ସମ୍ପାଦକୀୟ

ଏଇ ଭାରତରେ

ବିବାହ ସମୟରେ ଯୌତୁକ ଦେବା ନେବା କିମ୍ବା ଭୋଜିରେ ଖାଇବା ପିଇବାକୁ ନେଇ ଅନେକ ସମୟରେ ବରପକ୍ଷ ଓ କନ୍ୟାପକ୍ଷ ମଧ୍ୟରେ ଝଗଡ଼ା ଦେଖିବାକୁ ମିଳିଥାଏ। ହେଲେ ଗୋଟିଏ ନଡ଼ିଆ ପାଇଁ ଉଭୟ ପକ୍ଷ ଝଗଡ଼ା କରି ବିବାହ ବନ୍ଦ କରିବା…

ଭାରତରେ ଫାଷ୍ଟଫୁଡ୍‌

ଈପ୍ସିତା ମହାନ୍ତି ଭାରତୀୟ ଖାଦ୍ୟ ସଂସ୍କୃତି ଆଜି ଅତ୍ୟଧିକ ପ୍ରକ୍ରିୟାକୃତ ଖାଦ୍ୟ ଆଡ଼କୁ ଗତି କରୁଛି। ଏହାକୁ ‘ଆଧୁନିକ’ ଖାଦ୍ୟର ମୂଳ ଆଧାର ବୋଲି କୁହାଗଲାଣି। ଏହି ଖାଦ୍ୟ ଆମ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଉଛି। ଯେଉଁ କଥା ଚିକିତ୍ସକ…

ଏଇ ଭାରତରେ

ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍‌ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ…

ବିପଦରେ ଚାଷବାସ

ବାଦଲ ଭୂୟାଁ   ଓଡ଼ିଶାରେ ପ୍ରାୟତଃ ଚାଷ କାର୍ଯ୍ୟ ପାଇଁ ନିୟୋଜିତ ପାରମ୍ପରିକ ଶ୍ରମିକମାନଙ୍କ ସଂଖ୍ୟା କମିଯାଉଛି। ଏଠାରେ ଧାନରୁଆ, ବଛାରେ ନିୟୋଜିତ ହେଉଛନ୍ତି ପଶ୍ଚିମବଙ୍ଗରୁ ଆସୁଥିବା ଶ୍ରମିକ। କେବଳ ଏହି ଗୋଟିଏ ରାଜ୍ୟ ନୁହେଁ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼ର ଶ୍ରମିକ ବି…

ଆମ ଭବିଷ୍ୟତ ବଂଶଧରଙ୍କ ଆକାର

ଡ. ନିଖିଳାନନ୍ଦ ପାଣିଗ୍ରାହୀ   ବହୁ ବର୍ଷ ପୂର୍ବେ ଆମ ପୂର୍ବଜ ସିମ୍ପାଞ୍ଜିଙ୍କଠାରୁ ଆମେ ବିବର୍ତ୍ତିତ ହୋଇ ଆଧୁନିକ ମଣିଷ (ହୋମୋ ସେପିଆନ) ହୋଇଛନ୍ତି। ଏହି ପ୍ରକ୍ରିୟାରେ ଡାରଉଇନଙ୍କ ବିବର୍ତ୍ତନ ତତ୍ତ୍ୱ ନିହିତ। ତନ୍ମଧ୍ୟରେ ରହିଛି ପ୍ରାକୃତିକ ଚୟନ (ନାଚୁରାଲ ସିଲେକ୍‌ସନ)।…

ଉପଚେତାବନୀ

୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) କେନ୍ଦ୍ରରେ ଏକାକୀ ସରକାର ଗଠନ କରିବାର ଆସ୍ପର୍ଦ୍ଧା ଦେଖାଇଥିଲା। ନିଜେ ୩୭୦ ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ‘୪୦୦ ପାର୍‌’ କରିବ ବୋଲି ଚିତ୍କାର କରୁଥିଲା। କିନ୍ତୁ…

ଏଇ ଭାରତରେ

ଅନାଥଙ୍କ ସାହାରା ପାଲଟିଛନ୍ତି ଲାମା ଥୁପଟେନ ଫୁନ୍‌ଷ୍ଟୋକ। ଅରୁଣାଚଳ ପ୍ରଦେଶରେ ସେ ମଞ୍ଜୁଶ୍ରୀ ବିଦ୍ୟାପୀଠ ପ୍ରତିଷ୍ଠା କରି ୩୦୦ ଅନାଥ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେଠାରେ ପିଲାମାନେ ରହୁଛନ୍ତି, ଖାଉଛନ୍ତି ଓ ପଢୁଛନ୍ତି। ତାଓ୍ବାଙ୍ଗ ଜିଲାର ପାହାଡ଼ିଆ ଅଞ୍ଚଳର ଏକ ଛୋଟ…

ଆଇସିୟୁ-ସଂଶୟ ଓ ସମ୍ଭାବନା

ଡ. ମୌସୁମୀ ପରିଡ଼ା   ବର୍ଦ୍ଧିତ ଜନସଂଖ୍ୟା ଓ ପରିବର୍ତ୍ତିତ ଜଳବାୟୁ ପାଇଁ ଆମ ଦେଶର ଲୋକମାନେ ଜଟିଳରୁ ଜଟିଳତମ ରୋଗର ଶିକାର ହେଉଛନ୍ତି। ଚିକିତ୍ସା ପାଇଁ ଭାରତରେ ପ୍ରତିବର୍ଷ ପାଖାପାଖି ୫୦ ଲକ୍ଷ ରୋଗୀ ଆଇସିୟୁରେ ଭର୍ତ୍ତି ହେଉଥିବାବେଳେ ୩୭.୭%…

ଶ୍ରୀଜଗନ୍ନାଥ ସଂସ୍କୃତିରେ ପରିବାର

ଡ. ପ୍ରଫୁଲ୍ଲ କୁମାର ସାହୁ   ଶ୍ରୀଜଗନ୍ନାଥଙ୍କୁ କେନ୍ଦ୍ର କରି ଗଢ଼ି ଉଠିଛି ଓଡ଼ିଆ ଜାତିର ସାମାଜିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରା। ଅର୍ଥାତ୍‌ ଓଡ଼ିଆ ସଂସ୍କୃତି କହିଲେ ଜଗନ୍ନାଥ ସଂସ୍କୃତିକୁ ବୁଝାଏ, ଯା’ର ମୂଳ ଆଧାର ହେଉଛି ପାରିବାରିକ ସୌହାର୍ଦ୍ଦ୍ୟ।…

ଧର୍ମୀୟ ସ୍ୱାଧୀନତା

ଭାରତୀୟମାନଙ୍କର ଧର୍ମୀୟ ସ୍ୱାଧୀନତା ଅଛି କି? ଅର୍ଥାତ୍‌ ସେମାନେ ଅନ୍ୟମାନଙ୍କୁ ସେମାନଙ୍କର ଧର୍ମକୁ ନିମନ୍ତ୍ରଣ କରିବାର ଅଧିକାର ଏବଂ ସେମାନଙ୍କର ଧର୍ମକୁ ସହଜରେ ଛାଡ଼ିବାର ଅଧିକାର ଅଛି କି? ଉତ୍ତରରେ ସମ୍ବିଧାନ ହଁ କହେ, କିନ୍ତୁ ଆଇନଗୁଡ଼ିକ ନା କହେ। ଭାରତ…

ଡୋଭାଲଙ୍କ ଟିମ୍‌

ନିକଟରେ ନ୍ୟାଶନାଲ ସିକ୍ୟୁରିଟି କାଉନସିଲ ସେକ୍ରେଟାରିଏଟ୍‌ ଅନେକ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଥିବାବେଳେ କିଛି ନିରନ୍ତରତା ବଜାୟ ରଖିଛି। ପ୍ରାରମ୍ଭରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସଚିବ (ପାଶ୍ଚାତ୍ୟ) ପବନ କପୁରଙ୍କୁ ଡେପୁଟି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ନିଯୁକ୍ତ କରାଯାଇଛି। ନିଯୁକ୍ତି…

ବୃକ୍ଷ ବିନା ଜୀବନ

ପ୍ରାୟ ପ୍ରାଗୈତିହାସିକ ଯୁଗରୁ ମଣିଷର ବନଭୂମି ସହ ନିବିଡ଼ ସମ୍ପର୍କ ରହିଛି। ଦିନେ ସଭ୍ୟତାର ବିକାଶ ବନଭୂମିରେ ହିଁ ହୋଇଥିଲା। ମଣିଷ ଉଦ୍ଭିଦ ବା ବୃକ୍ଷ ଜଗତକୁ ତା’ର ମୌଳିକ ଆବଶ୍ୟକତା ବୋଲି ମନେକଲା। ବୃକ୍ଷ ନ ରହିଲେ ପ୍ରାଣୀ ଜଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri