ସମ୍ପାଦକୀୟ

ଜଳବାୟୁ ପରିବର୍ତ୍ତନ ଓ ପ୍ରବାସନ

ଜଳବାୟୁ ପରିବର୍ତ୍ତନ ପ୍ରଭାବିତ ପ୍ରବାସନ ଏକ ନୂତନ ସମସ୍ୟା। ୧୯୭୬ ମସିହାରେ ଲେଷ୍ଟର୍‌ ବ୍ରାଉନ ପ୍ରଥମେ ପରିବେଶୀୟ ‘ଶରଣାର୍ଥୀ’ ଶବ୍ଦ ବାହାର କରିଥିଲେ। ୧୯୮୫ରେ ଏସାମ ଏଲ୍‌-ହିନାଓ୍ବି ପ୍ରକାଶ କଲେ ଏହି ଶରଣାର୍ଥୀ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ସ୍ଥାୟୀ କିମ୍ବା ଅସ୍ଥାୟୀ…

ଟେକ୍‌ କମ୍ପାନୀର ଏକଚାଟିଆ କ୍ଷମତା

ବୃହତ୍‌ ଟେକ୍‌ କମ୍ପାନୀଗୁଡ଼ିକର ଆମେରିକା ରାଷ୍ଟ୍ରପତିଙ୍କ ଅଧୀନରେ ଥିବା ପ୍ରଶାସନିକ ପ୍ରକ୍ରିୟା ଏବଂ ସାଧନଗୁଡ଼ିକ ଉପରେ ବ୍ୟାପକ ହସ୍ତକ୍ଷେପ ଆମେରିକାରେ ଏକ ନୂତନ ବିପଜ୍ଜନକ କ୍ଷମତାର ଢାଞ୍ଚା ସୃଷ୍ଟି କରୁଛି। ଏହା କେବଳ ଆମେରିକାରେ ସୀମିତ ରହିନାହିଁ, ଆମେରିକାର ମିତ୍ର ଓ…

ସୁଗ୍ରୀବଙ୍କ ମାନଚିତ୍ରରେ ଭାରତ

ବାଲ୍ମୀକି ରାମାୟଣରେ ଏକ କାହାଣୀ ଅଛି ଯାହା ୩୦୦୦ ବର୍ଷ ପୂର୍ବର ହୋଇପାରେ। କିନ୍ତୁ ୨୦୦୦ ବର୍ଷ ପୂର୍ବେ ବିଭିନ୍ନ ଲେଖକ ଏଥିରେ ଅନେକ କଥା ଯୋଡ଼ି ଲେଖିଥିଲେ। ଏହି କାହାଣୀରେ କୁହାଯାଇଛି , ବାନରରାଜା ସୁଗ୍ରୀବ ବାନରସେନା ଏବଂ ରାମଙ୍କୁ…

ଅସହ୍ୟ ତାତି

ଆଧୁନିକ ଯନ୍ତ୍ରପାତି, କଳକାରଖାନା ଓ ଯାନବାହନରୁ ବାହାରୁଥିବା ଅଙ୍ଗାରକାମ୍ଳ ଓ ଧୂଅଁା ବାୟୁମଣ୍ଡଳକୁ ପ୍ରଦୂଷଣ କରିବାରେ ଲାଗିଛି। ଏହାଦ୍ୱାରା ବାୟୁମଣ୍ଡଳର ତାପମାତ୍ରା ମଧ୍ୟ ବୃଦ୍ଧି ହେବାରେ ଲାଗିଛି। ଏଥିପାଇଁ ଗ୍ରୀଷ୍ମ ଋତୁ ବ୍ୟତୀତ ଅନ୍ୟ ଋତୁମାନଙ୍କରେ ବି ଅସହ୍ୟ ଗରମ ହେଉଛି।…

କିଶୋର ନ୍ୟାୟ ବ୍ୟବସ୍ଥାରେ ଶିଶୁ ଯତ୍ନ ଅନୁଷ୍ଠାନ

କିଶୋର ନ୍ୟାୟ (ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା) ଅଧିନିୟମରେ ସାଧାରଣତଃ ଦୁଇ ପ୍ରକାରର ଶିଶୁଙ୍କ ସମ୍ବନ୍ଧରେ ପ୍ରାବଧାନତା ରହିଛି। ପ୍ରଥମତଃ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁ ଏବଂ ଦ୍ୱିତୀୟରେ ଆଇନ ସହ ଦ୍ୱନ୍ଦ୍ୱରେ ଥିବା ଶିଶୁ। ଯତ୍ନ ଏବଂ…

ହିନ୍ଦୀରେ ଇଂଲିଶ୍‌ ନାମ

ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଇଂଲିଶ୍‌-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି, ଯାହାକୁ ନେଇ ବିବାଦ ଉପୁଜିଛି। ଉଲ୍ଲେଖନୀୟ ଯେ, କେନ୍ଦ୍ର ସରକାରଙ୍କ ଅଧୀନ ଏନ୍‌ସିଇଆର୍‌ଟି ସେଣ୍ଟ୍ରାଲ…

ପିଲା ଚୋରି ଓ ପୋଲିସ

ଭୁବନେଶ୍ୱର ରାମମନ୍ଦିର ନିକଟରେ ଭିକ୍ଷା ମାଗି ଚଳୁଥିବା ଜୟନ୍ତୀ ମଲ୍ଲିକ ନାମ୍ନୀ ଦୃଷ୍ଟିବାଧିତ ମହିଳାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଚୋରି ହେବା ରାଜଧାନୀରେ ପିଲା ଚୋର ର଼୍ୟାକେଟ୍‌ର ସକ୍ରିୟତାକୁ ଦର୍ଶାଇଛି। ଏପ୍ରିଲ ୧୨ ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲା । ଜୟନ୍ତୀ…

ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…

ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର

ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍‌ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍‌ବସ୍‌ ହେବା ପରେ ପିଲାଙ୍କ ସାମ୍‌ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…

ଭୁଲିବାନି ଯଶଓ୍ବନ୍ତଙ୍କୁ

ଗଣତନ୍ତ୍ରର ୩ ମୁଖ୍ୟ ସ୍ତମ୍ଭ ବିଧାନପାଳିକା, ନ୍ୟାୟପାଳିକା ଓ କାର୍ଯ୍ୟପାଳିକାର ସାମ୍ବିଧାନିକ କର୍ତ୍ତବ୍ୟ ପାଳନକୁ ନେଇ ସାଧାରଣରେ ଆଲୋଚନା ହୋଇଥାଏ। ଭାରତରେ ମଧ୍ୟ ସେହି ସ୍ଥିତି ଜୋର୍‌ ଧରିଛି। ଯେହେତୁ ପ୍ରତିଟି ଖମ୍ବ ନିଜ ଗୁଣରେ ଗରୀୟାନ ସେହେତୁ ସେମାନେ ନିଜକୁ…

ଚାଇନାର ପ୍ରତିରୋଧ

ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁଯାୟୀ ସାରା ବିଶ୍ୱର ବାଣିଜ୍ୟ ମନ୍ତ୍ରଣାଳୟଗୁଡ଼ିକ ଆମେରିକାକୁ ସେମାନଙ୍କ ମାମଲା ସମ୍ପର୍କରେ ବିଚାର ପାଇଁ ନିବେଦନ କରିବାକୁ ଲାଇନ ଲଗାଉଛନ୍ତି। ଆମେ ସେମାନଙ୍କ ସହ ଅଛୁ କି? ନା, ଆମେ ନାହଁୁ। ସପ୍ତାହାନ୍ତରେ ପ୍ରକାଶିତ ଏକ ଖବରରେ ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?