ସମ୍ପାଦକୀୟ

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ଏହି ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସ୍ଥାନୀୟ ଅଞ୍ଚଳର ପୁରୁଣା…

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ ପ୍ରାର୍ଥୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଖଣ୍ଡେ ମାତ୍ର ଭୋଟ ଅଧିକ ପାଇଲେ ସେ ନିର୍ୱାଚିତ ହେଲେ…

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି ଶେଷ ପ୍ରାଣୀ। ମଣିଷ ଆସିବା ପରେ ପ୍ରକୃତି କ୍ରମଶଃ ପତନ ଅଭିମୁଖୀ ହୋଇଛି…

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି ଏବଂ ତାହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ବହୁ ସଂଖ୍ୟକ ଭାରତୀୟ ଚାହୁଁଛନ୍ତି।…

ସ୍ବାସ୍ଥ୍ୟ ଓ ଜୀବନଶୈଳୀ

ପିଲାବେଳର ପାଠ କିଛି ମନେ ଥାଉ କି ନ ଥାଉ, ଏଇ ପଦଟି ସମସ୍ତଙ୍କର ମନେଥିବ – ‘ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ’। ତା’ ସହିତ ଆଉ ଗୋଟିଏ କଥା ବି ମନେଥିବ – ‘ସ୍ବାସ୍ଥ୍ୟ ହିଁ ସମ୍ପଦ’।…

୨୦୨୬ର ଚିନ୍ତା

୨୦୨୬ ଦେଶର ରାଜନୈତିକ ଦଳ ଓ ସରକାର ପାଇଁ ବ୍ୟସ୍ତବହୁଳ ହେବା ଅବଶ୍ୟମ୍ଭାବୀ। ଆସାମ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡ଼ୁଚେରୀରେ ଆଲୋଚ୍ୟ ବର୍ଷରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପଶ୍ଚିବଙ୍ଗରେ ଶାସନ କ୍ଷମତା ଗତ ୧୦ବର୍ଷ ଧରି…

କାର୍ଯ୍ୟରେ ବିଳମ୍ବ

ଜମି ବିବାଦ ଦେଖାଦେଲେ ସରକାରୀ କାମଗୁଡ଼ିକର ସମୟସୀମା ଗଡ଼ିଚାଲେ। ଠିକାଦାର ବିଳମ୍ବ କରନ୍ତି କିମ୍ବା ଏଥିରେ ଜଡ଼ିତ ବିଭାଗଗୁଡ଼ିକ ନିଜ ମୁଣ୍ଡରୁ ଦୋଷ ଖସାଇବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଏଥର ମେସେଜ ପରଦା ପଛର ଘଟଣାକୁ ସାମ୍ନାକୁ ଆଣିଛି। ‘ବୁଝାଇବା ବନ୍ଦ…

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ ଚଳନ୍ତାନି! ବ୍ୟସ୍ତ ହେବାର ଆବଶ୍ୟକତା କାହିଁକି। କିନ୍ତୁ ବ୍ୟସ୍ତ ଥିବା ମଣିଷଟି ମଧ୍ୟରେ ନିଜକୁ…

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ପସନ୍ଦ କରୁ ନ ଥିଲେ। ହୁଏତ ଆପଣମାନେ କହିପାରନ୍ତି କି ବେଶି ପାଠ ପଢ଼ାପଢ଼ି…

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା ହେଉଛି, ବିଶ୍ୱରେ ଉଭୟ ଆମେରିକା ଓ ଚାଇନାର ଆଧିପତ୍ୟ ଅତ୍ୟନ୍ତ କ୍ଷତିକାରକ ହୋଇଛି। ଆମେରିକାର…

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା ଆଣିବା ଦେଖାଯାଏ। ଲୋକମାନେ ବଜାରକୁ ପରିବା କିଣିବାକୁ ଯିବା ସମୟରେ ବ୍ୟାଗ୍‌ ନେବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri