ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ
ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର ପ୍ରଜା ବୋଲି ଗଣିଥାଏ। ଏଭଳି ଆକ୍ରମଣ ଦେଶର ଅର୍ଥନୈତିକ ତଥା ରାଜନୈତିକ ବ୍ୟବସ୍ଥାକୁ ନିୟନ୍ତ୍ରଣକରି…
ଅବକ୍ଷୟମୁଖୀ ଜାତୀୟ ଚରିତ୍ର
ଯଦି ଆମେ ଜାତୀୟ ଚରିତ୍ର ଉପରେ ଆଲୋକପାତ କରିବା ତେବେ ଆମର ଦୃଶ୍ୟପଟରେ ସ୍ବାଧୀନତା ପୂର୍ବର ସ୍ବାଧୀନତା ସଂଗ୍ରାମୀଙ୍କ ଚରିତ୍ର, ମୌଳିକ ଆଦର୍ଶ, ତ୍ୟାଗ, ତିତିକ୍ଷା, ସ୍ବାବଲମ୍ବନଶୀଳତା ଓ ନୈତିକ ମୂଲ୍ୟବୋଧର ପ୍ରତିଷ୍ଠା ସ୍ବତସ୍ଫୂର୍ତ୍ତ ଭାବରେ ହୃଦୟରେ ଜାଗିଉଠେ। ସ୍ବାଧୀନତା ସଂଗ୍ରାମରେ…
୨୦୨୫-ସଂସ୍କାରର ବର୍ଷ
ଭାରତ ବିଶ୍ୱ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଆମ ଲୋକଙ୍କର ଅଭିନବ ଚିନ୍ତାଧାରା କାରଣରୁ ଏହା ସମ୍ଭବ ହୋଇପାରିଛି। ଆଜି ଦୁନିଆ ଭାରତକୁ ଆଶା ଓ ଭରସାପୂର୍ଣ୍ଣ ଦୃଷ୍ଟିରେ ଦେଖୁଛି। ପରବର୍ତ୍ତୀ ପିଢ଼ିର ସଂସ୍କାରକୁ ନେଇ ଭାରତର ଦ୍ରୁତ ପ୍ରଗତିକୁ ସାରା…
ରଙ୍ଗ ବଦଳୁଛି
ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର ବଡ଼ କ୍ଷତି ହେଉଥିଲେ ମଧ୍ୟ ଅନେକେ ସେଥିପ୍ରତି ଧ୍ୟାନ ଦେଇ ନ ଥାଆନ୍ତି। ଯେତେବେଳେ…
ଏଇ ଭାରତରେ
ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି ଏହି ପରିବାର ସମ୍ପୂର୍ଣ୍ଣ ମାଗଣାରେ ମହିଳାମାନଙ୍କୁ ସିଲେଇ, କମ୍ପ୍ୟୁଟର ଆଦି ଶିକ୍ଷା ଦେଉଛନ୍ତି। ଶ୍ରୀବବୁଲ…
ଉତ୍ସବ ଓ ଭାଷଣ
ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର ବିତରଣ ଉତ୍ସବ, ବାର୍ଷିକ ଉତ୍ସବ। ପାଠପଢ଼ା ନାହିଁ। ଗୀତ ଓ ନାଚକୁଦରେ ସ୍କୁଲହତା ଦୁଲୁକୁଛି।…
ପେନ୍ସନ୍ଭୋଗୀଙ୍କ ଆଶଙ୍କା
ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍ସନଭୋଗୀଙ୍କ ପେନ୍ସନ୍ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ। ଏଥିପାଇଁ କେତେଜଣ ଏହାକୁ କୌଣସି ନ୍ୟାୟାଳୟ ଆଦେଶର ଉଲ୍ଲଂଘନ ବୋଲି କହୁଥିବା ବେଳେ କେହି…
ନୀରବ ଘାତକ
ବାୟୁ ପ୍ରଦୂଷଣ କୋଭିଡ୍ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ ସମନ୍ବିତ ପଦକ୍ଷେପ ନିଆ ନ ଗଲେ ପ୍ରତି ବର୍ଷ ଏହି ସ୍ଥିତି ଆହୁରି ସଙ୍ଗିନ…
ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ ନିଶ୍ଚୟ ଛବି ହେଉ ବା ୟୁଟ୍ୟୁବ ମାଧ୍ୟମରେ ସନ୍ଦର୍ଶନ କରିଥିବେ। ଏବେ ଓଟ…
Archives


