ସମ୍ପାଦକୀୟ

କଳାଧନ ମହଜୁଦକାରୀ

ଭାରତର ଉଚ୍ଚତମ ନ୍ୟାୟାଳୟ କହିଛନ୍ତି, ”କଳା ଧନ ମହଜୁଦକାରୀମାନେ ଜଣେ ଜଣେ ଆତଙ୍କବାଦୀ“। ବାସ୍ତବିକ କଳାଧନ ଅଧିକାରୀମାନେ କୋଟି କୋଟି ଜନତାଙ୍କ ଟିକସକୁ ଦୁର୍ନୀତି ଉପାୟରେ ହଡପକରି ଟଙ୍କାର ପାହାଡ଼ ଉପରେ ବସି ଅଟ୍ଟହାସ୍ୟ କରନ୍ତି। ସୀମାନ୍ତରେ ଆତଙ୍କବାଦୀମାନେ ଯେତିକି ରକ୍ତପାତ…

ଇନ୍ଦ୍ରଭୂତି କେଉଁ ଦେଶର

ପାରମ୍ପରିକ ତାନ୍ତ୍ରିିକ କାହାଣୀ ଅନୁଯାୟୀ, ଇନ୍ଦ୍ରଭୂତି ନାଲି ପକ୍ଷୀମାନଙ୍କୁ ଆକାଶରେ ଉଡ଼ୁଥିବାର ଦେଖିଲେ। ସେ ହୃଦୟଙ୍ଗମ କଲେ ଯେ ସେମାନେ ପକ୍ଷୀ ନୁହନ୍ତି, ବରଂ ଲାଲ୍‌ ରଙ୍ଗ ପୋଷାକରେ ଭିକ୍ଷୁମାନେ ଆକାଶକୁ ଉଠୁଥିଲେ। ଏହି ଭିକ୍ଷୁମାନଙ୍କ ମଧ୍ୟରୁ ଜଣେ ଇନ୍ଦ୍ରଭୂତିଙ୍କ ଜିଜ୍ଞାସା…

ଲେଖନ୍ତି ବହୁତ, ପଢୁଛି କିଏ

ଏ ବେଳ ତ କମ୍ପୁଟରର। ମୋବାଇଲ ତ ଜୀବନ ଧାରା ବଦଳାଇଦେଲାଣି। ସୁଇଚ୍‌ ଟିପିଦେଲେ ଆଖି ଆଗରେ ନାଚି ଉଠୁଛି ବହୁତ କିଛି। କାଲିକଥା ଆଜି କି ନାହିଁ। କାଲିକି ଯେ ଥିବ ତା’ ବି ଅନିଶ୍ଚିତ! ମୋବାଇଲରେ ହ୍ବାଟ୍ସଆପ, ମେସେଜ…

ବିଶ୍ୱ ବିଧାତା

ବିଶ୍ୱ ନିଅନ୍ତାଙ୍କୁ ଆମେ ଭଗବାନ୍‌ ବୋଲି ବିବେଚନା କରିଥାଉ। ଅବଶ୍ୟ ସେହି ଭଗବାନ୍‌ଙ୍କ ସ୍ବରୂପକୁ ଅନେକ ଗୋଷ୍ଠୀ ଅନେକ ପ୍ରକାର ବର୍ଣ୍ଣନା କରନ୍ତି। ଆଜି ବିଜ୍ଞାନର ଅଗ୍ରଗତି ସହ ମଣିଷ ବିଶ୍ୱ ବ୍ରହ୍ମାଣ୍ଡର ଅନେକ ରହସ୍ୟ ଉନ୍ମୋଚନ କରାଗଲାଣି, ଆଉ ଆଗକୁ…

ସ୍ନୋ ପାଉଡର ଲଗାଅ ନାହିଁ

ଧନର ଦେବୀ ଲକ୍ଷ୍ମୀ। ତାଙ୍କର ଅନ୍ୟନାମ ଚଞ୍ଚଳା। ଅର୍ଥାତ୍‌ ସେ ଗୋଟିଏ ଜାଗାରେ ରହିପାରନ୍ତି ନାହିଁ। ଯଦି ଲୋକଙ୍କ ପାଖରେ ଧନ ଅଛି ତେବେ ତାହାକୁ ଅନ୍ୟ ଲୋକ ପାଇଲେ କ୍ଷତି କ’ଣ। ସରକାର ଯେଉଁ ବ୍ୟବସ୍ଥା କରିଛନ୍ତି ସେଥିରେ ଏବେ…

ଥରେ ବୁଝନ୍ତୁ ପିଲାର ମନ

ଯୁଗ ସହ ତାଳ ଦେଇ ମଣିଷ ମଧ୍ୟ ଧୀରେ ଧୀରେ ପରିବର୍ତ୍ତନ ହୋଇଛି। ପ୍ରତି ମୁହୂର୍ତ୍ତରେ ଅନ୍ୟମାନଙ୍କଠାରୁ ଭିନ୍ନ ହେବା ଲକ୍ଷ୍ୟରେ ସଭିଙ୍କ ମନରେ ବଢ଼ି ଚାଲିଛି ପ୍ରତିଯୋଗିତାମୂଳକ ମନୋଭାବ। ଏହି କୌତୂହଳ ରେସ୍‌ରେ କିଏ ଆଗକୁ ବଢ଼ୁଛି ତ କିଏ…

ଇଣ୍ଡିଆ ମେଣ୍ଟର ଭବିଷ୍ୟତ

୨୦୨୪ ମସିହା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଏନ୍‌ଡିଏ ବିପକ୍ଷରେ ବିରୋଧୀ ଦଳ ପକ୍ଷରୁ ମିଳିତ ମେଣ୍ଟ ଗଠନ ହୋଇଥିଲା। ଭାଜପାରୁ ସମ୍ପର୍କ ତୁଟାଇବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏ ଦିଗରେ…

ଆମେ କାମ ଚୋର

ଅତୀତରେ ରାଜାମାନେ ଶୋଷଣକାରୀ ଥିଲେ। ସେତେବେଳେ ଲୋକେ କେବଳ ଚାଷ ଉପରେ ନିର୍ଭର କରୁଥିଲେ। ଚାଷ ବ୍ୟତୀତ ଅନ୍ୟ ଅର୍ଥନୈତିକ ପନ୍ଥା ନ ଥିଲା। ଯୋଗାଯୋଗର ମଧ୍ୟ ସୁବିଧା ନ ଥିଲା। ଗୋଟିଏ ଜାଗାରୁ ଅନ୍ୟ ଏକ ଜାଗାକୁ ଲୋକ ଯାଇପାରୁ…

ରିଲ୍‌ରେ ଜୀବନ

ପୁଅ କହିଲା- ‘ବାପା! ଏତେ ଲେଖାଲେଖି କରୁଛ। ତାକୁ ଛୋଟ ଛୋଟ କ୍ଲିପ କରି ରିଲ୍‌ କରୁନ। ଭାରି ବଢ଼ିଆ ହେବ।’ ଲ୍ୟାପ୍‌ଟପରୁ ଧ୍ୟାନ ହଟେଇ ତାକୁ ଟିକେ ଦେଖିଲି। ସେ ମୋ ଆଡ଼କୁ ଚାହିଁଥିଲା। ମୁଁ ହସିଲି ଏବଂ କହିଲି-‘ବାବୁ!…

ଓଡ଼ିଆର ବାଣିଜ୍ୟ ବିସ୍ତାର

ପ୍ରସଙ୍ଗଟି ଅନେକଙ୍କୁ ଆଶ୍ଚର୍ଯ୍ୟ କରିବ। ତଅପୋଇର ଛେଳିଚରା ସହିତ ଓଡ଼ିଆର ବାଣିଜ୍ୟ ବିସ୍ତାରର କ’ଣ ସମ୍ପର୍କ ଅଛି ? ହଁ ସମ୍ପର୍କ ଅଛି ପାଠକ ବନ୍ଧୁ ! ଅତି ଗଭୀର ସମ୍ପର୍କ। ଆମେ ତାକୁ କେବେ ଆବିଷ୍କାର କରିବାକୁ ପ୍ରୟାସ କରିନାହାନ୍ତି।…

ଅସ୍ଥିର ଦକ୍ଷିଣ କୋରିଆ

ଗତ ସପ୍ତାହରେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ ନିଜ ଦେଶ ଭିତରେ ଘୋର ବିରୋଧର ସମ୍ମୁଖୀନ ହେବା ପରେ ବାଧ୍ୟହୋଇ ରୁଷିଆକୁ ପଳାଇଲେ। ବିଦ୍ରୋହୀମାନେ ଯେଭଳି ଆକ୍ରମଣାତ୍ମକ ହୋଇଉଠିଥିଲେ ସେଥିରୁ ସେ ବୁଝିଯାଇଥିଲେ ବେଶି ସମୟ ଦେଶ ଭିତରେ ରହିଲେ ଜୀବନ…

ତଳକୁ ଖସିଛୁ

୨୦୨୧ରେ ମୁଁ ‘ପ୍ରାଇସ୍‌ ଅଫ୍‌ ଦି ମୋଦି ଇୟର୍ସ’ ନାମକ ଏକ ବହି ଲେଖିଥିଲି। ଏହାର ଗୋଟିଏ ଅଧ୍ୟାୟରେ ମୁଁ ବିଭିନ୍ନ ବିଶ୍ୱସ୍ତରୀୟ ସୂଚକାଙ୍କ ଉପରେ ଭାରତର ସ୍ଥିତିକୁ ତୁଳନା କରିଥିଲି। ସେହି ସବୁ ସୂଚକାଙ୍କରେ ୨୦୧୪ ପରଠାରୁ ଭାରତ ଉନ୍ନତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?