ସମ୍ପାଦକୀୟ

ମାଙ୍କଡ଼ଚିତ୍‌ ନେତା, ହତବାକ ଜନତା

ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ସମଗ୍ର ବିଶ୍ୱରେ ନିଜର ସ୍ୱାତନ୍ତ୍ର୍ୟ ସ୍ଥାପନ କରିଛି। ରାମ ରାଜ୍ୟର ପରିକଳ୍ପନା ତଥା ସାମ୍ୟବାଦର ପ୍ରତିଷ୍ଠା ପାଇଁ ରାଜତନ୍ତ୍ରର ବିଲୋପ ଘଟିଥିଲା। ତା’ ବଦଳରେ ପ୍ରଜାଙ୍କ ଦ୍ୱାରା, ପ୍ରଜାଙ୍କ ପାଇଁ ଓ ପ୍ରଜାମାନଙ୍କର ଶାସନ…

ଏଇ ଭାରତରେ

ସ୍ୱାମୀ ଓ ସ୍ତ୍ରୀଙ୍କ ବୟସ ଏବେ ୭୯। ଏହି ବୟସରେ ସେମାନେ ପଶ୍ଚିମବଙ୍ଗ ସୁନ୍ଦରବନର ଦୁର୍ଗମ ଅଞ୍ଚଳରେ ଲୋକମାନଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି। ମହମ୍ମଦ ଅବ୍‌ଦୁଲ ଓ୍ବହାବ ଓ ତାଙ୍କ ସ୍ତ୍ରୀ ସାବିତ୍ରୀ ପାଲ ୧୯୮୦ରେ ସଦର୍ନ ହେଲ୍‌ଥ ଇମ୍ପ୍ରୁଭ୍‌ମେଣ୍ଟ…

ଏଇ ଭାରତରେ

ଶିକ୍ଷକ ଚାକିରି ଛାଡ଼ି ରସିକ ନାକୌମ ବିନା ମାଟିରେ ଅର୍ଥାତ୍‌ କେବଳ ପାଣିରେ (ହାଇଡ୍ରୋପୋନିକ) ପଦ୍ଧତିରେ ଚାଷ କରୁଛନ୍ତି। କେବଳ ଏତିକି ନୁହେଁ, ରସିକ ଗତ ୫ ବର୍ଷ ମଧ୍ୟରେ ୫୦୦୦ ଲୋକଙ୍କୁ ହାଇଡ୍ରୋପୋନିକ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି। ରସିକ…

ଜଙ୍ଗଲ ନିଆଁ ଓ ବନ୍ୟପ୍ରାଣୀ ସଂରକ୍ଷଣ

ତ୍ରିଲୋଚନ ସାହୁ   ରାଜ୍ୟରେ ଏବେ ଗ୍ରୀଷ୍ମ ଲହର। ଜନଜୀବନ ଅସ୍ତବ୍ୟସ୍ତ। ଆସନ୍ତାବର୍ଷ ଅଥବା ଆଉ ଦୁଇ ଚାରି ବର୍ଷ ପରେ ତାପମାତ୍ରା ୫୦ ଡିଗ୍ରୀରେ ପହଞ୍ଚତ୍ୟାଇପାରେ। ସେତେବେଳେ ଜନଜୀବନ ଅତି କଠିନ ହେଇଯିବ। ଜୀବଜନ୍ତୁ ନାହିଁ ନଥିବା ଅସୁବିଧା ଭୋଗିବେ।…

ଆମରି ନାଆରେ ଆମେ ନାଉରି

ଅଜୟ ବେହୁରା   ଶୀର୍ଷକଟିକୁ ପଢ଼ିଲା ପରେ ପୂର୍ବ ପଦର ଆଭାସ ମନକୁ ଆସୁଥିବ ନିଶ୍ଚୟ। ତାହା ହେଉଛି ‘ଆମେ ଚଳାଉଚୁ ଦେଶ ଆମରି, ଆମରି ନାଆରେ ଆମେ ନାଉରି’। କିନ୍ତୁ ପ୍ରକୃତରେ ଦେଖିବାକୁ ଗଲେ ଆମେ କ’ଣ ଆମ ଦେଶକୁ…

ଆମେରିକାରେ ଗାଜା ପ୍ରତିବାଦକାରୀ

ଇଆନ୍‌ ବୁରୁମା   ପାଲେଷ୍ଟିନୀୟମାନେ ସେମାନଙ୍କ ଭୂମିରେ ସ୍ବାଧୀନ ଭାବେ ବଞ୍ଚିବା ଲାଗି ଏକ ମୁକ୍ତ ପାଲେଷ୍ଟାଇନ୍‌ ଦାବି କରୁଛନ୍ତି ଆମେରିକାର କଲେଜ ପ୍ରତିବାଦକାରୀମାନେ। ଦେଶର କେତେକ ନାମୀଦାମୀ ତଥା ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଛାତ୍ରମାନେ ପାଲେଷ୍ଟାଇନ୍‌ର ପାରମ୍ପରିକ ହେଡ୍‌ ଡ୍ରେସ୍‌ ପିନ୍ଧି…

ଠକ ଓ ଜାଲିଆତି

ଭାରତର ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପ୍ରତିବର୍ଷ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ସର୍ବଭାରତୀୟ ସ୍ତରରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) କରାଯାଉଛି। ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଏମ୍‌ବିଏସ୍‌ଏସ୍‌, ବିଡିଏସ୍‌ ଓ…

ଆଦର୍ଶ ମଦ୍ୟପ

ମଦ ପିଇ ମାତାଲ ହେଉଥିବା ମଦ୍ୟପ ବା ମଦୁଆ। ସେହି ମଦ୍ୟପ ସମାଜରେ ବିଭିନ୍ନ ଅସାମାଜିକ କାର୍ଯ୍ୟ କରେ। ତା’ ଘରଠାରୁ କାର୍ଯ୍ୟକ୍ଷେତ୍ର କିମ୍ବା ବିଚରଣ କରୁଥିବା ସ୍ଥାନ ଓ ପରିବେଶକୁ କଳୁଷିତ କରେ। ସମସ୍ତଙ୍କ ନିମନ୍ତେ ଅଶାନ୍ତିର କାରଣ ପାଲଟେ।…

ନିର୍ବାଚନ ପ୍ରଚାରରେ ଡିପ୍‌ଫେକ୍‌ ଭିଡିଓ

କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସମ୍ପର୍କରେ ଡିପ୍‌ଫେକ୍‌ ଭିଡିଓ କରି ସୋସିଆଲ୍‌ ମିଡିଆରେ ଛାଡ଼ିଥିବା ୫ ତେଲଙ୍ଗାନା କଂଗ୍ରେସୀ କର୍ମୀଙ୍କୁ ହାଇଦ୍ରାବାଦ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ଜଣକା ୧୦,୦୦୦ ଟଙ୍କିଆ ୨ ଜାମିନଦାର ଦେଇ…

ଏଇ ଭାରତରେ

ପଚାଶ କି ଶହେ ନୁହେଁ, ୨୩୦ କିସମର ଆମ୍ବ ଚାଷକରି ବର୍ଷକୁ ୪୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଗୁଜରାଟର ସୁମିତ ଝରିଆ । ୧୨.୫ ଏକର ଜମିରେ ସେ ଏହି ଚାଷ କରୁଛନ୍ତି। ତାଙ୍କ ଫାର୍ମଟି ଏକ ଆମ୍ବ ମ୍ୟୁଜିୟମ…

ଏଇ ଭାରତରେ

ଭୋଟ ପାଇଁ ନିମନ୍ତ୍ରଣ ପତ୍ର। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି କି! ହେଲେ ଏହା କୌଣସି ମନଗଢ଼ା କଥା ନୁହେଁ, ବରଂ ପ୍ରତି ଘରେ ଘରେ ଭୋଟରମାନଙ୍କୁ ଏବେ ନିମନ୍ତ୍ରଣ ପତ୍ର ବଣ୍ଟା ଆରମ୍ଭ ହୋଇଛି। ତେବେ ଏହା କୌଣସି ରାଜନୈତିକ…

ଶାନ୍ତି ପ୍ରତିଷ୍ଠାରେ ଭିଟୋ ବାଧକ

ଜନାର୍ଦ୍ଦନ ବନ୍ଦ୍ୟୋପାଧ୍ୟାୟ ଦ୍ୱିତୀୟ ବିଶ୍ୱଯୁଦ୍ଧର ଭୟାବହତା ଏବଂ ବିପୁଳ ଧନଜୀବନ କ୍ଷୟରୁ ଶିକ୍ଷାଲାଭକରି ପୃଥିବୀରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ଉଦ୍ଦେଶ୍ୟରେ ୫ ପ୍ରମୁଖ ରାଷ୍ଟ୍ର ଯଥା-ବ୍ରିଟେନ୍‌, ଫ୍ରାନ୍ସ, ଯୁକ୍ତରାଷ୍ଟ୍ର ଆମେରିକା, ଚାଇନା ଏବଂ ରୁଷିଆ ୨୪ ଡିସେମ୍ବର ୧୯୪୫ରେ ଏକ ଏତିହାସିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri