ସମ୍ପାଦକୀୟ

ଏଇ ଭାରତରେ

ବୟସ ୮୭, ତଥାପି ଏହି ବୟସରେ ସଡ଼କ ଦୁର୍ଘଟଣାରେ ଜୀବନ ବଞ୍ଚାଇବା ଲାଗି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି ରାଜସ୍ଥାନର ଡ. ମାୟା ଟଣ୍ଡନ। ସେ ‘ସହାୟତା ଟ୍ରଷ୍ଟ’ ଗଠନ କରି ତା’ ମାଧ୍ୟମରେ ଏହି ପ୍ରଶିକ୍ଷଣ ଅଭିଯାନ ଚଳାଇଛନ୍ତି।...

ଗ୍ରୀଷ୍ମରେ ଛାୟାଦ୍ରୁମ

ଡ. ଶରତ ଚନ୍ଦ୍ର ପରିଡ଼ା   ପ୍ରଚଣ୍ଡ ଗ୍ରୀଷ୍ମରେ ଶୀତଳ ଛାଇ ଟିକିଏ ମିଳିଗଲେ ସତେ କି ଅମୃତ! ମଝିରେ ମଝିରେ ଝଡ଼ବତାସ ଆସି ପୁରୁଣାକାଳିଆ ଗଛବୃଚ୍ଛକୁ ମୂଳପୋଛ କରିଦେଉଛି। ଗାଁଗଣ୍ଡାର ମୁଣ୍ଡରେ ଥିବା ସାଂସ୍କୃତିକ କେନ୍ଦ୍ର, ତୋଟାମାଳ ଆଜି...

ଅକାଳ ପକ୍ବ ଫଳ ଅମୃତ ନା ବିଷ

ଡ. ଚିନ୍ତାମଣି ପଣ୍ଡା   ଋତୁକାଳୀନ ଫଳ ଓ ପନିପରିବା ସବୁ ବର୍ଷର ଭିନ୍ନ ଭିନ୍ନ ଋତୁରେ ବଜାରକୁ ଆସିଥାଏ। ଯେଉଁ ସମୟରେ ଯେଉଁ ଫଳଟି ଫଳେ ତାହା ସେ ଅ଼ଞ୍ଚଳର ତାପମାତ୍ରା, ଆଲୋକ ଓ ଆର୍ଦ୍ରତା ଦ୍ବାରା ପ୍ରଭାବିତ...

ନୈରାଶ୍ୟର ପ୍ରତିବାଦ

ସ୍ଲାଭୋଜ୍‌ ଜିଜେକ୍‌   ଏବେ ଅତି ଖରାପ ସମୟ ପଡ଼ିଛି। ପ୍ରକୃତିରେ ଶାନ୍ତି ଓ ସ୍ଥିରତାରେ ବ୍ୟାଘାତ ଘଟୁଛି। ବାରମ୍ବାର ଦୁବାଇରେ ପ୍ରବଳ ବର୍ଷା କିମ୍ବା ଭିଏଟ୍‌ନାମର ଉତ୍ତପ୍ତ ଜଳଭଣ୍ଡାରରେ ମାଛ ମରିବା ଆଦି ଘଟଣା ସାମ୍ନାକୁ ଆସିଛି। ଏହା...

ସମୟାନ୍ତରେ ରାମାୟଣ

ଗଙ୍ଗା ନଦୀ ଅବବାହିକାରେ ଭାରତର ୫୦ ପ୍ରତିଶତ ଭୋଟର ରହନ୍ତି। ତେଣୁ ହିନ୍ଦୁତ୍ୱବାଦୀ ରାଜନେତାମାନଙ୍କ ପାଇଁ ରାମାୟଣ ବିଶେଷକରି ତୁଳସୀ ଦାସ ରଚିତ ରାମଚରିତ ମାନସ ଏକ ଗୁରୁତ୍ୱପୂର୍ଣ୍ଣ ଆଲେଚନା କିମ୍ବା ବିତର୍କର ପ୍ରସଙ୍ଗ ହୋଇଛି। ଗୋସ୍ବାମୀ ତୁଳସୀ ଦାସ...

ଚାରି ଦୁଆର ଓ ରତ୍ନ ଭଣ୍ଡାର

ପୁରୀ ସହର ବା ଜିଲା ନୁହେଁ ବରଂ ରାଜ୍ୟ ଓ ରାଜ୍ୟ ବାହାରେ ଏପରି କି ବିଦେଶରେ ରହୁଥିବା ସମସ୍ତ ଶ୍ରୀଜଗନ୍ନାଥପ୍ରେମୀଙ୍କ ମନରେ ଶ୍ରୀମନ୍ଦିରର ଚାରି ଦ୍ୱାର ଏବଂ ରତ୍ନଭଣ୍ଡାର ଖୋଲାଯିବାର ଉତ୍କଣ୍ଠା ବଢ଼ିଚାଲିଛି। କିନ୍ତୁ ସରକାରଙ୍କ ଅହେତୁକ ନୀରବତା...

ମିଶୁ ମୋର ଦେହ ଏ ଦେଶ ମାଟିରେ

ବର୍ତ୍ତମାନ ଚାରିଆଡ଼େ ନିର୍ବାଚନର ମାହୋଲ। ସବୁଠି ନେତାମାନଙ୍କର ମାଳ ମାଳ ପ୍ରତିଶ୍ରୁତିର ସ୍ବର। ଦୂରଦର୍ଶନ ହେଉ ବା ସାମାଜିକ ଗଣମାଧ୍ୟମ, ଯେକୌଣସି ପ୍ଲାଟ୍‌ଫର୍ମ ହେଉ ସବୁଠି ଚାଲିଛି ନିର୍ବାଚନୀ ପ୍ରତିଯୋଗିତା। ଗଣତନ୍ତ୍ର ଶାସନରେ ଲୋକଙ୍କ ହାତରେ ଥିବା ଏହି କ୍ଷମତା...

ଏଇ ଭାରତରେ

ଉତ୍ତରାଖଣ୍ଡରେ ପାଇନ ଗଛର ଶୁଷ୍କପତ୍ର (ପାଇନ ନିଡଲ୍ସ) ବନାଗ୍ନିର ଏକ ବଡ଼ କାରଣ ବୋଲି କୁହାଯାଉଛି। ଏହା ବର୍ଷ ବର୍ଷ ଧରି ଗଛମୂଳରେ ଜମା ହୋଇ ରହିବା ଫଳରେ ନିଆଁ ବ୍ୟାପିବାରେ ସାହାଯ୍ୟ କରୁଛି। ତେବେ ଏହି ପାଇନ ନିଡଲ୍ସ...

ଏଇ ଭାରତରେ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀଙ୍କ ‘ଜୟ ଯବାନ, ଜୟ କିଷାନ’ ଧ୍ୱନିର ମହତ୍ତ୍ୱକୁ ଉପଲବ୍ଧି କରିଛନ୍ତି ପଞ୍ଜାବର ପୂର୍ବତନ ସେନା ଅଧିକାରୀ ହରିଶ ଚନ୍ଦ୍ର ସିଂ। ସେ ସେନାରେ ନିଜର ଦାୟିତ୍ୱ ଶେଷ କରିବା ପରେ କୃଷିରେ ଲାଗିଛନ୍ତି।...

ନିର୍ବାଚନରେ ଏଆଇ

ସୌରଜିତ ପ୍ରଧାନୀ ଭାରତ ବିକଶିତ ହେଉଥିବାରୁ ନିର୍ବାଚନ ପଦ୍ଧତି ମଧ୍ୟ ଅନୁରୂପ ଭାବେ ପରିଚାଳିତ ହେଉଛି। ସାମ୍ପ୍ରତିକ ବର୍ଷଗୁଡ଼ିକରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏକ ଶକ୍ତିଶାଳୀ ମାଧ୍ୟମ ଭାବେ ଉଭା ହୋଇଛି। ଏହା ବିଭିନ୍ନ କ୍ଷେତ୍ରକୁ ନୂଆ ରୂପ ଦେଉଛି...

ଦେବତାର ଆସନରେ ମଣିଷର ଅଭିଷେକ

ଡ. ହୃଷୀକେଶ ମଲ୍ଲିକ କବି କାଳିନ୍ଦୀଚରଣ ପାଣିଗ୍ରାହୀ ନିଜ କବିତାରେ ବ୍ୟକ୍ତିମନ ଓ ବିଶ୍ୱମନର ପରିପ୍ରକାଶ କରିଛନ୍ତି। ତାଙ୍କ କବିତାକୁ ଦୁଇଟି ପର୍ଯ୍ୟାୟରେ ବିଭକ୍ତ କରାଯାଇପାରେ। ଗୋଟିଏ ପର୍ଯ୍ୟାୟ ସ୍ବପ୍ନର ବନ୍ଦନା କରେ ଓ ଅନ୍ୟ ପର୍ଯ୍ୟାୟଟି ଜଗତର ବାସ୍ତବତାକୁ...

ଶିକ୍ଷାରେ ଇଚ୍ଛାଶକ୍ତି

ବିଶ୍ୱର ବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତରେ ଅଷ୍ଟାଦଶ ସାଧାରଣ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ଏହା ସହ ୪ଟି ରାଜ୍ୟ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକିମରେ ବିଧାନସଭା ନିର୍ବାଚନ ହେଉଛି। ଦେଶରେ ୪ଟି ପର୍ଯ୍ୟାୟରେ ୩୮୧ ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri