ଏଇ ଭାରତରେ
ସୁନାଗହଣା ପ୍ରତି ସମସ୍ତଙ୍କର ରହିଥାଏ ଭିନ୍ନ ଏକ ଆକର୍ଷଣ। ବର୍ତ୍ତମାନ ପରିସ୍ଥିତିରେ ସୁନାର ମୂଲ୍ୟ ଯେଉଁଭଳି ବୃଦ୍ଧି ପାଉଛି ସେତେବେଳେ ସୁନା ଟିକିଏ ପାଇଁ ଲୋକଙ୍କ ମନରେ ପ୍ରବଳ ଲୋଭ। ଏହି କାରଣରୁ ତ ବିଭିନ୍ନ ସ୍ଥାନରେ ଲୁଟେରାମାନେ ସୁନାଗହଣା...
ଆଦିବାସୀ ମହିଳା ସଶକ୍ତୀକରଣ ଓ ଏଆଇ
ଡ. ଅନ୍ତର୍ଜିତା ନାୟକ ଆମେ ସମସ୍ତେ ଜାଣୁ ଯେ ଆଦିବାସୀ ସମ୍ପ୍ରଦାୟ ନିଜର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଲାଗି ସଦାସର୍ବଦା ଆଗରେ ଓ ବେଶ୍ ପରିଚିତ। ହେଲେ ସେଇ ଆଦିବାସୀ ସମ୍ପ୍ରଦାୟ ସମାଜର ପ୍ରାୟତଃ ସମସ୍ତ ଉତ୍ସ,...
ଭୋଟଦେବା ଓ ନିର୍ବାଚନ ଅଲଗା କଥା
ସହଦେବ ସାହୁ ଆମ ଦେଶର ରାଜନୈତିକ ଦଳଗୁଡ଼ିକ ଭୋଟରମାନଙ୍କୁ ବୋକା ବନେଇ ଦେଲେଣି, ଗୋଡ଼ତଳେ ଚୋରାବାଲି ଆମକୁ ପାଣିରେ ବୁଡ଼େଇଦେଲାଣି, ତଥାପି ଆମେ (ଭୋଟରମାନେ) କହୁଛୁ ଆମ ଗଣତନ୍ତ୍ର ଏକ ସଫଳ ଓ ବଳିଷ୍ଠ ଡିମୋକ୍ରାସି। ପୋଲିଂ (ଭୋଟଦେବା)...
ସଙ୍କୁଚିତ ସ୍ୱାଧୀନତା
ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ ଦିଲ୍ଲୀ ପୋଲିସ ୭ ମାସ ତଳେ ନ୍ୟୁଜ୍କ୍ଲିକ୍ର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ପ୍ରବୀର ପୁରକାୟସ୍ତଙ୍କୁ ଗିରଫ କରିବା ଘଟଣା ସେତେବେଳେ ଦେଶବ୍ୟାପୀ ଚର୍ଚ୍ଚାକୁ ଆସିଥିଲା। ନିକଟରେ ସୁପ୍ରିମକୋର୍ଟ ତାଙ୍କ ଗିରଫକୁ...
ଏଇ ଭାରତରେ
ଦୃଢ଼ ଇଚ୍ଛାଶକ୍ତି ସଫଳତାର ମୂଳମନ୍ତ୍ର, ଯାହା ପ୍ରମାଣ କରି ଦେଖାଇଛନ୍ତି ବେଙ୍ଗାଲୁରୁର ଡ. କେ.ଏସ୍. ରଜାନ୍ନା। ପୋଲିଓ ଆକ୍ରାନ୍ତ ହୋଇ ମାତ୍ର ୧୧ ବର୍ଷ ବୟସରେ ହାତଗୋଡ଼ ହରାଇବା ପରେ ରଜାନ୍ନା ପାରା ଅଲିମ୍ପିକ ଚାମ୍ପିୟନ, ଜଣେ ସାମାଜିକ କର୍ମୀ...
ଯୋଗ୍ୟ ପ୍ରାର୍ଥୀ
ରବିନାରାୟଣ ସାମଲ ସାଧାରଣ ନିର୍ବାଚନରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରିବା ଏକ ଜଟିଳ କାର୍ଯ୍ୟ। କାରଣ ଅଧିକାଂଶ ଭୋଟର ପ୍ରାର୍ଥୀଙ୍କ ବିଷୟରେ ସବିଶେଷ ଜାଣନ୍ତି ନାହିଁ। ସେମାନେ ପ୍ରାର୍ଥୀ ପରିବର୍ତ୍ତେ ଚିହ୍ନ ସହିତ ବେଶି ପରିଚିତ। ପ୍ରାର୍ଥୀଙ୍କ ବ୍ୟକ୍ତିତ୍ୱ ଯାହା...
ରାସ୍ତାକଡ଼ର ଜୀବନ
ଅଧ୍ୟାପକ ନିରଞ୍ଜନ ପାଢ଼ୀ ସମୟ: ଏଇ ବୈଶାଖ ମାସର ମଧ୍ୟାହ୍ନ। ସ୍ଥାନ: ରାଜଧାନୀର ଏକ କଲୋନି ଅଞ୍ଚଳର ରାସ୍ତାକଡ଼। ଦୃଶ୍ୟ: ମୁଣ୍ଡ ଉପରେ ଦାଉ ଦାଉ ଜଳୁଥିବା ଅଗ୍ନିବର୍ଷୀ ସୂର୍ଯ୍ୟ ଓ ପାଦ ତଳେ ତାତିଲା ପୃଥିବୀ। ରାଜରାସ୍ତାରେ ନିଶୂନ...
ବ୍ୟର୍ଥ ଏନ୍ଏଚ୍ଆର୍ସି
ଚଳିତ ବର୍ଷ ମେ ୧୩ରେ ‘ଜାତିସଂଘ ସହ ଜଡ଼ିତ ସଂସ୍ଥା ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭାରତର ଏନ୍ଏଚ୍ଆର୍ସି ମାନ୍ୟତାକୁ ସ୍ଥଗିତ ରଖିଛି’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଶୀର୍ଷକ ନିମ୍ନରେ ଲେଖାଥିଲା-ଏହି ନିଷ୍ପତ୍ତି ବର୍ତ୍ତମାନ ମାନବ ଅଧିକାର ପରିଷଦ...
ଏଇ ଭାରତରେ
ଇଞ୍ଜିନିୟରିଂ ପରେ ବିହାରର ପ୍ରଭାତ କୁମାର ପାଖାପାଖି ୫୦୦ ଗ୍ରାମର ୨୫,୦୦୦ କୃଷକଙ୍କୁ ସଶକ୍ତ କରିପାରିଛନ୍ତି। କୃଷକମାନେ ପିଆଜ, ଛତୁ ଓ ମକା ଚାଷ କରି ଆୟ ଦୁଇଗୁଣ ବଢ଼ାଇପାରିଛନ୍ତି। ୨୦୧୫ରେ ଇଞ୍ଜିନିୟରିଂ ପରେ ସେ ଗୟା ଜିଲାର ତାଙ୍କ...
ପରିଶୁଦ୍ଧ କୃଷିର ଆବଶ୍ୟକତା
ଡି. ଶୁଭମ୍ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଖାଦ୍ୟ ଯୋଗାଇବା ପାଇଁ ମାନବ ବିଭିନ୍ନ ନୂତନ ପଦ୍ଧତି ଆପଣାଉଛି। ତେବେ ଏହାରି ମଧ୍ୟରେ ଏହି ପଦ୍ଧତିଗୁଡ଼ିକ ପରିବେଶ ଉପରେ ହାନିକାରକ ପ୍ରଭାବ ପକାଇବା ସହ ପ୍ରକୃତି ଓ ମଣିଷ ଭିତରେ ଥିବା ସନ୍ତୁଳନରେ...
ଚବାହାର ଚୁକ୍ତିନାମା-କୂଟନୈତିକ ବିଜୟ
ପ୍ରକାଶ ତ୍ରିପାଠୀ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ସହ ଇରାନର ପାରସ୍ପରିକ ସମ୍ପର୍କ ନିରନ୍ତର ଖରାପ ଥିବାବେଳେ ଭାରତ ସହ ସମ୍ପର୍କ ସର୍ବଦା ଭଲ ରହିଆସିଛି। ବିଭିନ୍ନ ସମୟରେ ଇରାନ ଉପରେ ପାଶ୍ଚାତ୍ୟ ରାଷ୍ଟ୍ର ବିଶେଷକରି ଆମେରିକା ପକ୍ଷରୁ ପ୍ରତିବନ୍ଧକ ଲଗାଯାଇ ଅସୁଥିଲାବେଳେ...
ପୁରୁଣା ଆଇନର ନବୀକରଣ
ସ୍ବାଧୀନତା ପୂର୍ବର ଅନେକ ଆଇନର ନବୀକରଣ ଲାଗି କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ(ଏମ୍ଏଚ୍ଏ) ଏସବୁ ଆଇନର ଆଧୁନିକୀକରଣ ଓ ବ୍ୟବସ୍ଥିତ କରିବାର ପ୍ରସ୍ତାବ ଉପରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ପୋଲିସ ମହାନିର୍ଦ୍ଦେଶକଙ୍କଠାରୁ ସକ୍ରିୟ ଭାବରେ...
Archives


