ସମ୍ପାଦକୀୟ

ଏଇ ଭାରତରେ

ଶ୍ରମିକମାନଙ୍କୁ ହଳେ ସ୍ଲିପର ଓ ମହିଳାମାନଙ୍କୁ ରୋଜଗାର ଯୋଗାଇବା ଲାଗି ଦିବ୍ୟାଂଶୁ ଉପାଧ୍ୟାୟ ଏକ ଅଭିନବ ଅଭିଯାନ ଚଳାଇଛନ୍ତି। ଦିବ୍ୟାଂଶୁ ରହୁଛନ୍ତି ଉତ୍ତରପ୍ରଦେଶ ବନାରସରେ। ସେ ଆଇନରେ ଡିଗ୍ରୀ କରିଛନ୍ତି। ସେ ତାଙ୍କ ସାଥୀ ରବି ମିଶ୍ରଙ୍କ ସହ ମିଶି ୨୦୧୫ରେ…

ବାଲୁଚିସ୍ତାନ ସହ ବିଶ୍ବାସଘାତକତା

ଲଳିତେନ୍ଦୁ ପଲାଉରୀ ପାକିସ୍ତାନର ପ୍ରମୁଖ ପ୍ରଦେଶ ବାଲୁଚିସ୍ତାନ ଦୀର୍ଘ ୭୫ ବର୍ଷରୁ ଅଧିକ ସମୟ ଧରି ଅଲଗା ରାଷ୍ଟ୍ର ଦାବି କରୁଥିବା ବେଳେ ଦିନକୁ ଦିନ ବାଲୁଚିବାସୀଙ୍କ ମନରେ ପାକିସ୍ତାନ ବିରୋଧୀ ହାୱା ତୀବ୍ର ହେଉଛି। ବାଲୁଚିସ୍ତାନ ମୁକ୍ତି ସଂଗ୍ରାମର ଅଗ୍ରଦୂତ…

ସମ୍ବିଧାନ ବଦଳାଇବାକୁ ନେଇ ଆଶଙ୍କା

ଭାଲଚନ୍ଦ୍ର ଷଡ଼ଙ୍ଗୀ ଦେଶରେ ସାଧାରଣ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଚାଲିଥିବା ବେଳେ ସମ୍ବିଧାନକୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ତୃତୀୟଥର କ୍ଷମତାସୀନ ହେଲେ ଦେଶରେ ଗଣତନ୍ତ୍ର ବିପନ୍ନ ହେବା ସହ ସମ୍ବିଧାନକୁ ବଦଳାଇଦେବ…

ଅଜବ ଅଭିଯୋଗ

ସାରା ଦେଶରେ ଏବେ ଲୋକ ସଭା ନିର୍ବାଚନକୁ ନେଇ ଉତ୍କଣ୍ଠା ପ୍ରକାଶ ପାଇଛି। ଏହା ମଧ୍ୟରେ ଭେଦଭାବପୂର୍ଣ୍ଣ କାର୍ଯ୍ୟ ଏବଂ ଅମଲାତାନ୍ତ୍ରିକ ଦ୍ୱନ୍ଦ୍ୱର ଏକ ବିଚିତ୍ର ଅଭିଯୋଗକୁ ଭିତ୍ତିକରି ହରିୟାଣା ସରକାର ଅଡ଼ୁଆ ସ୍ଥିତିରେ ଥିବା ଭଳି ମନେହେଉଛି। ବରିଷ୍ଠ ଆଇପିଏସ୍‌…

ପାଶ୍ଚାତ୍ୟର ଅଧୋଗତି

ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୨ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ଆକ୍ରମଣ ଆରମ୍ଭହେବା ପରଠାରୁ ପାଶ୍ଚାତ୍ୟ ଯୁଦ୍ଧ ସ୍ଥିତିରେ ନିଜର କୌଣସି କ୍ଷତି ନ କରି ରୁଷିଆକୁ ଦଣ୍ଡିତ କରିବାର ଉପାୟ ଆପଣାଇଛି। ହେଲେ ଏଭଳି ପଦକ୍ଷେପ ପ୍ରାୟତଃ ବିଫଳ…

ନିର୍ବାଚନରେ ବାବୁ

ପ୍ରତି ଥର ନିର୍ବାଚନ ରଣାଙ୍ଗନରେ ହାକିମ ବାବୁମାନଙ୍କ ଗହଳି ଦେଖାଯାଏ। ରାଜନୀତିରେ ଲୋକମାନଙ୍କ ସହିତ ମିଶିବା ସହ ସାଧାରଣ ଜନତାଙ୍କୁ ପରଖି ସେମାନଙ୍କ ସେବା କରିବାର ଅପୂର୍ବ ସୁଯୋଗ ଓ ଆନନ୍ଦ ଏଥିରୁ ମିଳୁଥିବାରୁ ବହୁ ବରିଷ୍ଠ ପ୍ରଶାସନିକ ଓ ଭାରତୀୟ…

ଭୋଟଦାନ ପ୍ରତି ଅନାଗ୍ରହ

ସାଧାରଣତଃ ପ୍ରତି ପାଞ୍ଚବର୍ଷରେ ଥରେ ଭୋଟଦାନ ଭାରତୀୟ ସମ୍ବିଧାନ ଅନୁଯାୟୀ ସ୍ଥିରୀକୃତ ହୋଇଛି। ବେଳେବେଳେ ବିଭିନ୍ନ କାରଣରୁ ଏହି ସମୟସୀମା ହ୍ରାସ ପାଇଥାଏ। ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସାମ୍ନା କରିବାକୁ ଯାଇ ସଂଖ୍ୟାଗରିଷ୍ଠତା ପ୍ରମାଣ ନ କରିପାରିଲେ…

ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭ ଏକର ଫାର୍ମରେ ସେ ୪୫ ପ୍ରକାର ଡ୍ରାଗନ ଫ୍ରୁଟ୍ସ ଚାଷ କରୁଛନ୍ତି। ସମ୍ପୂର୍ଣ୍ଣ ଜୈବିକ…

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି ସେ ଏହି କାର୍ଯ୍ୟରେ ସଫଳତା ପାଇପାରିଛନ୍ତି। ଭଜିନାଥଙ୍କ ବୟସ ୭୭। ସେ କୃଷି ବିଭାଗରେ…

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନିର୍ବାଚନରେ ଦେଶର ପ୍ରାୟ ୯୭ କୋଟି ଭୋଟର ୧୦.୫ ଲକ୍ଷ…

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ ଆନୁବଂଶିକ ଜେନେଟିକ୍‌ ବା ହର୍ମୋନ୍‌ଗତ ତ୍ରୁଟି ହୋଇପାରେ। ଏଥିପାଇଁ ବିଧିବଦ୍ଧ ଡାକ୍ତରୀ ଚିକିତ୍ସା ଆବଶ୍ୟକ…

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ ଶିଳ୍ପ ବିପ୍ଳବକୁ ପ୍ରତ୍ୟକ୍ଷ ଭାବେ ଅନୁଧ୍ୟାନ କରିଥିବା ତଥା ଆଧୁନିକ ଅର୍ଥନୀତିର ପ୍ରତିଷ୍ଠାତା ଡେଭିଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri