ରାଲିରେ ବୈଷୟିକ ତ୍ରୁଟି
ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା ଏତେ ଗମ୍ଭୀର ଥିଲା ଯେ, ବରିଷ୍ଠ ଆଇଏଏସ୍ ଅଧିକାରୀ ଅର୍ଚ୍ଚନା ସିଂହଙ୍କୁ ସୂଚନା…
ସ୍ବାର୍ଥ ଓ ପରମାର୍ଥ
ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ ହେଉଛନ୍ତି ସ୍ବାର୍ଥୀ। ସ୍ବାର୍ଥ ପୂରଣ ହୋଇଗଲେ ସେମାନେ ଦୂରେଇ ଯିବେ। ସେମାନଙ୍କ ମତରେ…
ତିରୁପତିରେ ଉତ୍କଳ ପୀଠ
ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ ପ୍ରତିଷ୍ଠାପିତ ହୋଇଛି। ତିରୁପତିସ୍ଥିତ ଶ୍ରୀଭେଙ୍କଟେଶ୍ୱର ବାଲାଜୀଙ୍କ ଦିବ୍ୟ କ୍ଷେତ୍ରରେ ଥିବା ରାଷ୍ଟ୍ରୀୟ ସଂସ୍କୃତ…
ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ
ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ କରି ଗ୍ରୀନ୍ଲାଣ୍ଡ୍ ଏବଂ ଡେମୋକ୍ରାଟିକ୍ ରିପବ୍ଲିକ ଅଫ୍ ଦି କଙ୍ଗୋ (ଡିଆର୍ସି)ରୁ ୟୁକ୍ରେନ୍…
ଦୁଇ ଭିନ୍ନ ଦେଶ
ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ ସବୁଠୁ ମହତ୍ତ୍ୱପୂର୍ଣ୍ଣ ଦେଶ, ଯାହା ଏକ ସଭ୍ୟତାକୁ ଗ୍ରହଣ କରିଥିଲା। ଭାରତର ସର୍ୱପ୍ରଥମେ…
ଇନ୍ଧନ ଓ ରନ୍ଧନ ସଙ୍କଟ
ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ), କାତାର ଏପରି କି ଓମାନ୍ ଉପରେ ଇରାନ…
ନେପାଳରେ ଯୁବ ନେତୃତ୍ୱ
ଜୁନ୍ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହି ହତ୍ୟା ପୂର୍ବରୁ ମଧ୍ୟ ନେପାଳ ସରକାରରେ ସ୍ଥିରତା ନ…
ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ
ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର ସଫଳତା ଅନେକାଂଶରେ ଫିକା ପଡିଯାଇଛି। ଗୋଟେ ଶିକ୍ଷାନୁଷ୍ଠାନ ଅନ୍ୟର ଉତ୍ପାଦକୁ ନିଜର କହିବା…
ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି
ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ ବିଶ୍ବରେ ପ୍ରାୟ ଏକ ତୃତୀୟାଂଶ ମହିଳା ବା ୮୪ କୋଟି ଲିଙ୍ଗଜନିତ ହିଂସାର…
ପିଲାଙ୍କ ସଂସ୍କାର
ଗୋଟେ ଛୋଟ ଅଥଚ ଜନଗହଳିପୂର୍ଣ୍ଣ ଛକରେ ମୋର ଗାଡ଼ି ପାର୍କିଂ କଲାବେଳେ ସେଠି ଥିବା ଗୋଟେ ସ୍କୁଟରର ପାଖାପାଖି ଚାଲି ଆସିଲା। ସ୍କୁଟର ଉପରେ ବସିଥିବା ଝିଅଟିଏ ଧକ୍କା ହୋଇଯିବା ଆଶଙ୍କାରେ ଡରିଯାଇ ଓହ୍ଲାଇ ପଡିଲା ବେଳକୁ ତଳେ ପଡ଼ିଗଲା। ଝିଅଟି…
ପୁରସ୍କାର ଓ ପ୍ରବଞ୍ଚନା
ଏହି ନିକଟରେ ଦିଲ୍ଲୀରେ ଉଦ୍ଯାପିତ ହୋଇଯାଇଛି ଏଆଇ କମ୍ପାକ୍ଟ ସମିଟ୍ ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ସମ୍ପର୍କିତ ଶିଖର ସମ୍ମିଳନୀ। ବିଶ୍ବର କୋଡ଼ିଏଟି ରାଷ୍ଟ୍ରର ଶାସନମୁଖ୍ୟ ତଥା ପାଞ୍ଚଶହରୁ ଊଦ୍ଧର୍ବ ଏଆଇ ବିଶେଷଜ୍ଞଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମ୍ମିଳନୀ ଥିଲା ଭାରତ…
ଅସୁନ୍ଦର ସ୍ଥିତି
ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପୁଜିଥିବା ଯୁଦ୍ଧ ଇତିମଧ୍ୟରେ ଏକ ସପ୍ତାହ ପୂରଣ କଲାଣି। ଏଭଳି ତୀବ୍ର ଆଧୁନିକ ଯୁଗର ଯୁଦ୍ଧରେ ଏହା ଦୀର୍ଘସମୟ ବୋଲି କୁହାଯାଉଛି, ବିଶେଷକରି ଯେହେତୁ ଆମେରିକା ସମ୍ପୃକ୍ତ ଅଛି। କେବଳ…
Archives


