ସମ୍ପାଦକୀୟ

ବଜେଟରେ ସାଧାରଣ ଜନତା

ଜୁଲାଇ ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିଥିଲେ। ପୂର୍ବଥର ଭଳି ବଜେଟ ଏଥର ଦେଶର ସାଧାରଣ ଜନତା ବିଶେଷ କରି କୃଷକ, ଶ୍ରମିକ, ଯୁବକ, ମହିଳା ଏପରିକି ମଧ୍ୟବିତ୍ତ ଶ୍ରେଣୀକୁ ନିରାଶ କରିଛି। ବଜେଟରେ ଦେଶର ଅର୍ଥନୈତିକ…

ଇସ୍ତଫା ପଛର କାରଣ

ଜଣେ ଆଇଏଏସ୍‌ ପ୍ରୋବେସନରଙ୍କ ନକଲି ସାର୍ଟିଫିକେଟ୍‌କୁ ନେଇ ହୋଇଥିବା ଘୋଟାଲା ପରେ ୟୁପିଏସ୍‌ସି ଅଧ୍ୟକ୍ଷ ଡ. ମନୋଜ ସୋନି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଗୁଜବ ସୃଷ୍ଟି ହୋଇଛି। କିନ୍ତୁ ସୋନି ପ୍ରାୟ ୧ମାସ ପୂର୍ବରୁ ଇସ୍ତଫା ଦେଇଥିବା ବିଷୟ…

ଅସ୍ତମିତ ଅସ୍ମିତା

ଦୁବଂଶ ଧ୍ବଂସ ମୂଳରେ ଥିଲା କୋକୁଆ। ବାସ୍ତବରେ କୋକୁଆର ସ୍ବରୂପ କେହି ଦେଖି ନ ଥିଲେ। କୋକୁଆ କୌଣସି ଜୀବ ବା ଜୀବାଣୁ ନ ଥିଲା। ଜନମୁଖରେ କେବଳ କୋକୁଆ ଶୁଭୁଥିଲା। ପରସ୍ପର ମଧ୍ୟରେ କୋକୁଆ କୋକୁଆ ଶବ୍ଦ ସହ ଗଣ୍ଡଗୋଳ…

ଭଙ୍ଗା ପୋଲର ଆତ୍ମକଥା

ହେଉଛି ଭଙ୍ଗା ପୋଲ। ନାମକରଣ ହେବା ପରେ ପରେ ମୁଁ ଭାଙ୍ଗିଗଲି, ସେଥିପାଇଁ ମୋତେ ମୋ ନାମରେ କେହି ଜାଣନ୍ତି ନାହିଁ। ଦିନେ ଦିବାଲୋକରେ ସମସ୍ତଙ୍କ ସାମ୍ନାରେ, ତଳେ ପଡ଼ିଗଲି। ମୁଁ ନିଜେ ପଡ଼ି ନ ଥିଲି, ଯୋଜନା କରି ମୋ…

ତାଲିବାନ୍‌ ଶାସନରେ ଲିଙ୍ଗଗତ ବିଭେଦ

ଆଜକୁ ତିନି ବର୍ଷ ପୂର୍ବେ ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତାକୁ ଫେରିଥିଲା। ତା’ ପରଠାରୁ ସେଠାରେ ଝିଇମାନେ ମାଧ୍ୟମିକ ବିଦ୍ୟାଳୟରେ ପଢ଼ିପାରିନାହାନ୍ତି। ସେମାନଙ୍କ ପାଇଁ ମୌଳିକ ଶିକ୍ଷାର ଅତ୍ୟଧିକ ଆବଶ୍ୟକତା ରହିଥିଲେ ବି ତାଲିବାନ୍‌ ଶାସନରେ ସେମାନଙ୍କ ଅଧିକାର କ୍ରମଶଃ ହ୍ରାସ ପାଇଆସିଛି।…

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ଲାଗି ଏକ ଅଭିନବ ଉପାୟ ଆପଣାଇଛନ୍ତି ମନୋଜ ରଞ୍ଜନ। ସେ ଅଳିଆ ଗଦା ହେଉଥିବା ସ୍ଥାନରେ ସୁନ୍ଦର ବଗିଚା କରି କଲୋନିରେ ସ୍ବଚ୍ଛତା ଆଣିପାରିଛନ୍ତି। ମନୋଜ ରାଞ୍ଚିର ହର୍ମୁ ହାଉସିଂ କଲୋନିରେ ରୁହନ୍ତି। ପେସାରେ ସେ ଜଣେ…

ତାଳଗଛ ଓ ବଜ୍ରପାତ

ଇଂ. ମାୟାଧର ସ୍ବାଇଁ ଓଡ଼ିଶା ସରକାର ଏହି ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟରେ ତାଳଗଛ କାଟିବାରେ କଟକଣା ଲଗାଇଛନ୍ତି। ବନ ବିଭାଗର ବିନା ଅନୁମତିରେ କେହି ନିଜ ବାଡ଼ିରୁ ମଧ୍ୟ ଏହି ଗଛ କାଟି ପାରିବେ ନାହିଁ। ଏହା ବ୍ୟତୀତ…

ଗୀତାରେ ପରିବାର

ଦେବଦତ୍ତ ପଟ୍ଟନାୟକ ଭଗବଦ୍‌ ଗୀତାରେ ସମସ୍ୟା କଥାକୁ ଅତି ସ୍ପଷ୍ଟ ଭାବେ ଦର୍ଶାଯାଇଛି ଓ ଏହାର ବର୍ଣ୍ଣନା ପ୍ରଥମ ଅଧ୍ୟାୟରେ ଦେଖିବାକୁ ମିଳେ। ପରିବାରର କିଏ ନିଜର, କିଏ ବାହାର ବା ପର ଲୋକ ଏବଂ କିଏ ମୋର ଓ କିଏ…

ବର୍ଷାଋତୁରେ ଶିଶୁରୋଗ

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ ବର୍ଷାଋତୁ ଶିଶୁମାନଙ୍କ ପାଇଁ ସ୍ବାସ୍ଥ୍ୟପ୍ରଦ ହୋଇ ନ ଥାଏ। ଏହି ସମୟରେ ସ୍ବାସ୍ଥ୍ୟ ବିଭାଗ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ସମସ୍ତେ ଯେକୌଣସି ଆକସ୍ମିକ ରୋଗ ସଂକ୍ରମଣକୁ ମୁକାବିଲା କରିବା ପାଇଁ ସଜାଗ ହୋଇରହିଥାନ୍ତି। ବର୍ଷାଋତୁରେ ବାୟୁମଣ୍ଡଳରେ ଆର୍ଦ୍ରତା ବଢ଼ିଯାଏ,…

ଏଇ ଭାରତରେ

ଏମିତି ଘର, ଯେଉଁଠି ମଣିଷ ଓ ପକ୍ଷୀ ଉଭୟ ରହୁଛନ୍ତି। ଏମିତିକା ଘରଟିଏ ଦେଖିବାକୁ ମିଳେ ନୋଏଡାରେ। ଉକ୍ତ ଘର ଏକ ଅଶ୍ୱତ୍ଥ ଗଛ ନିକଟରେ ନିର୍ମାଣ କରାଯାଇଛି। ୭୦୦୦ ବର୍ଗଫୁଟର ଏହି ଘରର ନାଁ ବି ରଖାଯାଇଛି ଅଶ୍ୱତ୍ଥ। ଦିଲ୍ଲୀର…

ତୋର ମୋର ଭାବ

ପାଠପଢୁଥିବା ୨ ଜଣ କିଶୋରୀ ହଠାତ୍‌ ଉଭାନ ହୋଇଗଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ବହୁ ଖୋଜାଖୋଜି କଲେ। ସେମାନଙ୍କ ସନ୍ଧାନ ମିଳିଲାନାହିଁ। ଥାନାରେ ଏତଲା ଦିଆଗଲା। ୨ ଦିନ ପରେ ଏକ ରେଳଷ୍ଟେଶନରେ ସନ୍ଦେହଜନକଭାବେ ପୋଲିସ ସେମାନଙ୍କୁ ଠାବକଲା। ସେମାନଙ୍କୁ ଫେରାଇଆଣିବା ପରେ…

ନିର୍ବାଚନ ପରେ ଦରବୃଦ୍ଧି

ପୂର୍ବରୁ ଜିନିଷପତ୍ରର ଆକାଶଛୁଆଁ ମୂଲ୍ୟବୃଦ୍ଧିରେ ସାଧାରଣ ଜନତା ହନ୍ତସନ୍ତ ହୋଇପଡ଼ିଥିଲେ। କିନ୍ତୁ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପରେ ତୃତୀୟ ଏନ୍‌ଡିଏ ସରକାର ଆସିବା ପରଠାରୁ ନିତ୍ୟ ପ୍ରୟୋଜନୀୟ ଦ୍ରବ୍ୟ, ବିଶେଷକରି ଖାଦ୍ୟଦ୍ରବ୍ୟର ଦରଦାମ ବଢ଼ିଚାଲିଛି। ଚାଉଳ, ଅଟା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?