ସମ୍ପାଦକୀୟ

ସେ ଯେବେ କ୍ଷମା ଆଚରଇ

ବାପା ଚାଲିଯିବା ପରେ ଏବେ ଅନୁଭବ କରିପାରୁଛି ଯେ ଅନେକ କଷ୍ଟ ଯନ୍ତ୍ରଣାକୁ ସହି ସେ ଆମଙ୍କୁ କ୍ଷମା କରିଚାଲିଥିଲେ। ଅନେକ ଥର କ୍ଷମା କରିବାର ଆବଶ୍ୟକତା ବିଷୟରେ ସେ ଆମକୁ ବୁଝେଇଥିଲେ ବି ନିଜର ଅହଂକାର ଯୋଗୁ ତାଙ୍କ କଥାପ୍ରତି…

ବିଶ୍ୱଶାନ୍ତିରେ ପ୍ରଶ୍ନବାଚୀ

ଏକ ସ୍ବାଧୀନ ତଥା ସାର୍ବଭୌମ ଦେଶ ଭେନେଜୁଏଲା ଉପରେ ଆମେରିକାର ରାତିଅଧିଆ ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ୍‌ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ଅପହରଣ କରି ଅନ୍ୟ ଏକ ଦେଶକୁ ନେଇ ସେଠାରେ ମିଥ୍ୟା ଅଭିଯୋଗ ଆଧାରରେ ବିଚାରର ନାଟକ…

ଅସହାୟ ଭୋଟର

ପୂର୍ବରୁ କୁହାଯାଇଛି ଯେ, ରାଜନୀତିରେ କୌଣସି ସ୍ଥାୟୀ ଶତ୍ରୁ କିମ୍ବା ମିତ୍ର ନାହାନ୍ତି। ଏହି ଢଗର ବାସ୍ତବ ରୂପାନ୍ତର ଏବେ ଭାରତର ବିଭିନ୍ନ ସ୍ଥାନ ଓ ପରିସ୍ଥିତିରେ ଦେଖିବାକୁ ମିଳୁଛି। ସଦ୍ୟ ଦୃଷ୍ଟାନ୍ତ ଦେଖିଲେ ମହାରାଷ୍ଟ୍ର ମନକୁ ଆସେ। ନିକଟରେ ଠାଣେ…

ଏଇ ଭାରତରେ

ଘିକୁଆଁରି ଚାଷ ଲାଭଜନକ ବୋଲି ପ୍ରମାଣ କରିଛନ୍ତି ମହାରାଷ୍ଟ୍ରର ହୃଷୀକେଶ ଜୟସିଂ ଧାନେ । ସତାରା ଜିଲା ପଡାଲି ଗାଁରେ ରୁହନ୍ତି ଜୟସିଂ। ସେଠାରେ ସେ ୮ ଏକର ଜମିରେ ଘିକୁଆଁରି ଚାଷ କରୁଛନ୍ତି। ଏହି ଚାଷରୁ ସେ ବର୍ଷକୁ ୩.୫…

ଇରାନର ନିର୍ବାସିତ ଯୁବରାଜ

ଇରାନରେ ଅର୍ଥନୈତିକ ସମସ୍ୟା ତୀବ୍ର ରୂପ ଧାରଣ କରିବା ସହ ଏହାର ମୁଦ୍ରା ‘ରିୟାଲ’ର ମୂଲ୍ୟ ବହୁ ମାତ୍ରାରେ ହ୍ରାସପାଇବା ପରେ ସେଠାରେ ଅରାଜକତା ସୃଷ୍ଟି ହୋଇଛି। ସାମଗ୍ରୀ ଦରଦାମ୍‌ ବଢ଼ିବା ସହ ନିଯୁକ୍ତି ସଙ୍କୁଚିତ ହୋଇଯାଇଥିବାରୁ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି।…

ଯେତେ ବିଜ୍ଞ ସେତେ ଅଜ୍ଞ

ପ୍ରତ୍ୟେକ ସାହିତ୍ୟ ସଭାର ଆୟୋଜନ ଏକପ୍ରକାର ସ୍ବତନ୍ତ୍ର। ବିଶେଷକରି ରବିବାର ଦିନ ଆୟୋଜିତ ସାହିତ୍ୟ ଆସର ଅବସରର ଆନନ୍ଦ ସମ୍ପୂର୍ଣ୍ଣ ନିଆରା। ଜିଲା ସଂସ୍କୃତି ଭବନରେ ଜଣେ ଶିକ୍ଷାବିତ୍‌ଙ୍କ ଆୟୋଜିତ ପୁସ୍ତକ ଲୋକାର୍ପଣ ଉତ୍ସବର ଏକ ଭବ୍ୟ ସଭାରେ ମୋର ଉପସ୍ଥିତି…

ହସ୍ତକ୍ଷେପରୁ କ୍ଷତି

ଆମେରିକା ବିଷୟରେ ପ୍ରଶଂସା କରିବା ପାଇଁ ବହୁତ କିଛି ଅଛି ଏବଂ ଘୃଣା କରିବା ସକାଶେ ମଧ୍ୟ ଅନେକ କିଛି ରହିଛି। ସର୍ବାଧିକ ପ୍ରଶଂସା କରିବାର ବିଷୟ ହେଉଛି ଏହା ବିଶ୍ୱର ଅନେକ ପ୍ରତିଭାବାନ୍‌ ଲୋକଙ୍କୁ ଆକର୍ଷିତ କରି ସେମାନଙ୍କୁ ନିଜ…

ହଜମହୋଇପାରୁ ନ ଥିବା ଦୁଃଖ

ବଦହଜମି ଗୋଟେ ବଡ଼ ସମସ୍ୟା। ଗ୍ୟାସ୍‌ଜନିତ କାରଣରୁ ଧୀରେ ଧୀରେ ଏଇ ରୋଗ ବୟସ ଅନୁପାତରେ ବଢ଼ିବଢ଼ିଚାଲେ। ମଣିଷକୁ କଲବଲକରେ। ଖାଇବାର ଲୋଭକୁ ରୋକିହୁଏନି କି ଖାଇହୁଏନାହିଁ। ଅନେକ ପ୍ରକାର ପ୍ରତିବନ୍ଧକ ଲାଗିଯାଏ। ଇଏ ବଡ଼ ପୀଡ଼ାଦାୟକ ଅବସ୍ଥା। ସାମ୍ନାରେ ସହଜରେ…

ସ୍ତମ୍ଭ ଓ ସ୍ତମ୍ଭ ସାହିତ୍ୟ

ଖବରକାଗଜରେ କୌଣସି ଲେଖକର ଆଲେଖ୍ୟ ଯଦି ସ୍ତମ୍ଭ ରୂପରେ ମୁଦ୍ରିତ ହୋଇ ପ୍ରକାଶ ପାଏ ତାକୁ ସ୍ତମ୍ଭ କୁହାଯାଏ ଓ ସେହି ଲେଖକଙ୍କୁ ସ୍ତମ୍ଭକାର କୁହାଯାଏ। ସାଧାରଣତଃ ସ୍ତମ୍ଭଗୁଡ଼ିକରେ ସମସାମୟିକ ସମାଜର ରାଜନୀତିକ, ଅର୍ଥନୀତିକ, ସାଂସ୍କୃତିକ, ଧାର୍ମିକ ତଥା ବହୁବିଧ ସମସ୍ୟା…

ଲାଟେରାଲ ଏଣ୍ଟ୍ରିରେ ସମସ୍ୟା

ୟୁପିଏସ୍‌ସି ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଉପସଚିବ ସ୍ତରରେ ୪୫ଟି ଲାଟେରାଲ ଏଣ୍ଟ୍ରି (ବାହାର କ୍ଷେତ୍ରରୁ ବିଶେଷଜ୍ଞ ଆଣି ସରକାରୀ ପଦବୀରେ ଅବସ୍ଥାପିତ କରିବା ପ୍ରକ୍ରିୟା) ପାଇଁ ବିଜ୍ଞାପନ ପ୍ରକାଶ କରିଥିଲା। ହେଲେ ଏକ ବର୍ଷ ପରେ ସଂରକ୍ଷଣ ଉପରେ ରାଜନୈତିକ…

ମାନପତ୍ର

ସୁନ୍ଦର ନଁାଟିଏ ମାନପତ୍ର। ପତ୍ର ବା ଲେଖାର ଉପଯୁକ୍ତ ମାନ ସମ୍ମାନ ଥାଏ ବୋଲି ତା’ ନଁା ମାନପତ୍ର। ତେଣୁ ମାନପତ୍ର ସବୁବେଳେ ମାନଯୁକ୍ତ ରହିବା ଉଚିତ। ମାନପତ୍ର ଦେଖିଲେ ତା’ର ମାନ ଥାଏ କେତେ ଜଣାପଡ଼େ। ପ୍ରଥମତଃ ମାନପତ୍ର ନିର୍ଭୁଲ…

ଆମେରିକା ଯିବା ସ୍ବପ୍ନ ହୋଇଯିବ ଚୁର୍‌ମାର୍‌! ଭାରତକୁ ଚେତାବନୀ ଦେଲା ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୧: ଭାରତରେ ଥିବା ଆମେରିକୀୟ ଦୂତାବାସ ଆମେରିକା ଯାତ୍ରା କରିବାକୁ ଚାହୁଁଥିବା ଲୋକଙ୍କୁ ବଡ଼ ଚେତାବନୀ ଜାରି କରିଛି। ଏହି ଚେତାବନୀ ବିଶେଷ ଭାବରେ B1/B2 ପରିଦର୍ଶକ ଭିଜାରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ। ଦୂତାବାସ ସ୍ପଷ୍ଟ ଭାବରେ କହିଛି, ଆମେରିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri