ତୈଳସର୍ବସ୍ୱ
ଦକ୍ଷିଣ ଆମେରିକୀୟ ଦେଶ ଭେନେଜୁଏଲା ଉପରେ ଉତ୍ତର ଆମେରିକୀୟ ରାଷ୍ଟ୍ର ଆମେରିକାର ଆକ୍ରମଣ ୩ ଜାନୁଆରୀ ୨୦୨୬ରେ ବିଶ୍ୱବ୍ୟାପୀ କେବଳ ଏକ ଖବର ହୋଇ ରହିଥାଆନ୍ତା। କିନ୍ତୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ ମାଦୁରୋ ଓ ତାଙ୍କ ସ୍ତ୍ରୀ ସିଲିଆ ଫ୍ଲୋରେସ୍ଙ୍କୁ ଆମେରିକୀୟ…
ଭାରତୀୟ ବଂଶୋଦ୍ଭବ ଡେମ୍ହୁଡ୍
ଣସି ଏକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବ୍ରିଟେନ୍ ପକ୍ଷରୁ ନାଇଟ୍ହୁଡ୍ ଉପାଧିରେ ଜଣଙ୍କୁ ଭୂଷିତ କରାଯାଇଥାଏ। ପ୍ରାରମ୍ଭିକ ଅବସ୍ଥାରେ ସାମରିକ କ୍ଷେତ୍ରରେ ଉତ୍କର୍ଷ ପ୍ରଦର୍ଶନ କରୁଥିବା ବ୍ୟକ୍ତିଙ୍କୁ ଦିଆଯାଉଥିଲା। ପରବର୍ତ୍ତୀ ସମୟରେ ତାହା ବ୍ୟାପକତା ଲାଭ କରି ଅନ୍ୟମାନଙ୍କୁ ପ୍ରଦାନ…
ବିତର୍କରେ ଆରାବଳୀ
ଶ୍ୱର ସର୍ୱ ପୁରାତନ ପର୍ୱତମାଳା ମଧ୍ୟରେ ଆରାବଳୀ ଅନ୍ୟତମ। ଭାରତର ଉତ୍ତର-ପଶ୍ଚିମରେ ଅବସ୍ଥିତ ଗୁଜରାଟ, ରାଜସ୍ଥାନ, ହରିୟାଣା ଏବଂ ଦିଲ୍ଲୀ ରାଜ୍ୟର ଭୌଗୋଳିକ ସୀମା ମଧ୍ୟରେ ପ୍ରାୟ ୬୭୦-୮୦୦ କି.ମି. ସୁଦୀର୍ଘ ଅଞ୍ଚଳରେ ଏହା ପରିବ୍ୟାପ୍ତ। ପର୍ୱତମାଳାର ସର୍ୱୋଚ୍ଚ ଗିରିଶୃଙ୍ଗ ୧୭୨୨…
ଦୁଇ ଶକ୍ତିର ପ୍ରତିଦ୍ୱନ୍ଦ୍ୱିତା
୨୦୨୬ରେ ଆମ ଯୁଗର ଦୁଇ ବୃହତ୍ ଶକ୍ତିଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ୧୯୧୮ରେ ପ୍ରଥମ ବିଶ୍ୱଯୁଦ୍ଧର ଶେଷଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମେରିକା ବିଶ୍ୱବ୍ୟାପୀ ପ୍ରାଧାନ୍ୟ ବିସ୍ତାର କରିଆସିଛି। ଏହି ପ୍ରାଧାନ୍ୟ ଏବେ ଶେଷ ହେବାକୁ ଯାଉଥିବା ମନେ ହେଉଛି। ୨୦୦୦ରେ…
ପାରିବାରିକ ଉତ୍ତରଦାୟିତ୍ୱ
ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି। ଆଉ କିଛି ପରିବାରରେ ଜ୍ୟେଷ୍ଠମାନଙ୍କର କନିଷ୍ଠଙ୍କୁ ଆକଟ କରିବାରେ ସାମର୍ଥ୍ୟ ନାହିଁ। ଏହାକୁ ରୋକିବ…
ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ
ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ ପୁଣି ସୃଷ୍ଟିର ସବୁଠାରୁ ମହାନ୍ ସୃଜନ ମଣିଷ ସମ୍ପର୍କରେ ମଣିଷର କୌତୂହଳ ପ୍ରତୁଳ। ବିବର୍ତ୍ତନରେ…
ଚାପର ପରୀକ୍ଷା
ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା ଅଭିଜ୍ଞ କୂଟନୀତିଜ୍ଞଙ୍କ ଯୋଗୁ ଅନେକ ବର୍ଷ ଧରି ଏହି ସମ୍ପର୍କ ରହିଆସିଥିଲା ା ଏବେ…
ପାଣି ଚୋରି
ପାଣିର ଅନ୍ୟ ନାମ ଜଳ। ଜଳ ବିନା ବଞ୍ଚିବା ଅସମ୍ଭବ। ପୃଥିବୀରେ ୩ ଭାଗ ଜଳ ଥିବାବେଳେ ୧ ଭାଗ ସ୍ଥଳ ରହିଛି। ତେବେ ଅନେକ ସମୟରେ ଜଳ ସଂକଟ ଦେଖାଯାଉଛି। କେତେକ ସ୍ଥାନରେ ଜଳର ଅଭାବ ଯୋଗଁୁ ଜୀବଜଗତ ବଞ୍ଚିରହିବା…
ନାଁ ବଦଳେଇବାର ଖେଳ
ସପ୍ତମ ଶ୍ରେଣୀରେ ପଢ଼ୁଥିବା ସମୟରେ ଆମ ସାର୍ ଥରେ କଳାପଟାରେ ଦୁଇଟା ସମାନ ଲମ୍ବର ଗାର ଟାଣି ପଚାରିଲେ, କୌଣସି ବି ଗାରକୁ ନ ଲିଭେଇ ଏଥିରୁ ଗୋଟିଏ ଗାରକୁ ଛୋଟ କିପରି କରିବ। ଆମ ମୁଣ୍ଡକୁ ହଠାତ୍ କିଛି ସମାଧାନ…
ଅଭିନବତ୍ୱ ଲାଭଦାୟକ
ସାରା ବିଶ୍ୱରେ ମହିଳାମାନେ ବାର୍ଷିକ ପ୍ରାୟ ୩୨ ଟ୍ରିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ ପରିଚାଳନା ଏବଂ ଆଗାମୀ ୫ ବର୍ଷ ମଧ୍ୟରେ ସେମାନେ ଇଚ୍ଛାନୁମୋଦିତ ଖର୍ଚ୍ଚର ୭୫ ପ୍ରତିଶତ ନିୟନ୍ତ୍ରଣ କରିପାରିବେ ବୋଲି ଆକଳନ କରାଯାଉଛି। ତଥାପି ପ୍ରାୟ ପ୍ରତ୍ୟେକ ଶିଳ୍ପ…
ଏଇ ଭାରତରେ
ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି ବର୍ଜ୍ୟ ରିସାଇକେଲିଂ କରିସାରିଲେଣି। ଦିଲ୍ଲୀରେ ଲୋକେ ପୋଡ଼ି ଦେଉଥିବା ବର୍ଜ୍ୟ ବାୟୁ ପ୍ରଦୂଷଣ କରୁଥିବା…
ବିଶ୍ୱ ଓ ବର୍ଷାନ୍ତର
ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା ସତ୍ତ୍ୱେ ପରିବର୍ତ୍ତର ସନ୍ଧିକ୍ଷଣ ପ୍ରାଣରେ ଭରିଦିଏ ଏକ ଉଲ୍ଲାସମୟ ଶିହରଣ। କାରଣ ଜୀବନର ପ୍ରାୟତଃ…
Archives


