ସମ୍ପାଦକୀୟ

ବଜ୍ରକବଚ ଓ ବାଇଚଢ଼େଇ

ଦିନକୁ ଦିନ ଘାତକ ହେବାରେ ଲାଗିଛି ବଜ୍ରପାତ। ରାଜ୍ୟରେ ଉଦ୍‌ବେଗଜନକ ଭାବରେ ବଢୁଛି ତଜ୍ଜନିତ ମୃତ୍ୟୁସଂଖ୍ୟା। ଜାତୀୟ ବିପର୍ଯ୍ୟୟ ପ୍ରାଧିକରଣ ଦ୍ବାରା ପ୍ରଦତ୍ତ ତଥ୍ୟ ଅନୁସାରେ ପ୍ରତିବର୍ଷ ଦେଶରେ ହାରାହାରି ୨୫ଶହ ଲୋକଙ୍କ ଜୀବନ ଯାଉଛି ବଜ୍ରପାତରେ। ଦେଶର ବଜ୍ରପାତ ମୃତ୍ୟୁରେ…

ଦେଶରେ ବିଶ୍ୱାସ ଆଗ

ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ବର୍ଷେ ୪ ମାସ ହେବ ଲାଗି ରହିଥିବା ଜାତିଆଣ ହିଂସା ପୁଣି ଉଗ୍ର ହେଲାଣି । ୭ ସେପ୍ଟେମ୍ବର ୨୦୨୪ରେ ଜରିବାମ୍‌ ଜିଲାରେ ହିଂସା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେପ୍ଟେମ୍ବର ୧ରୁ…

ଏଇ ଭାରତରେ

ଚେନ୍ନାଇ କିଲକାଟାଲ୍ଲାଇର ଉଜଭାର ସନ୍ଧାଇ ନିକଟରେ ୩୬ ବର୍ଷୀୟ ଡି ଉମା ରାନି ପ୍ରତିଦିନ ୮୦୦ ଲୋକଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି। ବିଶେଷକରି ଅନ୍ୟମାନଙ୍କ ଘରେ କାମ କରୁଥିବା ଗରିବ ମହିଳା, ଶ୍ରମିକ ଶ୍ରେଣୀର ଲୋକ କିମ୍ବା ପରିବାର ଛାଡ଼ି ଅସହାୟ…

କୃଷି ଓ କୃଷକର ପର୍ବ ନୂଆଁଖାଇ

କୃଷିଭିତ୍ତିକ ପର୍ବ ନୂଆଁଖାଇ ଓଡ଼ିଶାର ପଶ୍ଚିମାଞ୍ଚଳରେ କାହିଁ କେଉଁ କାଳରୁ ପାଳନ କରାଯାଇ ଆସୁଛି। ନୂଆଁଖାଇରେ ନୂଆଁ ଶସ୍ୟର ପ୍ରଥମ ନୈବେଦ୍ୟକୁ ବିଭୁଙ୍କୁ ଅର୍ପଣ କରିବା ବେଳେ ଏମିତି ଯୁଗଯୁଗ ଧରି ମଣିଷସମାଜ ପାଇଁ ଅନ୍ନର ଅଭାବ ନ ଘଟୁ ବୋଲି…

ସ୍ମାର୍ଟ ସ୍କୁଲର ସ୍ମାର୍ଟ ରହସ୍ୟ

ଆମ ରାଜ୍ୟରେ ଦୀର୍ଘ ଚବିଶ ବର୍ଷ ନିରଙ୍କୁଶ କ୍ଷମତାରେ ଥିବା ସରକାର କ୍ଷମତାରୁ ହଟିଯିବା ପରେ ଏବେ ଦୁର୍ନୀତିର ଯେଉଁ ପେଡ଼ି ଖୋଲୁଛି ତନ୍ମଧ୍ୟରୁ ସ୍କୁଲ ରୂପାନ୍ତକରଣ ଅନ୍ୟତମ। ଏଥିରେ ହୋଇଥିବା ଦୁର୍ନୀତି ଓ ବାଟମାରଣାର ଅନେକ ତଥ୍ୟଭିତ୍ତିକ ସପ୍ରମାଣ ଖବର…

ପ୍ରଥମରୁ ପଛଘୁଞ୍ଚା

ସଂଖ୍ୟାଗରିଷ୍ଠତା ନ ଥିବା ସରକାରଙ୍କ ସମ୍ମୁଖରେ ଦୁଇଟି ମୁଖ୍ୟ ସମସ୍ୟା ହେଉଛି କେମିତି ସେମାନେ ଅନାସ୍ଥା ପ୍ରସ୍ତାବକୁ ଏଡ଼ାଇଯିବେ ଏବଂ ଆଇନ ପ୍ରଣୟନ କରିବେ। ଏଥିରେ ସଫଳହେବା ପାଇଁ ପ୍ରଥମେ ଶାସକ ଦଳକୁ କ୍ଷମତାରେ ୫ ବର୍ଷ ରହିବା ପାଇଁ ଆବଶ୍ୟକ…

ଶ୍ରୀମନ୍ଦିର ବେଢ଼ାରେ ଗଜାନନ

ଶ୍ରୀମନ୍ଦିର  ପଶ୍ଚିମ ପାର୍ଶ୍ୱରେ ଥିବା ସାକ୍ଷୀଗୋପାଳ ମନ୍ଦିର ନିକଟରେ ରହିଛି କାଞ୍ଚତ୍ ଗଣେଶ ମନ୍ଦିର। କାଞ୍ଚତ୍ ଗଣେଶଙ୍କୁ ତନ୍ତ୍ର ଗଣେଶ ମଧ୍ୟ କୁହାଯାଏ। ଭିତରଛୁ ମହାପାତ୍ର ଏହି ଗଣେଶଙ୍କ ସେବା କରନ୍ତି। କୁହାଯାଏ, ଗଜପତି ପୁରୁଷୋତ୍ତମ ଦେବ କାଞ୍ଚତ୍ ବିଜୟ କରି…

ଶକ୍ତ ବିରୋଧୀ, ସଶକ୍ତ ଗଣତନ୍ତ୍ର

ବିଗତ ଦିନରେ ଦେଶରେ ଏପରି କିଛି ଘଟଣା ଘଟିଛି, ଯାହା ଏନ୍‌ଡିଏ ୩.୦ ସରକାରଙ୍କ ଅସହାୟତାକୁ ପଦାରେ ପକାଇଛି। ଏହି ନିରୁପାୟ ଶକ୍ତ ବିରୋଧୀ ଦଳ ଯୋଗୁ ସମ୍ଭବ ହୋଇପାରିଛି ବୋଲି କୁହାଯାଇପାରେ। ନିମ୍ନ ଘଟଣାଗୁଡ଼ିକୁ ଅନୁଧ୍ୟାନ କଲେ ତାହା ଜଣାପଡ଼ିବ।…

ନିବେଶ ଲକ୍ଷ୍ୟରେ ଭଜନଲାଲ

ଡିସେମ୍ବର ୯ରୁ ୧୧ ଜୟପୁରରେ ‘ରାଇଜିଂ ରାଜସ୍ଥାନ’ ବୈଶ୍ୱିକ ନିବେଶ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଆଇଏଏସ୍‌ ଅଧିକାରୀଙ୍କ ଗୋଟିଏ ଟିମ୍‌ ସାରା ଦେଶରେ ତଥା ଅନ୍ତର୍ଜାତୀୟ ସ୍ତରରେ ଏକ ମିଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ନିବେଶକୁ ଆକର୍ଷିତ…

ଗୃହ ବିଦ୍ୟାଳୟ

ଆଜି ସବୁଠି ଅଭିଯୋଗ ଯେ ପଞ୍ଚମ ଶ୍ରେଣୀରେ ପଢୁଥିବା ପିଲା ନିଜ ନାଁ ବି ଠିକ୍‌ ସେ ଲେଖି ପାରୁନି ଏବଂ ହାଇସ୍କୁଲରେ ପାଠ ପଢୁଥିବା ଅନେକ ପିଲା ଯୋଗ, ବିୟୋଗ, ଗୁଣନ, ହରଣ ନିର୍ଭୁଲ ଭାବରେ କରିପାରୁ ନାହାନ୍ତି। ଆଜି…

ଓ୍ବିମ୍ବେଲଡନରେ ଜଳବାୟୁ ପ୍ରତିବାଦ

ଜଳବାୟୁ ପ୍ରଦର୍ଶନକାରୀମାନେ ୱିମ୍ବେଲଡନ ଟେନିସ୍‌ ପ୍ରତିଯୋଗିତାରେ ବାଧା ସୃଷ୍ଟି କରିଥିଲେ। ସେମାନେ ପ୍ରସିଦ୍ଧ ଚିତ୍ରକଳାକୁ ସୁରକ୍ଷା ଦେଉଥିବା ଗ୍ଲାସ୍‌ ଉପରକୁ ଟମାଟୋ ସସ୍‌ ପକାଇଥିଲେ। ଏହାସହ ପୁରାତନ ଶିଳା ସ୍ମାରକ ଉପରେ କମଳା ପାଉଡର ସ୍ପ୍ରେ କରିବା ସହ ରାସ୍ତା ଅବରୋଧ…

କଠୋର ଦଣ୍ଡବିଧାନ ଲୋଡ଼ା

ନାରୀଶକ୍ତିର ଦୁରବସ୍ଥା ଆଜି ଖବରକାଗଜ, ଟେଲିଭିଜନ ଖୋଲିଲେ ଜଣାପଡ଼େ। ୨୦୧୨ମସିହାରେ ନୂଆ ଦିଲ୍ଲୀ ରାଜରାସ୍ତାର ଚଳନ୍ତା ବସ୍‌ରେ ଘଟିଥିବା ନାରକୀୟ କାଣ୍ଡ ସମଗ୍ର ସଭ୍ୟସମାଜରେ ହଇଚଇ ସୃଷ୍ଟି କରିଥିଲା। ସାଧାରଣ ଜନତା ଏପରି ଅମାନବୀୟ କାଣ୍ଡକୁ ଦୃଢ଼ ବିରୋଧ କରିବା ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri