ସମ୍ପାଦକୀୟ

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ ଚଳଣିରେ ମାନସିକ ପ୍ରସୂତ ଏକକ ସାମାଜିକ ପ୍ରଥା, ପରମ୍ପରା ପ୍ରଚଳିତ ନୁହେଁ, ଯଦିଓ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ କାର୍ଯ୍ୟ କରୁଥିଲେ। ସେଠାରୁ ଫେରି ମଧୁସୂଦନ ଦାସ ସମବାୟ ଅନୁଷ୍ଠାନମାନ ପ୍ରତିଷ୍ଠା କରି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ ରେଫ୍‌ରି ରେଡ୍‌ କାର୍ଡ ଦେଖାଇଲା ବେଳକୁ ଖେଳାଳି ଜଣଙ୍କ ତାଙ୍କୁ ଟ୍ରମ୍ପ୍‌ କାର୍ଡ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍‍ ପଡ଼ିଲା। ପରବର୍ତ୍ତୀ ସମୟରେ…

ଏଇ ଭାରତରେ

ଅବସର ଜୀବନ ଶେଷ ନୁହେଁ। ଏହାପରେ ନିଜେ ଭଲ ପାଉଥିବା ଯେକୌଣସି ବୃତ୍ତିକୁ ଆପଣାଇ ପୁନର୍ବାର ରୋଜଗାର କରିବା ସହ ଏକ ସୁସ୍ଥ ଓ ଚଳଚଞ୍ଚଳ ଜୀବନ ଜିଇବା ସମ୍ଭବ ହେବ। ଏଭଳି ଜୀବନ ଅତିବାହିତ କରୁଛନ୍ତି କେରଳର ଅବସରପ୍ରାପ୍ତ ଖେଳ…

ମଣିଷକୃତ ବିପର୍ଯ୍ୟୟ

ପର୍ଯ୍ୟାୟକ୍ରମେ ଘଟୁନଥିବା ବିପଦକୁ ବିପର୍ଯ୍ୟୟ କୁହାଯାଏ। ଆଗକାଳରେ ଆଗରୁ ତାହା ଜାଣିହେଉନଥିଲା ବୋଲି ପର୍ଯ୍ୟାୟ-ହୀନ ବା ବିପର୍ଯ୍ୟୟ କୁହାଯାଉଛି। ତାହା ଯଦି ଭୌଗୋଳିକ କାରଣରୁ ଘଟିଥାଏ, ତାକୁ ପ୍ରାକୃତିକ ବିପର୍ଯ୍ୟୟ କୁହାଯାଏ । ମଣିଷର ଅବହେଳାରୁ ବିପଦ ଘଟିଲେ ତାକୁ ମାନବକୃତ…

ଚାକିରିଆ ମାନସିକତା

ମୁଁ ପାଠ ପଢ଼ିବି। ବଡ଼ ମଣିଷ ହେବି। ବଡ଼ ଚାକିରି କରିବି। ବେସରକାରୀ ଚାକିରି ନୁହେଁ, କେବଳ ସରକାରୀ ଚାକିରି। ସମସ୍ତଙ୍କ ମୁହଁରେ ଏଇ ଗୋଟିଏ କଥା। ଇଏ ହେଲା ବର୍ତ୍ତମାନ ଯୁବ ସମାଜର ସ୍ବର। ଚାକିରି ବିନା ସେମାନଙ୍କୁ ଆଉ…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ କରିଆସୁଛନ୍ତି। ତାଙ୍କର ଏହି ଯାତ୍ରା ଆରମ୍ଭ ହୁଏ ୧୯୯୨ରେ। ତା’ ପରେ ରେଡ୍ଡୀ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ ଏଇ କାଂସ୍ୟ ମୂର୍ତ୍ତିଟି, ଯାହାକୁ ‘ନୃତ୍ୟରତା ବାଳିକା’ ଭାବରେ ନାମିତ କରାଯାଇଛି, ତା’ରି…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କରୁଛେ। ତାଙ୍କ ଜୀବନ ସାହସ ଏବଂ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି ଅନେକ ଅର୍ଥନୈତିକ କାର୍ଯ୍ୟର ପରିସର ବୃଦ୍ଧି କରିବା ପାଇଁ ସୁବିଧା କରାଯାଇଛି। ସେହିଭଳି…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ। ଏହା ସହ ପାଣିମାଡ଼କୁ ସାମୟିକ ସମାଧାନ ବୋଲି ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ସୂଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?