ସମ୍ପାଦକୀୟ

ସେଇ ଚମତ୍କାରୀ ଚକାଆଖି

ଅଧ୍ୟାପକ ନିରଞ୍ଜନ ପାଢ଼ୀ ବଡ଼ ଚମତ୍କାରୀ ସେଇ ଚକାଆଖି ଦିଓଟି। ବିଶ୍ୱାସ ଓ ବିଜ୍ଞାନର ଦ୍ୱନ୍ଦ୍ୱ ମଧ୍ୟରେ ସେଇ ଚକାଆଖିର ଆକର୍ଷଣ ଯୁଗେ ଯୁଗେ ଆସ୍ତିକଙ୍କଠୁ ନାସ୍ତିକଙ୍କ ଯାଏ ସଭିଙ୍କୁ ସମ୍ମୋହିତ କରିଆସିଛି। ଏକାନ୍ତ ଅବର୍ଣ୍ଣନୀୟ ସେଇ ଚକାଆଖି ଦିଓଟିର ମହିମା…

ବାଇଡେନ୍‌ଙ୍କ ବୟସ

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବୟସ ୮୧। ବାଇଡେନ କହିଛନ୍ତି ଯେ, ସେ ନଭେମ୍ବରରେ ନିର୍ବାଚନରୁ ଓହରିବେ ନାହିଁ ଏବଂ ପୁନର୍ବାର ରାଷ୍ଟ୍ରପତି ହେବାକୁ ଚାହୁଁଛନ୍ତି। ଅସୁବିଧା ହେଉଛି, ତାଙ୍କୁ ବର୍ତ୍ତମାନ ନିଜ ଦଳର ଲୋକମାନେ ଓହରିଯିବାକୁ ଅନୁରୋଧ କରୁଛନ୍ତି। ସେମାନେ…

ଏଇ ଭାରତରେ

ଏସିରୁ ବାହାରୁ ଥିବା ପବନରୁ ପ୍ରଦୂଷଣ ଦୂର କରିବା ଲାଗି ରବି କୌଶିକ ଏକ ଏସି ପ୍ୟୁରିଫାୟର ତିଆରି କରିଛନ୍ତି। ଏବେ ଏହା ପାଖାପାଖି ୩ ହଜାର ଘରେ ଲାଗି ସାରିଲାଣି। ଆଇଆଇଟି କାନପୁରରେ କରାଯାଇଥିବା ଗବେଷଣା ନିଶ୍ଚିତ କରିଛି ଯେ…

ଅଣସର ଓ ପ୍ରାଚୀ ସଂସ୍କୃତି

ପୀତାମ୍ବର ରାଉତ ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥ ଦାରୁଦେବତା କିନ୍ତୁ ଜୀବନ୍ତ ଠାକୁର। ଯେଉଁଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ ଯାବତୀୟ ମାନବଲୀଳା। ବାରମାସରେ ତେର ପର୍ବ। ମାନବୀୟ ଲୀଳାର ନିଦର୍ଶନ ସ୍ବରୂପ ଅଣସର ନୀତି ଏକ ସ୍ବତନ୍ତ୍ର ନୀତି। ଜ୍ୟେଷ୍ଠମାସ ପୂର୍ଣ୍ଣମୀ…

ଏମ୍‌ଏସ୍‌ପି ଓ ଅନ୍ନଦାତା

ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗାମୀ ଖରିଫ ଋତୁ ପାଇଁ ବିଭିନ୍ନ ଫସଲର ସର୍ବନିମ୍ନ ସହାୟକ ଦର(ଏମ୍‌ଏସ୍‌ପି) ଘୋଷଣା କରାଯାଇଛି। ସରକାର ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ଘୋଷଣା କରିବା ସହିତ ନୂତନ ଦରକୁ ଫସଲର…

ଯୋଗୀଙ୍କ ସଙ୍କେତ

ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବରେ ମନୋଜ କୁମାର ସିଂଙ୍କୁ ନିଯୁକ୍ତ କରିଛନ୍ତି। ସେ ଦୁର୍ଗା ଶଙ୍କର ମିଶ୍ରଙ୍କଠାରୁ ଦାୟିତ୍ୱ ନେଇଛନ୍ତି, ଯାହାଙ୍କ କାର୍ଯ୍ୟକାଳକୁ ଜୁନ୍‌ ୩୦ ପରେ…

ଶ୍ରେଷ୍ଠ ନୀତି ସାମାଜିକ ନ୍ୟାୟ

ବର୍ତ୍ତମାନର ବିପଦପୂର୍ଣ୍ଣ ତଥା ଅନିଶ୍ଚିତ ସମୟରେ ଯେ କେହି ନିରାଶାବାଦୀ ହେବା ସ୍ବାଭାବିକ। ବିଶ୍ୱରେ ଅସ୍ଥିରତା ବଢ଼ିବାରେ ଲାଗିଛି । ପ୍ରତିଦିନ ଆମ ଦେଖିବାରେ ସଂଘର୍ଷ ବ୍ୟାପିବାରେ ଲାଗିଛି। କୋଭିଡ୍‌ ପରବର୍ତ୍ତୀ ଅର୍ଥନୈତିକ ପୁନରୁଦ୍ଧାର ଅସମାନ ତଥା ପକ୍ଷପାତପୂର୍ଣ୍ଣ ବୋଲି ପ୍ରମାଣିତ…

ମହଙ୍ଗା ମାଡ଼

ସାଧାରଣତଃ ନିର୍ବାଚନ ପରେ ଆମ ଦେଶରେ ତେଜରାତିଠାରୁ ଆରମ୍ଭ କରି ପନିପରିବା ଏବଂ ବିଭିନ୍ନ ଖାଦ୍ୟ ସାମଗ୍ରୀ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବଢ଼ଥାଏ, ଏପରି ଏକ ଧାରଣା ଲୋକଙ୍କ ମନରେ ସ୍ବାଧୀନତା ପରବର୍ତ୍ତୀ ପ୍ରଥମ ସାଧାରଣ ନିର୍ବାଚନ ପରଠାରୁ…

ପ୍ରକୃତି ଓ ମାନସିକ ସ୍ବାସ୍ଥ୍ୟ

ଏକ ସୁସ୍ଥ ଓ ସମୃଦ୍ଧ ଜୀବନଧାରଣ ଲାଗି ମଣିଷ ପ୍ରକୃତି ଏବଂ ଏହାର ବିଭେଦତା ଉପରେ ଏକାନ୍ତ ନିର୍ଭରଶୀଳ। ବୃକ୍ଷଲତା, ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି କୀଟପତଙ୍ଗ ଓ ସୂକ୍ଷ୍ମଜୀବ ପର୍ଯ୍ୟନ୍ତ ସମସ୍ତେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବେ ତାକୁ ଯୋଗାଇଥାନ୍ତି ଏଥିପାଇଁ…

ଏଇ ଭାରତରେ

ଚିକେନ ସେଣ୍ଟରରୁ ବାହାରୁଥିବା ପର ଓ ବର୍ଜ୍ୟରୁ ଉଲ ଭଳି ସୂତା ପ୍ରସ୍ତୁତ କରୁଛନ୍ତି ରାଜସ୍ଥାନର ରାଧେଶ ଅଗରହାରି। କେବଳ ଏତିକି ନୁହେଁ ଏହି ବର୍ଜ୍ୟରୁ ସେ କାଗଜ ପ୍ରସ୍ତୁତ କରୁଛନ୍ତିି। ‘ଗୋଲ୍ଡେନ ଫିଦର’ ଷ୍ଟାର୍ଟଅପ୍‌ ମାଧ୍ୟମରେ ସେ ଏହା କରୁଛନ୍ତି…

ଏଇ ଭାରତରେ

ପାଞ୍ଚ ଦିନର ପ୍ରଶିକ୍ଷଣ ପରେ ସଫଳତା ଆକାଶଛୁଆଁ। ଏକଥା ବିଶ୍ୱାସ କରି ହେଉ ନ ଥିଲେ ବି ସତ। ରାଜସ୍ଥାନର ଗୌରବ ପଚୌରି ମୁକ୍ତା ଚାଷ ସମ୍ପର୍କରେ ୫ ଦିନ ପ୍ରଶିକ୍ଷଣ ନେବା ପରେ ୨୧ ମାସରେ ୫୫ ଲକ୍ଷ ଟଙ୍କା…

ଭକ୍ତ ପାଇବେ ସୁରକ୍ଷା

ଡ. ଗୌରୀଶଙ୍କର ସାହୁ     “ମହାପ୍ରଭୁ ଜଗନ୍ନାଥଙ୍କୁ ସ୍ମରଣ କରିବାବେଳେ ଅନୁଭବ ହୁଏ, ସେ ଗରିବଙ୍କ ଠାକୁର।“ ନବନିର୍ମିତ ସେଣ୍ଟ୍ରାଲ ହଲ୍‌ରେ ନବନିର୍ବାଚିତ ସାଂସଦମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଇକଥା କହିଥିଲେ। ଏଥର ଜୟଶ୍ରୀରାମ ନୁହେଁ ବରଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri