ସମ୍ପାଦକୀୟ

ଯୁଦ୍ଧ ଆଉ କେତେ କାଳ

ରମାଣୁ ବୋମାର ଜନକ ବୋଲି କୁହାଯାଉଥିବା ସୁପ୍ରସିଦ୍ଧ ଆମେରିକୀୟ ବିଜ୍ଞାନୀ କୁଲିଅସ୍‌ ରବର୍ଟ ଓପେନ୍‌ ହେମରଙ୍କ ଜୀବନୀ ଆଧାରିତ ଚଳଚ୍ଚିତ୍ର ‘ଓପେନ୍‌ହେମର’ ମୁକ୍ତିଲାଭ କରିସାରିଛି। ପରମାଣୁ ବୋମାର ଉଦ୍ଭାବକ ଓପେନ୍‌ ହେମରଙ୍କୁ ପ୍ରଥମେ ଗୁପ୍ତ ଅସ୍ତ୍ରଶସ୍ତ୍ର ପରୀକ୍ଷାଗାରର ଦାୟିତ୍ୱ ଦିଆଯାଇଥିଲା। ସେତେବେଳେ…

ଈଶ୍ୱରଙ୍କ ସହ ବସବାସ

ସୃଷ୍ଟିର ପ୍ରାରମ୍ଭରୁ ମଣିଷ ଈଶ୍ୱରଙ୍କୁ ଅନ୍ବେଷଣ କରିବା ଆରମ୍ଭ କରିଆସିଛି। ସେମାନେ ପ୍ରକୃତିକୁ ଦେବତା ରୂପେ ପ୍ରାର୍ଥନାକଲେ। ବାୟୁଦେବ, ଅଗ୍ନିଦେବ, ବରୁଣଦେବ, ଇନ୍ଦ୍ରଦେବ, ସୂର୍ଯ୍ୟଦେବ ଓ ଉଷାଦେବୀଙ୍କୁ ପୂଜା ଉପାସନା ଆରମ୍ଭ କରିଥିଲେ। ତପତ୍ରେ ଉପନିଷଦ ଯୁଗ ଆରମ୍ଭ ହେଲା। ଋଷିମୁନିମାନେ…

ଧର୍ମଶାସ୍ତ୍ର ଓ ମନୁସ୍ମୃତି

ସମସ୍ତେ ଏବେ ମନୁସ୍ମୃତି ବିଷୟରେ ଆଲୋଚନା କରୁଛନ୍ତିି ଏବଂ ଜାତି ପ୍ରଥା ସହ ଏହାର ସମ୍ପର୍କ ରହିଛି ବୋଲି କହନ୍ତି। କିନ୍ତୁ ଏହା ପଛରେ ଥିବା ସତ୍ୟତା ଜାଣିବା ପାଇଁ ଆମକୁ ଭାରତୀୟ ଇତିହାସର କିଛି ଭାଗ ବୁଝିବାକୁ ପଡ଼ିବ। ଭାରତରେ…

ଗଡ଼ଜାତ ଗାନ୍ଧୀ ସାରଙ୍ଗଧର

ଙ୍କାନାଳ-ପଶ୍ଚିମ କଟକ ଯୁଗ୍ମ ଲୋକ ସଭା ନିର୍ବାଚନମଣ୍ଡଳୀର ପ୍ରଥମ ସାଂସଦ ତଥା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଆଜି ୫୭ତମ ପୁଣ୍ୟତିଥି। ଭାରତବର୍ଷର ପ୍ରଥମ ସାମ୍ବିଧାନିକ ନିର୍ବାଚନ ୧୯୫୧ ମସିହାରେ ଅନୁଷ୍ଠିତ ହୁଏ। ଓଡ଼ିଶାର ସେତେବେଳର ୧୬ଟି ଲୋକ ସଭା ନିର୍ବାଚନମଣ୍ଡଳୀ…

ସମବାୟରେ ଅର୍ଥନୈତିକ ସମାନତା

କୌଣସି ଦେଶ ସ୍ବାଧୀନ ହେବା ପରେ ଯେଉଁ ଅର୍ଥନୈତିକ ବିକାଶ ଘଟେ ତାହା ଦେଶର ରାଜନୈତିକ ସ୍ଥିତି ଅନୁସାରେ ପରିଗଣିତ ହୁଏ। କିଏ ପୁଞ୍ଜିବାଦ ଚାହେଁ ତ କିଏ ସମାଜବାଦ, ନ ହେଲେ ସାମ୍ୟବାଦ। ଭାରତ ସ୍ବାଧୀନ ହେଲାପରେ ଯେଉଁ ଗଣତାନ୍ତ୍ରିକ…

ସହାନୁଭୂତି ହ୍ରାସ

୨୦୨୧ରେ ତାଲିବାନ୍‌ ଦ୍ୱିତୀୟ ଥର ଆଫଗାନିସ୍ତାନରେ କ୍ଷମତା ଦଖଲକରିବା ପରେ ମହିଳାଙ୍କ ଅଧିକାର ଛଡ଼ାଇନେବା ସହ ଏବେ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ବନ୍ଦ କରିଦେଇଛି। ଏହି ନିଷ୍ପତ୍ତିର କାରଣ ସମ୍ପର୍କରେ ତାଲିବାନ୍‌ କିଛି ଦର୍ଶାଇ ନ ଥିବା ଜାତିସଂଘ ତରଫରୁ ସେପ୍ଟେମ୍ବର…

ଏଇ ଭାରତରେ

ବାୟୋଫର୍ଟିଫାଏଡ ସିଡ୍‌ସ ବା ମଞ୍ଜି ଅର୍ଥାତ୍‌ ଏହି ମଞ୍ଜିକୁ ବ୍ୟବହାର କରି ଯେଉଁ ଶସ୍ୟ ଉପତ୍ାଦନ କରାଯାଏ ସେଥିରେ ଆଇରନ, ଜିଙ୍କ୍‌, ମାଙ୍ଗାନିଜ, କପର ଆଦି ପୋଷକ ତତ୍ତ୍ୱ ଅଧିକ ରହିଥାଏ। ଏଭଳି ମଞ୍ଜି ବା ବିହନ ପ୍ରସ୍ତୁତ କରୁଛନ୍ତି ଲକ୍ଷ୍ନୌର…

ମହାକାଶରେ ମଣିଷ

ଖ୍ରୀଷ୍ଟପୂର୍ବ ୩୯୯ରେ ଗ୍ରୀକ୍‌ ଦାର୍ଶନିକ ସକ୍ରେଟିସ୍‌ କହିଥିଲେ, ”ମଣିଷ ପୃଥିବୀ ଉପରୁ ବାୟୁମଣ୍ଡଳର ଶୀର୍ଷ ଭାଗକୁ କିମ୍ବା ତା’ଠାରୁ ଅଧିକ ଉପରକୁ ଯାଇପାରିଲେ ହିଁ ସେ ନିଜ ଦୁନିଆକୁ ସମ୍ପୂର୍ଣ୍ଣ ରୂପେ ଜାଣିପାରିବ। “ ତେଣୁ ମହାକାଶକୁ ମାନବ ପ୍ରେରଣ କରିବା…

ଲୋକଙ୍କ ସରକାରରେ ରାଜ୍ୟର ‘ସୁଭଦ୍ରା’ ହେବେ ସଶକ୍ତ ଓ ଆତ୍ମନିର୍ଭର

ଓଡ଼ିଶାର ସାମାଜିକ ନ୍ୟାୟ ଇତିହାସରେ ଆଜି ଏକ ଗୌରବମୟ ଦିନ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଆଜି ରାଜ୍ୟର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏହି ଯୋଜନା ରାଜ୍ୟର ଏକ କୋଟିରୁ ଅଧିକ ମହିଳାଙ୍କ ସଶକ୍ତୀକରଣ…

ଗୁଣିର ଶିକାର

ଏକବିଂଶ ଶତାବ୍ଦୀରେ ମଣିଷ ବିଜ୍ଞାନ ପ୍ରଯୁକ୍ତିରେ ଅନେକ ଆଗେଇଯିବା ସତ୍ତ୍ୱେ ଅନ୍ଧବିଶ୍ୱାସ, ଗୁଣିଗାରେଡ଼ି ଓ ଡାହାଣୀ ଭଳି ଧାରଣାକୁ ଛାଡ଼ିପାରୁନାହିଁ। ଏଭଳି ମାନସିକତାର ଗମ୍ଭୀରତା ବିଷୟରେ ଜାତିସଂଘ ମାନବ ଅଧିକାର ପରିଷଦର ୨୦୨୩ ରିପୋର୍ଟ ସୂଚିତ କରିଥିଲା। ଏହା ଦର୍ଶାଇଥିଲା ଯେ,…

ଏଇ ଭାରତରେ

ମଣିଷ ମରିବା ପରେ ହିଁ ପିଣ୍ଡଦାନ ଶ୍ରାଦ୍ଧ ଆଦି କର୍ମ କରାଯାଏ। କିନ୍ତୁ ବଞ୍ଚିଥିବା ଲୋକଙ୍କର ଶ୍ରାଦ୍ଧ କରିବା କଥା କେବେ ଶୁଣିଛନ୍ତି! କିନ୍ତୁ ଏମିତି ଏକ ଶ୍ରାଦ୍ଧ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ବିହାରର ବିଶ୍ୱନାଥ ରାୟ। ବଞ୍ଚି ଥାଉ…

ସ୍ବାଧୀନତା ସଂଗ୍ରାମରେ ଲୁଣିଆ ଗୁଳିକାଣ୍ଡ

ଭଦ୍ରକ ସବ୍‌ଡିଭିଜନରେ ହୋଇଥିବା ଲୁଣିଆ ଗୁଳିକାଣ୍ଡ ସ୍ବାଧୀନତା ସଂଗ୍ରାମର ଏକ ଅଭୁଲା ସ୍ମୃତି। ୧୯୪୨ ସେପ୍ଟେମ୍ବର ୧୬ରେ ତତ୍କାଳୀନ ବାଲେଶ୍ୱର ଜିଲାରେ ଘଟିଥିବା ଏହି ଦୁଃଖଦ ଘଟଣା ବ୍ରିଟିଶ ସରକାରଙ୍କ ବିରୋଧରେ ଲୋକଙ୍କୁ ଏକ୍ରତିତ କରିଥିଲା। ଏହି ଘଟଣାକୁ ଏତେବର୍ଷ ବିତିଯାଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri