ସମ୍ପାଦକୀୟ

ରାସ୍ତାକଡ଼ର ଜୀବନ

ଅଧ୍ୟାପକ ନିରଞ୍ଜନ ପାଢ଼ୀ ସମୟ: ଏଇ ବୈଶାଖ ମାସର ମଧ୍ୟାହ୍ନ। ସ୍ଥାନ: ରାଜଧାନୀର ଏକ କଲୋନି ଅଞ୍ଚଳର ରାସ୍ତାକଡ଼। ଦୃଶ୍ୟ: ମୁଣ୍ଡ ଉପରେ ଦାଉ ଦାଉ ଜଳୁଥିବା ଅଗ୍ନିବର୍ଷୀ ସୂର୍ଯ୍ୟ ଓ ପାଦ ତଳେ ତାତିଲା ପୃଥିବୀ। ରାଜରାସ୍ତାରେ ନିଶୂନ ନୀରବତା।…

ବ୍ୟର୍ଥ ଏନ୍‌ଏଚ୍‌ଆର୍‌ସି

ଚଳିତ ବର୍ଷ ମେ ୧୩ରେ ‘ଜାତିସଂଘ ସହ ଜଡ଼ିତ ସଂସ୍ଥା ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭାରତର ଏନ୍‌ଏଚ୍‌ଆର୍‌ସି ମାନ୍ୟତାକୁ ସ୍ଥଗିତ ରଖିଛି’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଶୀର୍ଷକ ନିମ୍ନରେ ଲେଖାଥିଲା-ଏହି ନିଷ୍ପତ୍ତି ବର୍ତ୍ତମାନ ମାନବ ଅଧିକାର ପରିଷଦ ଏବଂ…

ଏଇ ଭାରତରେ

ଇଞ୍ଜିନିୟରିଂ ପରେ ବିହାରର ପ୍ରଭାତ କୁମାର ପାଖାପାଖି ୫୦୦ ଗ୍ରାମର ୨୫,୦୦୦ କୃଷକଙ୍କୁ ସଶକ୍ତ କରିପାରିଛନ୍ତି। କୃଷକମାନେ ପିଆଜ, ଛତୁ ଓ ମକା ଚାଷ କରି ଆୟ ଦୁଇଗୁଣ ବଢ଼ାଇପାରିଛନ୍ତି। ୨୦୧୫ରେ ଇଞ୍ଜିନିୟରିଂ ପରେ ସେ ଗୟା ଜିଲାର ତାଙ୍କ ସହରକୁ…

ପରିଶୁଦ୍ଧ କୃଷିର ଆବଶ୍ୟକତା

ଡି. ଶୁଭମ୍‌ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଖାଦ୍ୟ ଯୋଗାଇବା ପାଇଁ ମାନବ ବିଭିନ୍ନ ନୂତନ ପଦ୍ଧତି ଆପଣାଉଛି। ତେବେ ଏହାରି ମଧ୍ୟରେ ଏହି ପଦ୍ଧତିଗୁଡ଼ିକ ପରିବେଶ ଉପରେ ହାନିକାରକ ପ୍ରଭାବ ପକାଇବା ସହ ପ୍ରକୃତି ଓ ମଣିଷ ଭିତରେ ଥିବା ସନ୍ତୁଳନରେ ବାଧା…

ଚବାହାର ଚୁକ୍ତିନାମା-କୂଟନୈତିକ ବିଜୟ

ପ୍ରକାଶ ତ୍ରିପାଠୀ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ସହ ଇରାନର ପାରସ୍ପରିକ ସମ୍ପର୍କ ନିରନ୍ତର ଖରାପ ଥିବାବେଳେ ଭାରତ ସହ ସମ୍ପର୍କ ସର୍ବଦା ଭଲ ରହିଆସିଛି। ବିଭିନ୍ନ ସମୟରେ ଇରାନ ଉପରେ ପାଶ୍ଚାତ୍ୟ ରାଷ୍ଟ୍ର ବିଶେଷକରି ଆମେରିକା ପକ୍ଷରୁ ପ୍ରତିବନ୍ଧକ ଲଗାଯାଇ ଅସୁଥିଲାବେଳେ ଭାରତ…

ପୁରୁଣା ଆଇନର ନବୀକରଣ

ସ୍ବାଧୀନତା ପୂର୍ବର ଅନେକ ଆଇନର ନବୀକରଣ ଲାଗି କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ(ଏମ୍‌ଏଚ୍‌ଏ) ଏସବୁ ଆଇନର ଆଧୁନିକୀକରଣ ଓ ବ୍ୟବସ୍ଥିତ କରିବାର ପ୍ରସ୍ତାବ ଉପରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ପୋଲିସ ମହାନିର୍ଦ୍ଦେଶକଙ୍କଠାରୁ ସକ୍ରିୟ ଭାବରେ ତଥ୍ୟ…

ଏଇ ଭାରତରେ

ବୟସ ୮୭, ତଥାପି ଏହି ବୟସରେ ସଡ଼କ ଦୁର୍ଘଟଣାରେ ଜୀବନ ବଞ୍ଚାଇବା ଲାଗି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି ରାଜସ୍ଥାନର ଡ. ମାୟା ଟଣ୍ଡନ। ସେ ‘ସହାୟତା ଟ୍ରଷ୍ଟ’ ଗଠନ କରି ତା’ ମାଧ୍ୟମରେ ଏହି ପ୍ରଶିକ୍ଷଣ ଅଭିଯାନ ଚଳାଇଛନ୍ତି। ଏବେ…

ଗ୍ରୀଷ୍ମରେ ଛାୟାଦ୍ରୁମ

ଡ. ଶରତ ଚନ୍ଦ୍ର ପରିଡ଼ା   ପ୍ରଚଣ୍ଡ ଗ୍ରୀଷ୍ମରେ ଶୀତଳ ଛାଇ ଟିକିଏ ମିଳିଗଲେ ସତେ କି ଅମୃତ! ମଝିରେ ମଝିରେ ଝଡ଼ବତାସ ଆସି ପୁରୁଣାକାଳିଆ ଗଛବୃଚ୍ଛକୁ ମୂଳପୋଛ କରିଦେଉଛି। ଗାଁଗଣ୍ଡାର ମୁଣ୍ଡରେ ଥିବା ସାଂସ୍କୃତିକ କେନ୍ଦ୍ର, ତୋଟାମାଳ ଆଜି ଖାଁ…

ଅକାଳ ପକ୍ବ ଫଳ ଅମୃତ ନା ବିଷ

ଡ. ଚିନ୍ତାମଣି ପଣ୍ଡା   ଋତୁକାଳୀନ ଫଳ ଓ ପନିପରିବା ସବୁ ବର୍ଷର ଭିନ୍ନ ଭିନ୍ନ ଋତୁରେ ବଜାରକୁ ଆସିଥାଏ। ଯେଉଁ ସମୟରେ ଯେଉଁ ଫଳଟି ଫଳେ ତାହା ସେ ଅ଼ଞ୍ଚଳର ତାପମାତ୍ରା, ଆଲୋକ ଓ ଆର୍ଦ୍ରତା ଦ୍ବାରା ପ୍ରଭାବିତ ହୋଇ…

ନୈରାଶ୍ୟର ପ୍ରତିବାଦ

ସ୍ଲାଭୋଜ୍‌ ଜିଜେକ୍‌   ଏବେ ଅତି ଖରାପ ସମୟ ପଡ଼ିଛି। ପ୍ରକୃତିରେ ଶାନ୍ତି ଓ ସ୍ଥିରତାରେ ବ୍ୟାଘାତ ଘଟୁଛି। ବାରମ୍ବାର ଦୁବାଇରେ ପ୍ରବଳ ବର୍ଷା କିମ୍ବା ଭିଏଟ୍‌ନାମର ଉତ୍ତପ୍ତ ଜଳଭଣ୍ଡାରରେ ମାଛ ମରିବା ଆଦି ଘଟଣା ସାମ୍ନାକୁ ଆସିଛି। ଏହା ବ୍ୟତୀତ…

ସମୟାନ୍ତରେ ରାମାୟଣ

ଗଙ୍ଗା ନଦୀ ଅବବାହିକାରେ ଭାରତର ୫୦ ପ୍ରତିଶତ ଭୋଟର ରହନ୍ତି। ତେଣୁ ହିନ୍ଦୁତ୍ୱବାଦୀ ରାଜନେତାମାନଙ୍କ ପାଇଁ ରାମାୟଣ ବିଶେଷକରି ତୁଳସୀ ଦାସ ରଚିତ ରାମଚରିତ ମାନସ ଏକ ଗୁରୁତ୍ୱପୂର୍ଣ୍ଣ ଆଲେଚନା କିମ୍ବା ବିତର୍କର ପ୍ରସଙ୍ଗ ହୋଇଛି। ଗୋସ୍ବାମୀ ତୁଳସୀ ଦାସ ଷୋଡ଼ଶ…

ଚାରି ଦୁଆର ଓ ରତ୍ନ ଭଣ୍ଡାର

ପୁରୀ ସହର ବା ଜିଲା ନୁହେଁ ବରଂ ରାଜ୍ୟ ଓ ରାଜ୍ୟ ବାହାରେ ଏପରି କି ବିଦେଶରେ ରହୁଥିବା ସମସ୍ତ ଶ୍ରୀଜଗନ୍ନାଥପ୍ରେମୀଙ୍କ ମନରେ ଶ୍ରୀମନ୍ଦିରର ଚାରି ଦ୍ୱାର ଏବଂ ରତ୍ନଭଣ୍ଡାର ଖୋଲାଯିବାର ଉତ୍କଣ୍ଠା ବଢ଼ିଚାଲିଛି। କିନ୍ତୁ ସରକାରଙ୍କ ଅହେତୁକ ନୀରବତା ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri