ସମ୍ପାଦକୀୟ

ଦୁର୍ନୀତିର ବଳୟ

ଆଜି ଘରେ, ବାହାରେ, ରାଜ୍ୟରେ, ଦେଶ ଭିତରେ ଓ ଦେଶ ବାହାରେ ‘ଦୁର୍ନୀତି’ ତା’ର କାୟା ବିସ୍ତାର କରି ଚାଲିଛି। ଏହାକୁ ରୋକିବା ପାଇଁ ଶପଥ ପାଠ କରାଉଥିବା ରାଜ୍ୟ ତଥା ଦେଶର ଶାସକମାନେ ଭୁଲି ଯାଇଥାନ୍ତି ‘ଦୀପ ତଳ ଅନ୍ଧାର’।…

ସଂସ୍କୃତି ବିନିମୟର ସମୃଦ୍ଧ ଇତିହାସ

ସ୍ଥଳ ଓ ଜଳପଥ ଦେଇ ସମଗ୍ର ଉପମହାଦେଶରେ ଭାରତ ଏହାର ସାଂସ୍କୃତିକ ସମ୍ପର୍କ ସ୍ଥାପନ କରିଥିଲା। ସ୍ଥଳଭାଗରେ ଏହା ସମଗ୍ର ହିନ୍ଦୁକୁଶ, ପାରସ୍ୟ (ଆଧୁନିକ ଇରାନ) ଓ ମଧ୍ୟଏସିଆ ସହିତ ଭାରତ ଯୋଗାଯୋଗ ରଖିପାରିଥିଲା। ସମୁଦ୍ର ପଥରେ ଏହା ପାରସ୍ୟ, ଆରବ…

ଏକ ଅନନ୍ୟ ଦୁନିଆ

ପିଲାମାନେ ଆନିମେଶନ ଚଳଚ୍ଚିତ୍ର କିମ୍ବା କାର୍ଟୁନ କାର୍ଯ୍ୟକ୍ରମ ଯଥା ଟମ୍‌ ଏବଂ ଜେରୀ, ମିକି ମାଉସ୍‌, ଚିକୋ ବଣ୍ଟି , ନିଞ୍ଜା ହତୋଡ଼ି, ଅଗି ଆଣ୍ଡ ଦି କକ୍ରୋଜ, ଛୋଟା ଭୀମ, ବାଲ ଗଣେଶ, ମୋଟୁ-ପାଟଲୁ, ଡୋରେମୋନ ଇତ୍ୟାଦି ଦେଖିବାକୁ ପସନ୍ଦ…

ନିଶା ନିଶାଣରେ ନାବାଳକ

ଶାସକ୍ତ ବ୍ୟକ୍ତିମାନେ ସେମାନଙ୍କ କାର୍ଯ୍ୟକଳାପ ଉପରେ ନିୟନ୍ତ୍ରଣ ହରାଇଥାନ୍ତି। ବନ୍ଧୁତ୍ୱକୁ କ୍ଷତି ପହଞ୍ଚାଇବା, ପରିବାରକୁ ଆଘାତ ଦେବା କିମ୍ବା ଚାକିରି ହରାଇବା ଇତ୍ୟାଦି ବିପଦରେ ମଧ୍ୟ ସେମାନେ ଡ୍ରଗ୍ସ, ମଦ କିମ୍ବା ଅନ୍ୟାନ୍ୟ ପଦାର୍ଥ ଚାହାନ୍ତି ଏବଂ ଖୋଜନ୍ତି । ତେବେ…

ଅର୍ଥନୀତିରେ ହାତୀ

ଓଡ଼ିଶାରେ ହାତୀ ସଂଖ୍ୟା ବୃଦ୍ଧି ଉପରେ ଅଲ୍‌ ଓଡ଼ିଶା ଏଲିଫ୍ୟାଣ୍ଟ ସେନ୍‌ସସ୍‌ର ୨୦୨୪ ରିପୋର୍ଟକୁ ନେଇ ସମସ୍ତେ ଖୁସି ହେଉଥିବାବେଳେ ନିୟମିତ ବ୍ୟବଧାନରେ ଘଟୁଥିବା ହାତୀ ମୃତ୍ୟୁ ସେମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କଲାଣି। ଘଟଣାକ୍ରମେ ୧୭ ନଭେମ୍ବର ବିଳମ୍ବିତ…

ଏଇ ଭାରତରେ

ପଞ୍ଜାବର ସୁଖପାଲ ସିଂ ସିଦ୍ଧୁ ଜଣେ ପ୍ରଥମିକ ବିଦ୍ୟାଳୟର ଶିକ୍ଷକ। ସେ ଶିକ୍ଷାର ମହତ୍ତ୍ୱ ବୁଝି ତାହାକୁ ସାମାଜିକ ସ୍ତରରେ ପ୍ରତିଫଳିତ କରିଛନ୍ତି । ଶିକ୍ଷା ବିନା ସଶକ୍ତ ନାଗରିକ ହେବା ଅସମ୍ଭବ; ତାହା ମଧ୍ୟ ସେ ହୃଦୟଙ୍ଗମ କରିଛନ୍ତି ।…

ଆଳୁ ଖୋଳୁ ଖୋଳୁ ମହାଦେବ

ଥରେ ଜଣେ ଚାଷୀ ନିଜ ବିଲରେ ଆଳୁ ଖୋଳୁ ଖୋଳୁ ତାଙ୍କ କୋଦାଳରେ ପଥର ଭଳି କ’ଣ ବାଜିଲା। ଯେଉଁ ବିଲକୁ ସିଏ ପୁରୁଷାନୁକ୍ରମେ ଚାଷ କରି ଆସୁଛନ୍ତି, ସେଠି ପଥର ରହିବା କଥା ସିଏ ବିଶ୍ୱାସ କରି ନ ପାରି…

ନାରୀ ସଶକ୍ତୀକରଣ ଓ ଗୋଷ୍ଠୀ ଗଠନ

ଆନ୍ତର୍ଜାତିକ ଖାତିସମ୍ପନ୍ନ ବ୍ୟାଖ୍ୟାକାର ‘ଜାକେବ୍‌ ଜର୍ଜ ହିଲିଓକ’ଙ୍କ ଭାଷାରେ ସମବାୟ ହେଉଛି ଏକ ସ୍ବେଚ୍ଛାକୃତ ସମ୍ମେଳନ, ଯହିଁରେ ସମସ୍ତଙ୍କ ସହଭାଗୀ, ଯୋଗଦାନ ଓ କର୍ତ୍ତୃତ୍ୱ ମଧ୍ୟରେ ଏକ ଐକ୍ୟବଦ୍ଧ ଉଦ୍ୟୋଗଟି ପରିପୂର୍ଣ୍ଣ ପଥରେ ଅଗ୍ରସର ହୋଇଥାଏ।’ ଭାରତର ବହୁ ପ୍ରାଚୀନ କାଳରୁ…

ଭାରତରେ ଷ୍ଟାରଲିଙ୍କ୍‌

ଆମେରିକାର ଏରୋସ୍ପେସ୍‌ କମ୍ପାନୀ ସ୍ପେସ୍‌ଏକ୍ସ ଅଧୀନରେ ଥିବା ଷ୍ଟାରଲିଙ୍କ୍‌ ଇଣ୍ଟରନେଟ ସେବାର ଭାରତ ପ୍ରବେଶକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଉଲ୍ଲେଖନୀୟ ଯେ, ସ୍ପେସ୍‌ଏକ୍ସର ମାଲିକ ହେଉଛନ୍ତି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିବିଶେଷ ଏଲନ୍‌ ମସ୍କ। ସେ ୨୦୨୦ରେ ପ୍ରଥମେ…

ଏଇ ଭାରତରେ

ମାମଲାଗୁଡ଼ିକର ଆପୋସ ସମାଧାନ ଦିଗରେ ଏକ ମାଇଲଖୁଣ୍ଟ ସାଜିଛି ଲିଗାଲ ଷ୍ଟାର୍ଟଅପ ‘ସମ’। ପ୍ରଞ୍ଜଳ ସିହ୍ନା, ଅକ୍ଷତ ଅଶୋକ ଏବଂ ବିକ୍ରମ କୁମାର ଏହି ଷ୍ଟାର୍ଟଅପ ପ୍ରତିଷ୍ଠା କରିଛନ୍ତି। ଚାଣକ୍ୟଙ୍କ ନୀତିରେ ଚାରି ନିୟମ ମଧ୍ୟରେ ଥିବା ‘ସମ’କୁ ଆଧାର କରି…

ଭାରତୀୟ ସାମୁଦ୍ରିକ ଶକ୍ତିର ଉତ୍ଥାନ

ର ଅବିଶ୍ୱାସୀ ତଥା ବିସ୍ତାରବାଦୀ ଚାଇନା ଧୀରେ ଧୀରେ ଭାରତ ମହାସାଗରରେ ତା’ର ଦବ୍‌ଦବା ବଢ଼ାଇବାରେ ଅବିରତ ପ୍ରୟାସରତ। ଦେଖୁନାହାନ୍ତି, ଚାଇନା ଭାରତର ଉତ୍ତରପଶ୍ଚିମ ଦିଗରେ ପାକିସ୍ତାନର ବେଲୁଚିସ୍ତାନରେ ଅବସ୍ଥିତ ଗ୍ବାଦର୍‌ ଓ କରାଚି, ଉତ୍ତର ପୂର୍ବରେ ମ୍ୟାନ୍‌ମାରର କ୍ୟାକପ୍ୟୁ ବନ୍ଦର,…

ଶିକ୍ଷକଙ୍କ ପରିବର୍ତ୍ତିତ ଭୂମିକା

ଯୁଗେ ଯୁଗେ ଗୁରୁ ବା ଶିକ୍ଷକସମାଜ ହିଁ ସମାଜ ପରିବର୍ତ୍ତନର ଦଧୀଚି ଓ ବିଶ୍ୱକର୍ମା। ଶିକ୍ଷକସମାଜ ବିନା ଅନ୍ୟ କୌଣସି ସମାଜ ବୈଚାରିକ ପରିବର୍ତ୍ତନର ମଙ୍ଗ ଧରିବା କଷ୍ଟସାଧ୍ୟ, ଯଦିଓ ସହଯୋଗୀ ଭାବରେ କାମ କରିପାରନ୍ତି। ଅନ୍ୟମାନଙ୍କ ଅପେକ୍ଷା ଶିକ୍ଷକମାନେ ନିତ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri