ସମ୍ପାଦକୀୟ

ଖୋଜିଲେ ଖୋଜିବେ

ଭାରତରେ ମାନବ ଅଧିକାର ଓ ନାଗରିକ ସ୍ବାଧୀନତା ଉପରେ ୟୁରୋପୀୟ ଦେଶ, କେତେକ ଅନ୍ତଃରାଷ୍ଟ୍ରୀୟ ସୂଚକାଙ୍କ ତଥା ଆମେରିକା ତୀକ୍ଷ୍‌ଣ ନଜର ରଖିଛନ୍ତି। ନିକଟରେ ୟୁନାଇଟେଡ୍‌ ଷ୍ଟେଟ୍‌ସ ଡିପାର୍ଟମେଣ୍ଟ ଅଫ୍‌ ଷ୍ଟେଟ୍‌ସ (ଆମେରିକା ପରରାଷ୍ଟ୍ର ବିଭାଗ) ଦ୍ୱାରା ପ୍ରକାଶିତ ୟୁଏସ୍‌ ମାନବ…

ଦୁବାଇ ବନ୍ୟା ଓ ଜଳବାୟୁ

ଭୟଙ୍କର ମରୁଝଡ଼ ଓ ବନ୍ୟାର ପ୍ଲାବନରେ ସୌନ୍ଦର୍ଯ୍ୟମୟୀ ଦୁବାଇ ସହର ଏପ୍ରିଲ୧୬ରେ ନିମିଷକ ମଧ୍ୟରେ ଅନୁଭବ କଲା ଧ୍ବଂସର ତାଣ୍ଡବ। ନଭଶ୍ଚୁମ୍ବୀ ଅଟ୍ଟାଳିକା ଏବଂ ବିଳାସପୂର୍ଣ୍ଣ ଭିତ୍ତିଭୂମି ପାଇଁ ପ୍ରସିଦ୍ଧ ଏହି ସହର ଅପ୍ରତ୍ୟାଶିତ ଭାବେ ପ୍ରଚଣ୍ଡ ବର୍ଷାର ପ୍ରଭାବରେ ବିପର୍ଯ୍ୟସ୍ତ…

ଏକ ଦିବ୍ୟ ପ୍ରତିଶ୍ରୁତିର ସ୍ମାରକୀ

ଦିବ୍ୟଜନନୀ ଶ୍ରୀମା ୨୯ ମାର୍ଚ୍ଚ, ୧୯୧୪ରେ ତପୋଭୂମି ପଣ୍ଡିଚେରୀରେ ପ୍ରଥମେ ପଦାର୍ପଣ କରି ସେହିଦିନ ଅପରାହ୍ନ ପ୍ରାୟ ୩.୩୦ ମିନିଟ୍‌ ସମୟରେ ତାଙ୍କର ଆରାଧ୍ୟ ତଥା ବହୁ ଆକାଂକ୍ଷିତ ପରମପ୍ରଭୁ ଋଷି ଶ୍ରୀଅରବିନ୍ଦଙ୍କୁ ଦର୍ଶନ କଲେ, ଇତିହାସର ବିଡମ୍ବନା ଯେ, ପ୍ରଥମ…

ଏଇ ଭାରତରେ

ପୋଲିସ ଚାକିରିର ବ୍ୟବସ୍ଥା ଭିତରୁ ସମୟ ବାହାର କରି ଦିଲ୍ଲୀର କନ୍‌ଷ୍ଟେବଲ ଥାନ୍‌ ସିଂ ଗରିବ ପିଲାମାନଙ୍କୁ ମାଗଣାରେ ପଢାଉଛନ୍ତି। ପ୍ରଥମେ ସେ ଏଭଳି ୫ ଜଣ ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ଏବେ ସେ ୧୦୫ ଜଣ ପିଲାଙ୍କୁ ପଢ଼ାଉଛନ୍ତି।…

ଏଇ ଭାରତରେ

ଗୁଆଗଛର ବ୍ୟବସାୟିକ ଦିଗକୁ ଭଲ ଭାବେ ଠାବ କରିଛନ୍ତି କର୍ନାଟକର ସୁରେଶ ଏସ୍‌.ଆର୍‌। ସେ ଓ ତାଙ୍କ ସ୍ତ୍ରୀ ମୈଥିଲି ମିଶି ଗୁଆଗଛରୁ ଏକ ପ୍ରକାର ପରିବେଶ ଉପଯୋଗୀ ତଥା ବିଘଟନଯୋଗ୍ୟ ଭେଗାନ ଲେଦର (ଗଛରୁ ପ୍ରସ୍ତୁତ ଶୁଦ୍ଧ ଚମଡ଼ା) ପ୍ରସ୍ତୁତ…

ବିଶେଷଣ ଭେଳିକି

ଧ୍ରୁବ ଚରଣ ଘିବେଲା ସତର ପରିଭାଷା ଯଦି ସମାଲୋଚନା, ତେବେ ମିଛର ପରିଭାଷା କ’ଣ ହୋଇପାରେ? ଯାହାଙ୍କ ଭାଷାରେ ସତ ହୁଏ ସମାଲୋଚନା, ସେଇମାନଙ୍କ ତୁଣ୍ଡରେ ମିଛ ବୋଧେ ପ୍ରଶଂସାସୂଚକ ନିଶ୍ଚୟ। ମିଛ ସବୁବେଳେ, ସବୁ କାଳେ ମିଠା ବୋଲି ମିଛମୁହାଁ…

ଓଡ଼ିଆ ଜାତି ଓ ପୋଥି ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ ଆମ ଦେଶରେ କାଗଜ ପ୍ରଚଳନ ପୂର୍ବରୁ ତାଳପତ୍ର ଥିଲା ଏକ ପ୍ରମୁଖ ଲିଖନ ସାମଗ୍ରୀ। ସେତେବେଳେ ଲୌହ ଲେଖନୀ ଦ୍ୱାରା ତାଳପତ୍ରରେ ଲିପିବଦ୍ଧ ହୋଇଥିଲା ଆମ ସିଦ୍ଧସାହିତ୍ୟ, ଲୋକସାହିତ୍ୟ, ବୌଦ୍ଧସାହିତ୍ୟ, ତନ୍ତ୍ର ସାହିତ୍ୟ ତଥା ରାମାୟଣ…

ଜୀବନକୁ ପାଣିଛଡ଼ାଇ

ଚଳିତ ମାସ ୧୯ ତାରିଖରେ ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ ୮ ଜଣଙ୍କ ପ୍ରାଣହାନି ଘଟିଯାଇଛି। ଛତିଶଗଡ଼ ଅତର୍ଲିଆ ଗ୍ରାମର ପ୍ରାୟ ୫୦ ଯାତ୍ରୀ ବରଗଡ଼ ଜିଲା ଅମ୍ବାଭୋନାସ୍ଥିତ ପଥରସେନିକୁ ପିକ୍‌ନିକ କରିବାକୁ ଆସି…

ଏଇ ଭାରତରେ

ପିଲାମାନଙ୍କୁ ପରୀକ୍ଷାରେ ଭଲ ନମ୍ବର ଆଣିବାକୁ ଅଭିଭାବକ କହିଥାନ୍ତି ଓ ଚାପ ବି ପକାନ୍ତି। ପ୍ରତିକ୍ରିୟାରେ ପିଲାମାନେ ବେଳେବେଳେ ଚାପଗ୍ରସ୍ତ ହୋଇଯାନ୍ତି। କିନ୍ତୁ ଏଭଳି କ୍ଷେତ୍ରରେ ପିଲାମାନେ ନିଜକୁ କେବେ ମାତାପିତାଙ୍କ ସହ ତୁଳନା କରିବା ଦେଖିଛନ୍ତି! ହେଲେ ଏମିତି ଏକ…

କ୍ଷେପଣାସ୍ତ୍ର ଅଗ୍ନି-୫

ପ୍ର. ରମେଶ ଚନ୍ଦ୍ର ପରିଡ଼ା   ମାନବିକତାର ସର୍ବଶ୍ରେଷ୍ଠ ସ୍ବରୂପ ପ୍ରକଟିତ ହୋଇଥାଏ ‘ବସୁଧୈବ କୁଟୁମ୍ବକମ୍‌’ ଚିନ୍ତାଧାରାରେ। ଆଜିର ଧ୍ୱଂସମୁଖୀ ବିଶ୍ୱକୁ ଏହାହିଁ କେବଳ ଦେଇପାରନ୍ତା ସୁରକ୍ଷା। କିନ୍ତୁ ବଡ଼ ପରିତାପର ବିଷୟ ଯେ ନିଜକୁ ପ୍ରଜ୍ଞାବାନ୍‌ ମନେକରୁଥିବା ମଣିଷ ଏବେ…

ନିର୍ବାଚନୀ ଇସ୍ତାହାର: ଏକ ଦୃଷ୍ଟିପାତ

ସୌଭାଗ୍ୟ ସୁନ୍ଦରରାୟ   ଅଷ୍ଟାଦଶ ଲୋକ ସଭା ନିର୍ବାଚନ ପାଇଁ ଇତିମଧ୍ୟରେ ବିଭିନ୍ନ ରାଜନୈତିକ ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି। ସେଥିମଧ୍ୟରୁ ପ୍ରମୁଖ ଦଳ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଭାରତୀୟ ଜାତୀୟ କଂଗ୍ରେସ(ଆଇଏନ୍‌ସି)ର ଇସ୍ତାହାର ବିଶ୍ଳେଷଣ ନିମନ୍ତେ ବିଶେଷ…

ପିଲାଙ୍କ ସ୍ୱାସ୍ଥ୍ୟ

ନେସ୍‌ଲେ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ବିଭିନ୍ନ ଦେଶରେ ଭିନ୍ନ ପ୍ରକାରର ଶିଶୁ ଖାଦ୍ୟ ପ୍ରସ୍ତୁତ କରୁଛି । ଏହାକୁ ଆଧୁନିକ ଭାଷାରେ ‘କର୍ପୋରେଟ୍‌ ରେସିଜିମ୍‌’ ବା ବ୍ୟବସାୟିକ ବର୍ଣ୍ଣବୈଷମ୍ୟବାଦ କୁହାଯାଉଛି। କାରଣ ଗରିବ ଏସୀୟ ଓ ଆଫ୍ରିକୀୟ ଦେଶର ପିଲାମାନଙ୍କ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri