ସମ୍ପାଦକୀୟ

ବ୍ୟକ୍ତି ନୁହେଁ, ଦେଶ ସର୍ବୋପର

ବୃହସ୍ପତି ସାମଲ ଆରମ୍ଭରୁ ମୌର୍ଯ୍ୟ, ଗୁପ୍ତ, ଚୋଳ, ଚାଲୁକ୍ୟ, କୁଶାଣଙ୍କ ଭଳି ବ଼ଂଶାନୁକ୍ରମିକ ରାଜାରାଜୁଡ଼ା ଶାସନ ପରେ ବାହ୍ୟ ଆକ୍ରମଣକାରୀ ଖିଲ୍ଲିଜ, ତୋଗଲକ ଓ ମୋଗଲ ଶାସନ ସହ ସ୍ବାଧୀନତା ପୂର୍ବରୁ ଅଖଣ୍ଡ ଭାରତ ଅନେକ ଦିନ ଧରି ଇଂରେଜ ହୁକୁମତର…

କାନାଡ଼ାରେ ଶିଖ୍‌

ଭାରତ ଓ କାନାଡ଼ା ସମ୍ପର୍କ ପୁଣି ବିଗିଡ଼ିବାରେ ଲାଗିଲାଣି। ୨୦୨୩ ଜୁନ୍‌ରେ କାନାଡ଼ାର ବ୍ରିଟିଶ କଲମ୍ବିଆସ୍ଥିତ ଏକ ଗୁରୁଦ୍ୱାରାରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ କୁହାଯାଉଥିବା ହରଦୀପ ସିଂ ନିଜ୍ଜାରଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟା ପଛରେ ଭାରତର ହାତ ରହିଛି ବୋଲି…

ଏଇ ଭାରତରେ

ଉତ୍ତରପ୍ରଦେଶର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ବିକାଶ ନାୟକ ଇକୋଟୁରିଜମ୍‌କୁ ପ୍ରୋତ୍ସାହିତ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ବଡ଼ କଥା ହେଉଛି ଏକ ଶୁଷ୍କ ତଥା ଚାଷ ଅନୁପଯୋଗୀ ଜମିରେ ଏହି ପର୍ଯ୍ୟଟନ କେନ୍ଦ୍ର କରାଯାଇଛି। ଫିରୋଜାବାଦ ଜିଲାର…

ତୁମ ଆଡ଼େ କେମିତ

ଡ. ଦ୍ୱିତୀ ଚନ୍ଦ୍ର ସାହୁ ସକାଳୁ ସକାଳୁ ମନେ ପଡ଼ିଗଲା କି କ’ଣ ଦୂର ବାଟ ବନ୍ଧୁ ଜଣେ ଫୋନ୍‌ କଲେ। ଚାଲି ଚାଲି ମୋବାଇଲର କଲ୍‌କୁ ରିସିଭ କଲେ ଚନ୍ଦ୍ର। ସକାଳୁଆ ଚାଲିକୁ ଉତୁଉତା ଗରମ। ଦେହରୁ ପାଣି ଝରି…

ଓଡ଼ିଶାରେ ଭାଷା

ଲୋକନାଥ ପଣ୍ଡା ଫେବୃଆରୀ ମାସରେ ତିନିଦିନ ଧରି ଭୁବନେଶ୍ୱରଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ମଧ୍ୟ ଖୋଲା ହୋଇଛି। ନିକଟରେ ଓଡ଼ିଆ ଭାଷାର ପ୍ରଚାର ଓ ଉନ୍ନତି ନିମନ୍ତେ ବିଭିନ୍ନ…

ଓଡ଼ିଆପ୍ରେମୀ ନାହାନ୍ତି

ଓଡ଼ିଶାରେ ନିର୍ବାଚନ ଚାଲିଥିବା ବେଳେ ଏବେ ‘ଅସ୍ମିତା’ ସର୍ବାଧିକ ବ୍ୟବହୃତ ଶବ୍ଦ ପାଲଟିଯାଇଛି। ସବୁ ଦଳ ଏହି ପ୍ରସଙ୍ଗକୁ ନେଇ ପରସ୍ପରକୁ ଦୋଷାରୋପ କରୁଛନ୍ତି। ସାହିତ୍ୟ, ସଂସ୍କୃତି, କଳା, ଧର୍ମ, ଖାଦ୍ୟରୁଚିଠାରୁ ଆରମ୍ଭକରି ପ୍ରତିଟି ଓଡ଼ିଆ ବିଷୟ ସହ ଏହାକୁ ଯୋଡ଼ି…

ଏଇ ଭାରତରେ

ଟେକ୍ସଟାଇଲ ଶିଳ୍ପରୁ ବର୍ଜ୍ୟ କପଡ଼ା ସଂଗ୍ରହ କରି ସେଥିରୁ ଷ୍ଟେସ୍‌ନେରି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି ସୁରଟର ରାଶି ଅଗ୍ରଓ୍ବାଲା। ସେ ବର୍ଜ୍ୟରୁ ଡାଏରି, ଜର୍ନାଲ, ପ୍ଲାନର, ସ୍କେଚ୍‌ବୁକ ଏବଂ କ୍ୟାଲେଣ୍ଡର ଆଦି ତିଆରି କରୁଛନ୍ତି। ଅଗ୍ରଓ୍ବାଲା ‘ରୋହାନି ରଙ୍ଗ’ ଷ୍ଟେସନେରି ବିଜ୍‌ନେସ…

ପ୍ଲାଷ୍ଟିକ୍‌ : ଏକ କ୍ଷୁଦ୍ର ପ୍ରବନ୍ଧ

ଶୈଳେନ୍ଦ୍ର ଦ୍ୱିବେଦୀ   ଆନ୍ତର୍ଜାତିକ ସ୍ତରରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବଂ ତଜ୍ଜନିତ ପ୍ରଦୂଷଣ ରୋକିବା ପାଇଁ ବିଶ୍ୱସ୍ତରରେ ରାଜିନାମା କଥା ଗୁରୁତ୍ୱର ସହ ଚିନ୍ତା କରାଯାଉଥିବାବେଳେ ପ୍ଲାଷ୍ଟିକ୍‌ ପ୍ରଦୂଷଣ ଏବଂ ଏହାର ପ୍ରଭାବ ବାବଦରେ ଦିନକୁ ଦିନ ନୂଆ ଖବର ଆସୁଛି।…

ମନ୍ତ୍ରଶକ୍ତିର ପ୍ରଭାବ

ଡ. ଛାୟାକାନ୍ତ ଷଡ଼ଙ୍ଗୀ   ବୈଦିକ ଋଷିମାନଙ୍କୁ ମନ୍ତ୍ରଦ୍ରଷ୍ଟା କୁହାଯାଏ। ଦାର୍ଶନାର୍ଥକ ଦୃଶ୍‌ ଧାତୁରୁ ଦ’ କାର ଲୋପ ହୋଇ ଋଷି ଶବ୍ଦ ଗଠିତ। ନିରୁକ୍ତାଚାର୍ଯ୍ୟ ଯାସ୍କଙ୍କ ମତରେ ଯିଏ ଦର୍ଶନ କରନ୍ତି ସେ ଋଷି। ଋଷିମାନେ ତପସ୍ୟା ଓ ଧ୍ୟାନ…

ଆଇନରୁ ଆଭାସ

ସଂସଦର ପ୍ରାଥମିକ କାର୍ଯ୍ୟ ହେଉଛି ଆଇନ ଗଢ଼ିବା। କିଏ ଆଇନ ଗଢ଼ିବେ ଏବଂ ପାସ୍‌ କରିବେ ତାହା ବିଚାରକରି ଆମେ ଲୋକ ସଭାକୁ ପ୍ରାର୍ଥୀଙ୍କୁ ଚୟନକରୁ। କିନ୍ତୁ ଏବେ ଭାରତରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ବିନା ବିତର୍କରେ ଆଇନ…

ଶୂନ୍ୟତାର ସ୍ମାରକ

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପ୍ରାଥମିକତାଭିତ୍ତିରେ କ’ଣ କରାଯିବ ତାହାର କୌଶଳ ଅର୍ଜନ କରିଛନ୍ତି। ଏହା ମଧ୍ୟ କହିବା ଉଚିତ ଯେ, ସେ ଯାହାକୁ ଅପ୍ରାସଙ୍ଗିକ ମନେକରନ୍ତି ତାହା ଉପରେ ଗୁରୁତ୍ୱ ଦିଅନ୍ତି ନାହିଁ। ଉଦାହରଣ ସ୍ବରୂପ, ମଧ୍ୟପ୍ରଦେଶ ରାଜ୍ୟ ସୂଚନା…

କିମାଶ୍ଚର୍ଯ୍ୟମ

ମହାଭାରତର ଯକ୍ଷ ପ୍ରଶ୍ନ ‘କିମାଶ୍ଚର୍ଯ୍ୟମ?’ ର ଉତ୍ତରରେ ଯୁଧିଷ୍ଠିର କହିଥିଲେ, ପ୍ରତି ମୁହୂର୍ତ୍ତରେ ଲକ୍ଷ ଲକ୍ଷ ଜୀବ ମୃତ୍ୟୁବରଣ କରୁଥିଲେ ମଧ୍ୟ ଆମେ ଚିରଦିନ ବଞ୍ଚିବା ପାଇଁ ଇଚ୍ଛା କରୁ, ଅର୍ଥାତ୍‌ ମୃତ୍ୟୁ ବା ବିନାଶ ହିଁ ସଂସାରର ସବୁଠୁ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri