସଙ୍କଟ ଭିତରକୁ ବିଶ୍ବ…

ଆକାଶ କଇଁଆ ଚିଲିକା ମାଛ

ଆଧୁନିକ ସମାଜ ବିପର୍ଯ୍ୟୟର ବିବିଧ କାରଣ ଥିଲା ବେଳେ ନିଶାଗ୍ରସ୍ତ ସମାଜ ଏକ ପ୍ରମୁଖ କାରଣ। ନିଶା ଘର ଉଜାଡୁଛି, ଅକର୍ମଣ୍ୟ କରୁଛି, ଜୀବନ ମଧ୍ୟ ନେଉଛି। ସବୁଠି ମଦ, ଗୁଟ୍‌ଖା, ବିଡ଼ି, ସିଗାରେଟ, ବ୍ରାଉନ ସୁଗାର ପରି ମାରାତ୍ମକ ମାଦକ…

ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ

ଶ୍ରୀଜଗନ୍ନାଥଙ୍କର ପହଣ୍ଡି ବିଜେ ଉପରେ ଆଲୋଚନା କରିବା ପୂର୍ବରୁ ଆମକୁ ପ୍ରଥମେ ବୁଝିବାକୁ ହେବ ଯେ, ପହଣ୍ଡି ବିଜେ କ’ଣ? ଅତି ସରଳଭାଷାରେ ବୁଝାଇ କହିଲେ ଜଣାଯିବ ଯେ, ଆଗକୁ ଓ ପଛକୁ ପହୁଣ୍ଡ ପକାଇ ବିଜେ ହେବାକୁ ପହଣ୍ଡି ବିଜେ…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି କ୍ଷମତାକୁ ଆସିବା ପରେ ଗଣତନ୍ତ୍ରକୁ ବିଲୋପ କରିବାକୁ ଚାହାନ୍ତି ସେମାନଙ୍କ ବିରୋଧରେ ଗଣତନ୍ତ୍ରକୁ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ ଅନୁଧ୍ୟାନ କରିବାକୁ ପଡ଼ିବ। ଆମକୁ ଦେଖିବାକୁ ପଡ଼ିବ ଭାରତୀୟମାନେ ପ୍ରଥମେ କେଉଁଠାରୁ ଆସିଥିଲେ।…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ ଟାଣି ହୋଇଥାଏ, କେହି କେହି ସାମାନ୍ୟ ଉପଶମକାରୀ ବଟିକା କ’ଣ ଗୋଟିଏ ଖାଇ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ ପରେ ଆସେ ଏକବିଂଶ ଶତାବ୍ଦୀ। ଆମେ ବର୍ତ୍ତମାନରେ ଯେଉଁସବୁ ଅଭାବ,ସମସ୍ୟା ଅନୁଭବ କରୁଛୁ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଦିନକୁ ଦିନ ଜୀବାଶ୍ମ ଇନ୍ଧନ ସରି ଆସୁଛି। ଯାହା କିଛି ଉତ୍ପାଦନ ହେଉଛି,…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର ସାଧୁଲଭାଇ ଚାଓ୍ବଡା। ସେ ସ୍କ୍ରାପ୍‌ ବା ବିଭିନ୍ନ ଅଦରକାରୀ ଜିନିଷ ସଂଗ୍ରହ କରି…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି କେମିତି ମନେହେଉଛି ଆଜି। ସମୟର ଦାସ ଅପେକ୍ଷା ସମୟଠୁ ବେଶି ଆଜି ମଣିଷ…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା ଦୁର୍ଘଟଣା। ଯେତେବେଳେ ଦୁର୍ଘଟଣାର ଖବର ପ୍ରଘଟ ହେଲା ସେତେବେଳେ କୁହାଗଲା ଯେ ଆମୋନିଆଁ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ ମହାକାଶ କେନ୍ଦ୍ରରୁ ‘ବିକ୍ରମ୍‌ ୧’ ରକେଟ୍‌ ମହାକାଶକୁ ପ୍ରେରଣ କରି ଇତିହାସ ରଚିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri