ସମ୍ପାଦକୀୟ

ଆଷ୍ଟ୍ରାଜେନେକାର ସ୍ବୀକାର ଓ ଭାରତ

ଷ୍ଟ୍ରାଜେନେକା ହେଉଛି ଏକ ବ୍ରିଟେନ-ସୁଇଡେନ ମଲ୍‌ଟିନ୍ୟାଶନାଲ ଫାର୍ମାସ୍ୟୁଟିକାଲ ଆଣ୍ଡ ବାୟୋଟେକ୍ନୋଲୋଜି କମ୍ପାନୀ। ଏହି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ରହିଥିବା କମ୍ପାନୀ ନିକଟରେ ବ୍ରିଟେନର ଏକ ଅଦାଲତରେ ସ୍ବୀକାର କରିଛି। ଆଷ୍ଟ୍ରାଜେନେକା ସ୍ବୀକାରୋକ୍ତି ପରେ ଭାରତରେ ଏହି ଟିକା ନେଇଥିବା ଜନତାଙ୍କ ମଧ୍ୟରେ…

ଏଇ ଭାରତରେ

ଭାରତର ପ୍ରମୁଖ ସହରଗୁଡ଼ିକରେ ଥିବା କ୍ୟାନ୍‌ସର ହସ୍ପିଟାଲରେ ଚିକିତ୍ସାର ସୁବିଧା ରହିଥିଲେ ମଧ୍ୟ ପୀଡ଼ିତଙ୍କୁ ନେଇ ବାରମ୍ବାର ଯିବା ଓ ସେଠାରେ ରହି କେମୋଥେରାପି ନେବାରେ ସମସ୍ୟା ଦେଖାଯାଏ। ଗରିବ ଲୋକମାନେ ଏହା କରିବାକୁ ସକ୍ଷମ ହୋଇପାରନ୍ତି ନାହିଁ। ବିଶେଷକରି କ୍ୟାନ୍‌ସରରେ…

ବେଦରେ ସମ୍ପତ୍ତି ବିବାଦ

ବେଦ ହେଉଛି ହିନ୍ଦୁମାନଙ୍କର ୩୦୦୦ ବର୍ଷର ପୁରୁଣା ଶାସ୍ତ୍ର। ଏହାକୁ ମଧ୍ୟ ଜ୍ଞାନର ଗ୍ରନ୍ଥ କୁହାଯାଏ। ଏହା ମୁଖ୍ୟତଃ କାବ୍ୟ(ମନ୍ତ୍ର) ଏବଂ ଗଦ୍ୟ(ବ୍ରାହ୍ମଣ)କୁ ନେଇ ଗଠିତ। ବେଦର ଗଦ୍ୟ ମଧ୍ୟରେ ଅନେକ କାହାଣୀ (ଇତିହାସ) ଅଛି। ଏହି କାହାଣୀଗୁଡ଼ିକରେ ଆମେ ସମ୍ପତ୍ତି…

ଜୀବନର ଲକ୍ଷ୍ୟ

ଗୁଜରାଟର ଏକ ଦମ୍ପତି ସେମାନଙ୍କ ଦୁଇଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିକୁ ରାସ୍ତାରେ ଯାଉଥିବା ସାଧାରଣ ଲୋକଙ୍କୁ ବାଣ୍ଟିଦେଇ ଜୈନଧର୍ମ ଅନୁଯାୟୀ ଅତ୍ୟନ୍ତ କଷ୍ଟସାଧ୍ୟ ସନ୍ନ୍ୟାସୀ ଜୀବନ ଅତିବାହିତ କରିବାକୁ ନିଷ୍ପତ୍ତି ଗ୍ରହଣ କରିବା ଖବର ଚର୍ଚ୍ଚାର ବିଷୟ ହୋଇଛି। ବିଷୟାସକ୍ତିକୁ…

ଦେଶକୁ କୁଆଡ଼େ ନେଉଛ

ଜଣେ ସ୍ବାସ୍ଥ୍ୟ ଖରାପ ଯୋଗୁ ଡାକ୍ତର ପାଖକୁ ଗଲେ। ଡାକ୍ତର ରୋଗୀକୁ ଦେଖି କହିଲେ- ଆପଣଙ୍କର ସବୁ ଠିକ୍‌ ଅଛି କିନ୍ତୁ କିଛି ହୃଦ୍‌ରୋଗଜନିତ ସମସ୍ୟା ଅଛି। ନିୟମିତ ଭାବେ ଔଷଧ ଖାଇଲେ ସୁସ୍ଥ ହୋଇଯିବେ। ସେଠାରେ ଯଦି ରୋଗୀଟି ବୁଝିଲା,…

ଏଇ ଭାରତରେ

ସମ୍ପ୍ରତି ଇଲେକ୍‌ଟ୍ରୋନିକ ବର୍ଜ୍ୟ ବା ଇ-ଓ୍ବେଷ୍ଟ ସମସ୍ୟା ବଢ଼ିବାରେ ଲାଗିଛି। ଏହା ପରିବେଶ ପ୍ରଦୂଷଣ ବୃଦ୍ଧି କରୁଛି। ଏଣୁ ଏଭଳି ଇ-ଓ୍ବେଷ୍ଟ ସମସ୍ୟା ବିଷୟରେ ଚିନ୍ତା କରିବା ସମୟରେ ଆଙ୍କାଶ ଚତୁର୍ବେଦୀଙ୍କ ଆବିଷ୍କାର ଉପରେ ଭାବିବା ଉଚିତ। ସେ ବାଉଁଶରେ ଏକପ୍ରକାର…

‘ଏ’ ରୁ ‘ବି’

ଗତ କିଛି ବର୍ଷ ମଧ୍ୟରେ ଭାରତର ମାନବ ଅଧିକାର ରେକର୍ଡ ଉପରେ ଅନ୍ତର୍ଜାତୀୟ ସ୍ତରରେ ତୀକ୍ଷ୍‌ଣ ନଜର ରଖାଯାଇଛି। ନିକଟରେ ମଣିପୁରରେ ଦେଖାଦେଇଥିବା ଜାତିଆଣ ବିବାଦରେ ରାଜ୍ୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ସଂଖ୍ୟାଗରିଷ୍ଠ ଗୋଷ୍ଠୀକୁ ସାହାଯ୍ୟ କରିବାକୁ ବ୍ୟବହାର କରାଯାଇଥିଲା। ସଂଖ୍ୟାଲଘୁ…

ମହାତ୍ମା ଓ ମଜଦୁର

ଅଷ୍ଟାଦଶ ଶତାବ୍ଦୀରେ ଇଉରୋପର ଶିଳ୍ପ ବିପ୍ଳବ ପରେ ଯେଉଁ ବୁର୍ଜୁଆ ଗୋଷ୍ଠୀର ଆବିର୍ଭାବ ଘଟିଲା, ସେମାନେ ଶ୍ରମ ତୁଳନାରେ ପୁଞ୍ଜିକୁ ଅଧିକ ଗୁରୁତ୍ୱ ଦେଲେ ଏବଂ ରକ୍ତପାୟୀ ପରି ଶୋଷିବାକୁ ଲାଗିଲେ ଶ୍ରମିକର ରକ୍ତ। ଏହାର ପ୍ରତିକ୍ରିୟା ସ୍ବରୂପ ଜନ୍ମନେଲା ବିପ୍ଳବୀ…

ନୈତିକତାର ନତମସ୍ତକ ନ ହେଉ

ମଣିଷ ସମାଜରେ ସର୍ବଶ୍ରେଷ୍ଠ ପ୍ରାଣୀ ହିସାବରେ ମର୍ଯ୍ୟାଦାର ସହ ବଞ୍ଚିଥାଏ କେବଳ ନୀତି, ନୈତିକତା, ଆଦର୍ଶ, ବିବେକ, ନିଷ୍ଠା ଆଦିର ପରିପୂର୍ଣ୍ଣ ଜୀବନକୁ ପାଥେୟ କରି, ଯେଉଁଠି ଥାଏ ଏକ ଗୁଣାତ୍ମକ ଚରିତ୍ର ଓ ଆଦର୍ଶଗତ ବିଚାରଧାରା। ଯଦି ସମାଜ ଉକ୍ତ…

ଏଇ ଭାରତରେ

ଏମିତି ଘର, ଯାହା ମାଟିରେ ରହିବ ପୁଣି ପାଣିରେ ଭାସିବ। ଏଭଳି ଏକ ଆମ୍ଫିବିୟସ (ଉଭୟ ମାଟି ଓ ପାଣିରେ ରହି ପାରୁଥିବା) ଘର ନିର୍ମାଣ କରିଛନ୍ତି କେରଳର ଦୁଇ ବନ୍ଧୁ ନନ୍‌ମା ଗିରିଶ ଏବଂ ବେନ୍‌ କେ. ଜର୍ଜ। ୨୦୧୮ରେ…

ଏଇ ଭାରତରେ

ଜିଆଖତରୁ ବର୍ଷକୁ ୧.୫ କୋଟି ଟଙ୍କା ରୋଜଗାର କରୁଛନ୍ତି କଶ୍ମୀରର ଅବଦୁଲ ଅହାଦ ଲୋନ୍‌। ସେ ତାଙ୍କର ୫ ଏକର ପରିମିତ ଆପଲ ଓ ଓ୍ବାଲ୍‌ନଟ୍‌ ଫାର୍ମରେ ଏହି ଖତ ପ୍ରସ୍ତୁତ କରି ବ୍ୟବହାର କରୁଛନ୍ତି। ଏହିି ଫାର୍ମ ସେ ୧୯୯୬ରେ…

ବିଭାଗର ନାମ ଭିଜିଲାନ୍ସ

ହରିଶଙ୍କର ମିଶ୍ର ଆମ ରାଜ୍ୟରେ ଯେଉଁ ପ୍ରବକ୍ତାମାନେ ରାଜ୍ୟ ଦୁର୍ନୀତିମୁକ୍ତ ବୋଲି ପ୍ରଚାର ସର୍ବସ୍ବ ଡିଣ୍ଡିମ ପିଟୁଛନ୍ତି ସେମାନେ ନିଶ୍ଚିତ ଦୁର୍ନୀତିକୁ ରାଜ୍ୟର ନୀତି ଭାବେ ସ୍ବୀକାର କରୁଛନ୍ତି। ରାଜ୍ୟ ସାମଗ୍ରିକ ଭାବେ ଦୁର୍ନୀତି ପଙ୍କରେ ଉବୁଟୁବୁ ହେଉଥିବା ବେଳେ ସ୍ବଚ୍ଛତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri