ସମ୍ପାଦକୀୟ

ଏଇ ଭାରତରେ

ଭ୍ରମଣ ମଧ୍ୟରେ କିଛି ବିପଦ ଆଉ ସୌନ୍ଦର୍ଯ୍ୟପୂର୍ଣ୍ଣ ପରିବେଶ ଥିଲେ ତାହା ଏକ ନିଆରା ଅନୁଭବ ଦିଏ ବୋଲି କହନ୍ତି ମୁମ୍ବାଇର ନେହାଲ ଶାହା। ସେ ବହୁ ବିପଜ୍ଜନକ ଭ୍ରମଣ କରିବା ପରେ ଏବେ ଅଭିଭାବକ ଓ ପିଲାମାନଙ୍କ ପାଇଁ ଭ୍ରମଣର…

ପଥୁରିବାଟିର ଚେତାବନୀ

ନବ୍ୟ ଆଧୁନିକତାର ପ୍ରବାହ ମଧ୍ୟରେ ପୁରୁଣା କାଳର ଯେଉଁ କେତେକ ଦ୍ରବ୍ୟ ବିସ୍ମୃତିର ଅତଳ ଗର୍ଭରେ ହଜିଯାଇଛି, ତନ୍ମଧ୍ୟରୁ ପଥୁରିବାଟି ବା ପଥରରେ ନିର୍ମିତ ବାସନ ଅନ୍ୟତମ। ସାମ୍ପ୍ରତିକ ସମାଜର ବେଶ୍‌ ଭାଗ ଲୋକ, ବିଶେଷତଃ ଯୁବାବର୍ଗ ଏହି ଚିଜଟିକୁ ଦେଖିବା…

ଦୁଃସାହସିକ ଅଭିଯାତ୍ରୀ

କେତେତବେଳେ ଗୋଟେ ଚିନ୍ତାଧାରା ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିଦେବ, ସେଥିପାଇଁ ବୟସ କଦାପି ତାହା ନିର୍ଦ୍ଧାରଣ କରି ନ ଥାଏ। ନୂଆ କିଛି ପଦକ୍ଷେପ ନେବା ବେଳେ ବହୁକିଛି ଶୁଣିବାକୁ ମିଳେ। ସାଧାରଣତଃ ଦେଖାଯାଏ, ଅନେକଙ୍କ ମାନସିକତା ନକାରାତ୍ମକ ଦିଗକୁ…

ଦକ୍ଷତାର ଅଭାବ

ଚଳିତ ମାସରେ ଦୁଇଟି ଶୀର୍ଷକ ସମ୍ବଳିତ ଖବର ପ୍ରକାଶ ପାଇଛି। ଗୋଟିଏ ହେଉଛି ‘ଟେରର ଫାଇନାନ୍ସିଂ(ଉଗ୍ରବାଦୀଙ୍କୁୁ ପାଣ୍ଠି ଯୋଗାଣ), ମନି ଲଣ୍ଡରିଂ (ଅର୍ଥ ହେରଫେର) ନିୟନ୍ତ୍ରଣ କରିବାରେ ଭାରତର ପ୍ରୟାସକୁ ଏଫ୍‌ଏଟିଏଫ୍‌ର ପ୍ରଶଂସା: ଏହା କାହିଁକି ଗୁରୁତ୍ୱପୂର୍ଣ୍ଣ’। ଅନ୍ୟଟି ହେଲା ‘ଭାରତୀୟ…

ବିଶ୍ୱ ଶାନ୍ତି ପାଇଁ ଆଶା

ପୃଥିବୀ ଶାନ୍ତିମୟ ସେତେବେଳେ ହେବ, ଯେତେବେଳେ ପୃଥିବୀରେ ରହୁଥିବା ସବୁ ଲୋକ ଶାନ୍ତିରେ ରହିବେ। କେତେବେଳେ ଜଣେ ଖୁସି ହେବେ? ଯେତେବେଳେ ଲୋକେ ଉତ୍ତେଜନା ମୁକ୍ତ ହେବେ ସେତେବେଳେ ଖୁସି ହୋଇପାରିବେ । ତେବେ ଉତ୍ତେଜନାର କାରଣ କ’ଣ? ଗୋଟିଏ କାରଣ…

ପରିଧାନ ଓ ବ୍ୟକ୍ତିତ୍ୱ

ବର୍ଣ୍ଣାଡ ଶଙ୍କ ସମ୍ମାନାର୍ଥେ ଏକ ବ୍ରିଟିଶ୍‌ କ୍ଲବରେ ଭୋଜିର ଆୟୋଜନ କରାଯାଇଥାଏ। ସେହି କ୍ଲବରେ ପ୍ରବେଶକାରୀଙ୍କ ପାଇଁ ସୁଟ୍‌ ଓ ଟାଇ ପିନ୍ଧିବା ଏକ ବାଧ୍ୟତାମୂଳକ ନିୟମ ଥିଲା। ବର୍ଣ୍ଣାଡ ଶ ତାଙ୍କର ଦୈନନ୍ଦିନ ସାଧାରଣ ପୋଷାକ ପରିଧାନ କରି କ୍ଲବର…

ଉଚିତ ପଦକ୍ଷେପ

ଅଭିନେତ୍ରୀ ତଥା ମଡେଲ କାଦମ୍ବରୀ ଜେଟ୍‌ୱାନୀଙ୍କ ଅନୁଚିତ ଗିରଫଦାରିକୁ ନେଇ ଆନ୍ଧ୍ରପ୍ରଦେଶର ତିନିଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ଏହି ଘଟଣା କ୍ଷମତାର ଅପବ୍ୟବହାର ଏବଂ ଉତ୍ତରଦାୟିତ୍ୱର ଆବଶ୍ୟକତା ଉପରେ ବିତର୍କ ସୃଷ୍ଟି କରିଛି। ରାଜ୍ୟ ପୋଲିସରେ ଉଚ୍ଚ ପଦାଧିକାରୀ…

ଏଇ ଭାରତରେ

ପେସାରେ ଶିକ୍ଷୟିତ୍ରୀ ହେଲେ ବି ଫୁଲଚାଷ ତାଙ୍କ ପାଇଁ ଆଣିଛି ସ୍ବତନ୍ତ୍ର ପରିଚୟ। କେରଳ ଥ୍ରିଶୂର ଜିଲା ବାସିନ୍ଦା ଲତିକା ସୁତାନ ବଗିଚାରେ ପଦ୍ମ ଓ କଇଁ ଚାଷ କରି ମାସକୁ ୪୦ ହଜାରରୁ ଅଧିକ ଟଙ୍କା ରୋଜଗାର କରୁଛନ୍ତି। ଏହାସହ…

ଅକାଳ ଜାତ ଶିଶୁ ଓ କଙ୍ଗାରୁ ଯତ୍ନ

ଶ୍ୱ ସ୍ବାସ୍ଥ୍ୟ ସଂସ୍ଥା ୨୦୨୦ ମସିହାରେ କରିଥିବା ଏକ ଆକଳନ ଅନୁସାରେ ପ୍ରତିବର୍ଷ ଗର୍ଭଧାରଣର ସାଧାରଣ ସମୟକାଳ, ଅର୍ଥାତ୍‌ ୩୭ ସପ୍ତାହ ସମ୍ପୂର୍ଣ୍ଣ ହେବା ପୂର୍ବରୁ ପୃଥିବୀରେ ଜନ୍ମ ନିଅନ୍ତି ୧୩.୪ ନିୟୁତ ଶିଶୁ (ପ୍ରାୟ ପ୍ରତି ୧୦ ଜଣରେ ଜଣେ)।…

ଆଧୁନିକ ଦାସତ୍ୱ

ଦାସତ୍ୱ କଥା ଆଲୋଚନା ହେଲେ ଆମେରିକା କଥା ମନକୁ ଆସେ। ଏହା ସହ ଆଫ୍ରିକାରେ ଅଭାବ, ଅନଟନରେ ଶଢ଼ୁଥିବା ମଣିଷକୁ କ୍ରୀତଦାସ ରୂପେ କ୍ରୟ, ବିକ୍ରୟ କରି ବିଶ୍ୱ ଇତିହାସରେ ଏକ କଳଙ୍କମୟ ଅଧ୍ୟାୟ ସୃଷ୍ଟି କରିଦିଆଗଲା। ଯେଉଁ କେତେକ ପ୍ରଭାବଶାଳୀ…

ମିଥେନ୍‌ ଚିନ୍ତା

ପୃଥିବୀର ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମ ଶେଷ ହେବାକୁ ଯାଉଛି। ଏହି ସମୟରେ ଏଠାରେ ଅତ୍ୟଧିକ ତାପମାତ୍ରା ବୃଦ୍ଧି ରେକର୍ଡ କରାଯାଇଛି। ୨୦୨୩କୁ ଟପି ୨୦୨୪ ସବୁଠୁ ଉତ୍ତପ୍ତ ବର୍ଷ ହେବ ବୋଲି ପ୍ରାୟ ୯୫ ପ୍ରତିଶତ ସମ୍ଭାବନା ରହିଛି। ୨୦୨୩ରେ ଆମେରିକା…

ଏଇ ଭାରତରେ

ମହିଳା ସଶକ୍ତୀକରଣ ଓ ଆମତ୍ନିର୍ଭରଶୀଳର ବାର୍ତ୍ତା ଦେଇଛନ୍ତି ବୀଣା ଟମ୍‌। କେରଳର ମାରଙ୍ଗାଟ୍ଟୁପାଲିରେ ରହୁଥିବା ଏହି ୫୬ ବର୍ଷୀୟା ମହିଳା ଜଣକ ନିଜ ବଗିଚାରେ ବିଭିନ୍ନ ଫୁଲ ଓ ଫଳ ଚାଷ କରି ସେଥିରୁ ଘରେ ଜାମ୍‌, ଆଚାର, ସ୍କ୍ବାଶ୍‌, ଜୁସ୍‌,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri