ସମ୍ପାଦକୀୟ

ବ୍ରାଜିଲରୁ ଜଳବାୟୁ ବାର୍ତ୍ତା

ଚଳିତ ବର୍ଷ ବ୍ରାଜିଲର ବେଲେମରେ ଅନୁଷ୍ଠିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୩୦)ର ନିଷ୍କର୍ଷକୁ ବିଶ୍ୱରେ ସମସ୍ତେ ଉତ୍ସୁକତାର ସହ ଚାହଁିରହିଛନ୍ତି। ଜଳବାୟୁ ପରିବର୍ତ୍ତନର ପ୍ରଭାବ ଆମ ଜୀବନ ଓ ପରିବେଶ ଉପରେ ପଡ଼ୁଛି ଏବଂ ଏହାର ଜରୁରୀ ମୁକାବିଲା କରାଯିବା…

ଏଇ ଭାରତରେ

ଚେନ୍ନାଇର ପେରୁଙ୍ଗୁଡ଼ି ବର୍ଜ୍ୟ ପାହାଡ଼ ଭାବେ ଜଣାଶୁଣା। ୯୬ ଏକରରେ ଏହା ପରିବ୍ୟାପ୍ତ। ଏଠାରେ ୧.୭ ମିଲିୟନ କ୍ୟୁବିକ ମିଟର ବର୍ଜ୍ୟ ଠୁଳ ହୋଇଥାଏ। କହିବାକୁ ଗଲେ ଏହାର ଆକାର ୨୦ଟି ଫୁଟବଲ ଖେଳପଡ଼ିଆ ସହ ସମାନ। ଏବେ ଏହି ବର୍ଜ୍ୟକୁ…

କୂଟନୀତି ଅନ୍ତରାଳେ

କ ଐତିହାସିକ ବିବରଣୀ ଉପରେ ଶ୍ରୀଅରବିନ୍ଦ କହିଥିଲେ – ବାହ୍ୟ ଦୃଷ୍ଟିର ଅନ୍ତରାଳେ ଘଟୁଥିବା ଘଟଣାବଳୀକୁ ଇତିହାସ କ୍ୱଚିତ ଲିପିବଦ୍ଧ କରିଥାଏ। ଏହା କେବଳ ପରଦାର ସାମ୍ନାରେ ଘଟିଥିବା ଘଟଣାବଳୀକୁ ଲିପିବଦ୍ଧ କରେ। ଫଳରେ ୟୁରୋପରେ ବହୁ ଲକ୍ଷ ଲୋକଙ୍କ ଉପରେ…

ନଦୀମନସ୍କ ହେବା

ପୂର୍ବରୁ ନଦୀପଥ ଥିଲା ଜୀବନ ଜୀବିକାର ଏକମାତ୍ର ପନ୍ଥା ଓ ପରିବହନର କର୍ମଶାଳା। ସାମ୍ପ୍ରତିକ ସ୍ଥିତିରେ ଆଧୁନିକତାର ସ୍ପର୍ଶରେ ଦୁନିଆ ବଦଳିଥିଲେ ମଧ୍ୟ ଏବେ ବି ଓଡ଼ିଶାର ବହୁ ସ୍ଥାନରେ ଲୋକେ ନଦୀ ଉପରେ ନିର୍ଭରଶୀଳ। ଓଡ଼ିଶାରେ ୧୨ରୁ ଅଧିକ ବଡ଼…

ସୃଷ୍ଟି ତତ୍ତ୍ୱ ଓ ବ୍ରହ୍ମା

ହିନ୍ଦୁଧର୍ମ ଅପରିବର୍ତ୍ତନୀୟ ବୋଲି ଘୋଷଣା କରିବାକୁ ରାଜନେତାମାନେ ସନାତନ ଧର୍ମ ଶବ୍ଦ ବ୍ୟବହାର କରିଥାନ୍ତି। ସେମାନଙ୍କ ମତରେ କେବଳ ମୁସଲମାନ ଓ ଇଂରେଜଙ୍କ ରାଜନୈତିକ ବିରୋଧ ଏହି ଧର୍ମରେ ବାଧା ସୃଷ୍ଟି କରିଥିଲେ। କିନ୍ତୁ ତାହା ବାସ୍ତବରେ ସତ ନୁହେଁ। ହିନ୍ଦୁଧର୍ମ…

ଯୁଦ୍ଧ ଉପାର୍ଜିତ ପୁରସ୍କାର

ନୋବେଲ୍‌ ପୁରସ୍କାର’ ବିଶ୍ୱର ସର୍ବୋଚ୍ଚ ସମ୍ମାନ ରୂପେ ପରିଗଣିତ। କିଏ ସେ ନୋବେଲ୍‌? କାହିଁକି ବା ତାଙ୍କ ନଁାରେ ଏପରି ସର୍ବୋଚ୍ଚ ପୁରସ୍କାର ଦେବାର ଘୋଷଣା କରାଗଲା? ଏହାର ଇତିହାସ ଅନେକଟା ଦୁଃଖଦ, ଯାହାକୁ ସୁଖଦ କରିବାକୁ ବିଶ୍ୱଦରବାରରେ ବାରମ୍ବାର ଚେଷ୍ଟା…

ପୁରବନ୍ଦୀ ଘର- ପ୍ରାଥମିକ ଶିକ୍ଷା

ପୁରବନ୍ଦୀ ଘର ବିଶେଷଭାବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଥିଲା। ଏବେ ଆଉ ଏହି ପ୍ରକାର ଘର କେଉଁଠି ନା କେଉଁଠି ଥିବ! ଏହି ଘରର ଗଢ଼ଣ ଶୈଳୀ ହେଉଛି – ଗୋଟେ ଦାଣ୍ଡ ଦୁଆର, ଆଉ ଗୋଟେ ବାଡ଼ି ଦୁଆର। ମଝିରେ…

ହାଜାରେ ନୁହେଁ, ନିର୍ଭୟା

ମେକ୍ସିକୋର ମିଚୋଆକାନ ରାଜ୍ୟର ଉରୁଆପାନ୍‌ ମେୟର କାର୍ଲୋସ ଅଲବେର୍ଟୋ ମାଞ୍ଜୋ ରୋଡ୍ରିଗେଜ୍‌ଙ୍କୁ ୧୫ ନଭେମ୍ବରରେ ହତ୍ୟା କରାଯିବା ପରେ ସେହି ଦେଶରେ ‘ଜେନ୍‌ ଜି’ ଆନ୍ଦୋଳନ ବିରାଟ ରୂପ ଧାରଣ କରିଛି। ଦେଶବ୍ୟାପୀ ବିକ୍ଷୋଭକାରୀ ହିଂସା, ଅପରାଧ, ଦୁର୍ନୀତି ବିରୋଧରେ ପ୍ରତିବାଦ…

କଟକ ସହରବାସୀଙ୍କୁ ଦୁଇପଦ

ଇଏ ହେଉଛି ଆମ ହଜାର ବର୍ଷର ସହର କଟକ। କେବଳ ଭାରତ ନୁହେଁ, ଭାରତ ବାହାରେ କଟକ ସହରକୁ ଅନେକ ଜାଣନ୍ତି। ଏହି ଐତିହାସିକ ସହରର ଦୁଇ ପଟେ ମହାନଦୀ ଓ କାଠଯୋଡ଼ି। କଟକ ମାଟିରେ ଅନେକ କାଳଜୟୀ, କୃତୀ ପୁରୁଷ,…

ବିହାର: ଏନଡିଏ ପାଇଁ ଆହ୍ବାନ

ବିହାରରେ କ୍ଷମତାସୀନ ଏନ୍‌ଡିଏ ରେକର୍ଡ଼ ବିଜୟ ଲାଭ କରିଛି। ନିର୍ବାଚନରେ ଆର୍‌ଜେଡି ଓ କଂଗ୍ରେସକୁ ନେଇ ଗଠିତ ମହାଗଠବନ୍ଧନ ରାଜନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏନ୍‌ଡିଏ ସରକାର ଗଠନ କରିବା ସ୍ପଷ୍ଟ ହୋଇଛି। ଏବେ ନୂଆ ସରକାର ଆଗରେ ଦୁଇଟି ସମସ୍ୟା।…

ହାସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶରେ ଆଭ୍ୟନ୍ତରୀଣ ଯୁଦ୍ଧଜନିତ ଅପରାଧକୁ ତଦନ୍ତ କରିବା ଲାଗି ୨୦୦୯ରେ ଗଠିତ ଇଣ୍ଟରନ୍ୟାଶନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ (ଆଇସିଟି) ୧୭ ନଭେମ୍ବରରେ ନିର୍ବାସିତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମାନବତା ବିରୋଧୀ ଅପରାଧରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛି। ଗତବର୍ଷ ଛାତ୍ରମାନଙ୍କ…

ସାକ୍ଷରତାର ବ୍ୟାପକତା

ଆଜିକାଲିର ଯୁବପିଢ଼ି ପାଖରେ କେବଳ ଦସ୍ତଖତ ଦେବା, ଅକ୍ଷର ଶିଖିବା ବା ପଢ଼ିପାରିବା ସାକ୍ଷରତା ନୁହେଁ, ଏହା ସହ ହିସାବ କରିବା, ଅନ୍ୟାନ୍ୟ ବିଷୟରେ ଜ୍ଞାନ ଆହରଣ କରିବା, ଶିକ୍ଷାର ଉପଯୋଗ କରି ଉନ୍ନତ ଜୀବନଶୈଳୀଟିଏ ବଞ୍ଚତ୍ବା ହେଉଛି ଶିକ୍ଷା ଗ୍ରହଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri