ସମ୍ପାଦକୀୟ

ଗରିବ କଲ୍ୟାଣ ପାଇଁ ମୋଦୀଜୀଙ୍କ ଭିବି ଜି-ରାମ୍‌-ଜି

ନିକଟ ଅତୀତରେ ଆମ ସଂସଦରେ ବିକଶିତ ଭାରତ-ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ ଆଜୀବିକା ମିଶନ (ଗ୍ରାମୀଣ) ଭିବି ଜି-ରାମ୍‌-ଜି ଆଇନ ପାରିତ ହୋଇଛି। ଦେଶରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ଏହି ଆଇନର ବିରୋଧ କରିବା ସହ ରୋଜଗାରର ଗ୍ୟାରେଣ୍ଟି ଶେଷ…

ଟ୍ରମ୍ପ ପ୍ରଶାସନରେ ଅସମାନତା

ଗତବର୍ଷ ଜୁନ୍‌ରେ କେତେକ ଦେଶର ନାଗରିକଙ୍କ ଆମେରିକା ପ୍ରବେଶ ଉପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କଟକଣା ଲଗାଇଥିଲେ। ପୁନର୍ବାର ଗତମାସରେ ସେ ଆଉ ୨୦ଟି ଦେଶର ନାଗରିକଙ୍କ ଆମେରିକା ପ୍ରବେଶକୁ ବନ୍ଦ କରିଥିଲେ । ତେବେ ଜାତୀୟ ଏବଂ ଜନସାଧାରଣଙ୍କ ସୁରକ୍ଷା…

ସଡ଼କ ଯାତ୍ରା ଓ ମାନସିକ ବିକୃତି

ସଡ଼କ ଦୁର୍ଘଟଣା ଓ ସଡ଼କରେ ଯାତ୍ରା ନେଇ ଗାଡ଼ି ଚାଳକଙ୍କଠାରୁ ପଦଚାଳକଙ୍କ ପର୍ଯ୍ୟନ୍ତ ସଚେତନତାର ବାର୍ତ୍ତା ଦେବା ପାଇଁ ପ୍ରତିବର୍ଷ ସଚେତନଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ସଡ଼କରେ ଯାତ୍ରା ପାଇଁ ସମସ୍ତଙ୍କୁ ଆନନ୍ଦ ଲାଗେ। ଆକାଶ ପଥରେ ବିମାନ ଯାତ୍ରା ହେଉ…

ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ

ଆଜକୁ ୨୦୦୦ରୁ ଅଧିକ ବର୍ଷ ପୂର୍ୱେ ରାଜଦରବାରରେ ଅମଲାତନ୍ତ୍ର ଭାବେ କାର୍ଯ୍ୟ କରୁଥିବା ବ୍ରାହ୍ମଣଙ୍କ ବୃତ୍ତିକୁ ନିଶ୍ଚିତ କରାଯାଇଥିଲା। ରାଜାଙ୍କ ଢାଞ୍ଚା, ତାଙ୍କ ଶାସନ ଏବଂ ତାଙ୍କ ଭାଷା ଆଧାରରେ ସମ୍ପୂର୍ଣ୍ଣ ବ୍ୟବସ୍ଥା ଚାଲୁଥିଲା। ରାଜା ଯିଏ ହୁଅନ୍ତୁନା କାହିଁକି, ତାଙ୍କ…

ଆମେରିକାର ଭେନେଜୁଏଲା ଆକ୍ରମଣ

ଆମେରିକା ୩ ଜାନୁଆରୀ ୨୦୨୬ରେ ଭେନେଜୁଏଲା ଉପରେ ସଂଘଟିତ ଆକ୍ରମଣ କରିଛି। ସ୍ଥାନୀୟ ସମୟ ଅନୁସାରେ ମଧ୍ୟରାତ୍ରି ପ୍ରାୟ ୨ଘଟିକା ସମୟରେ ଭେନେଜୁଏଲାର ରାଜଧାନୀ କାରାକାସ୍‌ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସେନା ଅଧିକୃତ, ବନ୍ଦର, ସଞ୍ଚାର ଓ ଯୋଗାଯୋଗ ଆଦି ଅନୁଷ୍ଠାନ…

ପ୍ରମୁଖ ଲେଖନୀରୁ ନାରୀସ୍ବର

ସାହିତ୍ୟ ଆକାଶର ପ୍ରାଜ୍ଞ, ବିଜ୍ଞ, ବିଶେଷଜ୍ଞଗଣ- ଉଇଲିଅମ ସେକ୍ସପିଆର, ଲିଓ ଟଲଷ୍ଟୟ, ଅରନେଷ୍ଟ ହେମିଙ୍ଗ୍‌ୱେ କିମ୍‌ୱା, ଭାରତୀୟ ଆଦର୍ଶ ଚେତନ ଭଗତ ପ୍ରମୁଖଙ୍କ ଲେଖାରେ ମହିଳା ସ୍ବରକୁ ଯେଉଁ ଢଙ୍ଗରେ ସଂକଳନ କରାଗଲା ତାହା ସବୁ ସଂକ୍ଷିପ୍ତ ସଂସ୍କରଣ ହୋଇଗଲା। କିନ୍ତୁ…

୧୦୫ ଘାଟ

ଭାରତରେ ଗତ କିଛି ବର୍ଷ ହେବ ସୃଷ୍ଟି କରାଯାଇଥିବା ସାମାଜିକ, ଅର୍ଥନୈତିକ, ଧାର୍ମିକ ଓ ରାଜନୈତିକ ବିଭାଜନ ବିଷୟରେ ୬ ଜାନୁଆରୀ ଏହି ସ୍ତମ୍ଭରେ ‘ଶିକ୍ଷିତ ଦେଶବିରୋଧୀ’ ଶୀର୍ଷକରେ ଲେଖା ପ୍ରକାଶ କରିଥିଲୁ। ଏହି ଦିନ ଆଉ ଏକ ବିଭାଜନ ନେଇ…

ଏଇ ଭାରତରେ

ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଶିକାରୀଙ୍କୁ ରୋକିବା ପାଇଁ ବନ ବିଭାଗ ଅନେକ ପଦକ୍ଷେପ ନେଉଛନ୍ତି। ହେଲେ ବେସରକାରୀ ସ୍ତରରେ ପ୍ରାଣୀଙ୍କ ଜୀବନ ବଞ୍ଚାଉଛନ୍ତି ମହାରାଷ୍ଟ୍ର ଓ୍ବାର୍ଦ୍ଧାର ଏକ ଟିମ୍‌। ଏହି ଟିମ୍‌ ଆହତ ବାଘ, ବିଲୁପ୍ତି…

କିଏ ଓଡ଼ିଆ

ଓଡ଼ିଶାର ଭାଷା, ଐତିହ୍ୟ, ସଂସ୍କୃତି, ପରମ୍ପରା ଓ ଇତିହାସ ସ୍ବତନ୍ତ୍ର। ପ୍ରତ୍ୟେକ ରାଜ୍ୟର ଭାଷାକୁ ନେଇ ସେହି ରାଜ୍ୟର ଜାତୀୟତା ବା ରାଜ୍ୟର ପ୍ରାମାଣିକ ପରିଚୟ ହୋଇଥାଏ। ସେ ଦୃଷ୍ଟିରୁ ବିଚାର କଲେ ଅନେକ ପ୍ରଶ୍ନ ଆସେ ଓଡ଼ିଆ କିଏ ବା…

ଗଣତନ୍ତ୍ରରେ ରାଜୁଡ଼ା ଗନ୍ଧ

ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଖାଇଦେଲେଣି ଯେ ନିର୍ବାଚନରେ ଜିତିବା ରାଜ୍ୟ ଜୟ ସହ ସମାନ। ଆଗକାଳରେ ରାଜାମାନେ କୌଣସି ଅଞ୍ଚଳ ଅଧିକାର କଲେ ସେଠାକାର ଭାଷା ସଂସ୍କୃତି ଓ ନାମ ଧାମ ବଦଳାଇ ଦିଅନ୍ତି, ରାଜାଙ୍କ ମର୍ଜି ବାଟରେ…

ଶିକ୍ଷିତ ଦେଶବିରୋଧୀ

ଶିକ୍ଷିତ ଲୋକେ ବହୁସଂଖ୍ୟାରେ ସମାଜବିରୋଧୀ କାର୍ଯ୍ୟରେ ସାମିଲ ହେବା ଏକ ବିପଜ୍ଜନକ ଧାରା ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନିକଟରେ ବିବୃତି ଦେବା ଅନେକଙ୍କୁ ବ୍ୟଥିତ କରିବା କଥା। ରାଜସ୍ଥାନର ଉଦୟପୁରସ୍ଥିତ ଭୁପାଲ ନୋବେଲ ୟୁନିଭର୍ସିଟିର ୧୦୪ତମ ପ୍ରତିଷ୍ଠା ଦିବସରେ…

ପ୍ରଦୂଷଣ ଜାଲରେ ଜଳବାୟୁ

ପ୍ରଦୂଷଣ କହିଲେ ସାଧାରଣତଃ ବାୟୁ ପ୍ରଦୂଷଣ, ଜଳ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ ଏବଂ ଶବ୍ଦ ପ୍ରଦୂଷଣକୁ ବୁଝାଯାଏ। କିନ୍ତୁ ଏବେ ପ୍ଲାଷ୍ଟିକ ପ୍ରଦୂଷଣ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ବାୟୁ ପ୍ରଦୂଷଣ ଏବେ ସମଗ୍ର ପୃଥିବୀରେ ଜନ ଜୀବନକୁ କ୍ଷତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri