ସମ୍ପାଦକୀୟ

ଆପଣଙ୍କ ବୟସ କେତେ

ରାତିର ଗଭୀର ଅନ୍ଧକାର। ଗୋଟିଏ ଷ୍ଟ୍ରିଟ୍‌ଲାଇଟ୍‌ ତଳେ ଜଣେ ବୃଦ୍ଧ ବ୍ୟାକୁଳ ହୋଇ କିଛି ଖୋଜୁଥିଲେ। ସେହି ବାଟ ଦେଇ ଯାଉଥିବା ଜଣେ ଯୁବକ ତାଙ୍କୁ ଦେଖି ପଚାରିଲା, ଆଜ୍ଞା, କ’ଣ ଖୋଜୁଛନ୍ତି? ମୁଁ କିଛି ସାହାଯ୍ୟ କରିପାରିବି କି?ବୃଦ୍ଧ ଜଣକ…

ଆମେ କେମିତି ପୃଥିବୀକୁ ଦେଖୁଛୁ

ଏକଦା ମଣିଷ ଜାଣୁ ନ ଥିଲା ପୃଥିବୀ କେତେ ବଡ଼। ସେ ଜାଣୁଥିଲା କେବଳ ନିଜ ଗାଁ, ନଦୀ, ପାହାଡ଼, ଜଙ୍ଗଲ ଓ ଚାଷଭୂଇଁ । ତା’ପରେ ଦିନେ ମାଟି ଉପରେ ଏକ ରେଖା ଟାଣି ସେ କହିଲା ଏଇଟା ମୋର…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ ନେବା ଏକ ଯନ୍ତ୍ରଣାଦାୟକ ସତ୍ୟକୁ ସାମ୍ନାକୁ ଆଣୁଛି। ମେହେଟ୍ଟାଙ୍କ କ୍ୟାରିୟର ଅତ୍ୟନ୍ତ ସଫଳ…

ଏଇ ଭାରତରେ

ଦେବେନ୍ଦ୍ର କୁମାରଙ୍କ ଜୀବନ ସଂଘର୍ଷ ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କୁ ମାତ୍ର ୨ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇଗଲା। ସେତେବେଳେ ଦେବେନ୍ଦ୍ରଙ୍କ ପାଖରେ ରହିଗଲା ମାତ୍ର ୩ ଦିନର ଭଉଣୀ। ଦିଲ୍ଲୀର ଏକ ବସ୍ତିରେ ଏହି ଅସହାୟ ଭଉଣୀଭାଇଙ୍କୁ…

ସମୟ-ସମାଜ-ମଣିଷ

ଏହି ସଂସାରରେ ସମୟ, ସମାଜ ଏବଂ ମଣିଷ ଏହି ତିନୋଟି ଗୋଟିଏ ସୂତାରେ ବନ୍ଧା ହୋଇଥିବା ଫୁଲ ଭଳି। ସମୟ କାହାରିକୁ ଅପେକ୍ଷା କରେନାହିଁ। ଏହା ନିରନ୍ତର ଗତିଶୀଳ। ଅତୀତରୁ ବର୍ତ୍ତମାନ ଏବଂ ବର୍ତ୍ତମାନରୁ ଭବିଷ୍ୟତ ଆଡ଼କୁ ସମୟର ଯେଉଁ ଯାତ୍ରା…

ବିଭାଜିତ ବିଶ୍ୱ ବ୍ୟବସ୍ଥା

ପଚିଶବର୍ଷ ପୂର୍ବେ, ପୃଥିବୀର ଗତିପଥ ବଦଳିଯାଇଥିଲା। ପ୍ରାୟ ନୂତନ ସହସ୍ରାବ୍ଦୀର ସେହି ପ୍ରାରମ୍ଭିକ ସମୟରେ ଆମେରିକା ଏବଂ ରୁଷିଆରେ ନୂଆ ରାଷ୍ଟ୍ରପତି କ୍ଷମତାକୁ ଆସିଥିଲେ। ହେଲେ ୧୧ ସେପ୍ଟେମ୍ବର ୨୦୦୧ରେ ଆମେରିକା ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉଭୟ ଦେଶର ଗତିପଥକୁ…

ଆର୍ଥିକ କ୍ଷମତା ଓ ପ୍ରତିଭା

ଭାରତ ଭଳି ବିକାଶଶୀଳ ଦେଶରେ ଶିକ୍ଷାକୁ ସର୍ବଦା ରାଷ୍ଟ୍ର ଗଠନର ସବୁଠାରୁ ବଡ଼ ମାଧ୍ୟମ ବୋଲି ବିଚାର କରାଯାଇଛି । ହେଲେ ବିଡମ୍ବନାର ବିଷୟ , ଏବେ ଭାରତରେ କାର୍‌ କିଣିବା ସହଜ ହେଉଥିବାବେଳେ ଉଚ୍ଚ ଶିକ୍ଷା ପାଇବା କଷ୍ଟସାଧ୍ୟ ଓ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ମାର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ ପଦ୍ମଫୁଲ ଆକାରର ପୋଖରୀ ଦେଖିବାକୁ ମିଳେ। କିନ୍ତୁ ପୋଖରୀରେ କୌଣସି ଫୁଲ ଫୁଟି…

ଗଣତନ୍ତ୍ର ଓ ରାଜନୀତି

ଭାରତୀୟ ସମାଜର ଧାରା, ଦର୍ଶନ, କ୍ରିୟାକଳାପ, ପାଶ୍ଚାତ୍ୟ ଧାରାରୁ ସମ୍ପୂର୍ଣ୍ଣ ଅଲଗା। ଭାରତୀୟ ସମାଜ ବ୍ୟଷ୍ଟିତନ୍ତ୍ର ଆଧାରରେ ଅଧିଷ୍ଠିତ। ପ୍ରାଚୀନ ଯୁଗରେ ମୁନି ଋଷିମାନଙ୍କ ବ୍ୟକ୍ତିଗତ ସତ୍ତା କେବଳ ଜଗତର ମଙ୍ଗଳ ନିମନ୍ତେ ନିୟୋଜିତ ହେଉଥିଲା। ସେଇ ଆଦର୍ଶରେ ସମାଜରେ ପ୍ରତ୍ୟେକ…

ବିଦେଶୀ ଅନୁଦାନ ବିନିଯୋଗ ଅଧିନିୟମ

ବିଭିନ୍ନ ଗୋଇନ୍ଦା ଓ ଅର୍ଥନୈତିକ ଅପରାଧ ନିୟନ୍ତ୍ରଣ ସଂସ୍ଥାର ତଥ୍ୟାନୁସାରେ ଭାରତରେ କାର୍ଯ୍ୟ କରୁଥିବା କିଛି ବେସରକାରୀ ଅନୁଷ୍ଠାନ, ସ୍ବୟଂସେବୀ ସଂସ୍ଥା ଓ ଦାତବ୍ୟ ପ୍ରତିଷ୍ଠାନଗୁଡ଼ିକ ବିଦେଶରୁ ଆଣୁଥିବା ଆର୍ଥିକ ଅନୁଦାନକୁ ବିଭିନ୍ନ ସମାଜସେବା (ଶିକ୍ଷା, ସ୍ବାସ୍ଥ୍ୟ, ପରିବେଶ ସୁରକ୍ଷା, ପ୍ରାକୃତିକ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ଏଇ ଭାରତରେ

ଆଇଏଏସ୍‌ ଅଧିକାରୀ ଆର୍ମଷ୍ଟ୍ରଙ୍ଗ ପାମେ ମଣିପୁର ତାମେଙ୍ଗଲଙ୍ଗ ଜିଲାର ତୌସେମ୍‌ରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ ଭାବେ ୨୦୧୨ରେ ଯୋଗଦେବା ପରେ ନିଜେ ପାଣ୍ଠି ଯୋଗାଡ଼ କରି ଏକ ରାସ୍ତା ନିର୍ମାଣ କରିଥିଲେ। ସେହି ରାସ୍ତା ଥିଲା ତାମେଙ୍ଗଲଙ୍ଗ-ହାଫଲଙ୍ଗକୁ ସଂଯୋଗ କରୁଥିବା ୧୦୦ କିଲୋମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?