ସମ୍ପାଦକୀୟ

ଓଡ଼ିଆ ଭାଷା ସାହିତ୍ୟରେ ‘ବର୍ଣ୍ଣବୋଧ’

ବିିପିନ ବିହାରୀ ରାଉତ ଚକା ଚକା ଭଉଁରି, ମାମୁ ଘର ଚଉଁରି’, ‘ରାତି ପାହିଲାଣି ରାବଇ କାଉ, ଉଠ ଉଠ ମଠ ନ କର ଆଉ’, ‘ପଶ୍ଚିମ ଦିଗରେ ବୁଡ଼ଇ ରବି, ଆହାକି ସୁନ୍ଦର ଲୋହିତ ଛବି’, ‘ବଂଶୀ ବାଜୁଛି ନଦୀ…

ଡଙ୍ଗା ଯାଉଛି କୁଆଡ଼େ

ଗୁଜରାଟ ପୋରବନ୍ଦର ଉପକୂଳରେ ତଟ ସୁରକ୍ଷା ବାହିନୀ, ଆତଙ୍କବାଦୀ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡ(ଏନ୍‌ସିବି)ର ମିଳିତ ଅଭିଯାନରେ ୮୬ କେ.ଜି. ଡ୍ରଗ୍ସ ବା ନିଶାଦ୍ରବ୍ୟ ଏପ୍ରିଲ ୨୮ରେ ଜବତ କରାଯାଇଛି। ଏହି ଘଟଣାରେ ପାକିସ୍ତାନୀ ନାଗରିକ କୁହାଯାଉଥିବା…

ଏଇ ଭାରତରେ

ମାତ୍ର ୪ ବର୍ଷ ବୟସରେ ଦିନକୁ ୪୦ କିଲୋମିଟର ପଦଯାତ୍ରା! ତାହା ପୁଣି ବାପାଙ୍କ ପ୍ରତି ଥିବା ଭଲପାଇବା କାରଣରୁ। ଏଭଳି କାମ କରି ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି ନେମେଶ୍ୱରୀ। ମହାରାଷ୍ଟ୍ର ନାସିକ ଜିଲ୍ଲାର ଏହି ଛୋଟ ଝିଅଟି ଏବେ…

ଯନ୍ତା ଭିତରେ ପ୍ରେସ୍‌ ସ୍ବାଧୀନତା

ଜନାର୍ଦ୍ଦନ ପତି   ୨୦୧୪ ଠାରୁ ଭାରତର ପ୍ରେସ୍‌ ସ୍ବାଧୀନତା ଉପରେ ଜଘନ୍ୟ ଆକ୍ରମଣ ଆରମ୍ଭ ହୋଇଛି। ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବାପରଠାରୁ ଏ ପର୍ଯ୍ୟନ୍ତ ଥରେ ବି ପ୍ରେସ୍‌ ସମ୍ମିଳନୀ କରିନାହାନ୍ତି ବା ସାମ୍ବାଦିକମାନଙ୍କୁ ପ୍ରଶ୍ନ ପଚାରିବାର ସ୍ବାଧୀନତା ନେଇନାହାନ୍ତି।…

ଇସ୍ତାହାରର ପୃଷ୍ଠଭୂମି ଓ ରାଷ୍ଟ୍ରନୀତି

ହରେକୃଷ୍ଣ ପଣ୍ଡା   ଭାରତୀୟ ନିର୍ବାଚନୀ ଧାରାରେ ରାଜନୈତିକ ଦଳଗୁଡ଼ିକର ଇସ୍ତାହାର ପ୍ରତି ଥର ପ୍ରକାଶ ପାଇଆସୁଛି। ଏହାର ପୃଷ୍ଠଭୂମି କ’ଣ, ଦେଶ ବା ରାଜ୍ୟ ପାଇଁ ଏହାର ଆବଶ୍ୟକତା, ରାଷ୍ଟ୍ରୀୟ ନୀତିର ଏହା ସହାୟକ ହୋଇପାରୁଛି କି ନା ସେ…

ନୋଟା ହେଉ ପ୍ରାର୍ଥୀ

ଅଷ୍ଟାଦଶ ଲୋକ ସଭା ଲାଗି ଦେଶରେ ନିର୍ବାଚନ ଚାଲିଛି। ୭ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପରେ ଜୁନ୍‌ ୪ରେ ଗଣତି ହେବ ବୋଲି କାର୍ଯ୍ୟସୂଚୀ ସ୍ଥିର ହୋଇଛି। ହେଲେ ୨୨ ଏପ୍ରିଲରେ ଗୁଜରାଟର ସୁରଟ ଲୋକ ସଭା ଆସନରୁ ଭାରତୀୟ ଜନତା…

ଏଇ ଭାରତରେ

କଠିନ ବର୍ଜ୍ୟକୁ ମାତ୍ର ୮ ଘଣ୍ଟା ମଧ୍ୟରେ ନ୍ୟୁଟ୍ରିଣ୍ଟ ପରିପୂର୍ଣ୍ଣ ଖତରେ ପରିଣତ କରିପାରୁଛି ଗୋଲ୍‌ଡ କମ୍ପୋଷ୍ଟର। ‘ଓ୍ବେଷ୍ଟ ଇଜ୍‌ ଗୋଲ୍‌ଡ ଟେକ୍‌ନୋଲୋଜି’ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହାକୁ ନିର୍ମାଣ କରିଛନ୍ତି ସନ୍ଦୀପ ତିଓ୍ବାରୀ। ୫ ବର୍ଷ ଗବେଷଣା କରାଯିବା ପରେ ଏହି…

ଆଇନଜୀବୀ ଓ ଆଇନଜ୍ଞ ମଧୁବାବୁ

ସିତାଂଶୁ ମୋହନ ଦ୍ୱିବେଦୀ   ମହାତ୍ମା ଗାନ୍ଧୀ, ଚିତ୍ତରଞ୍ଜନ ଦାସ, ମୋତିଲାଲ ନେହେରୁ ଏବଂ ମଧୁସୂଦନ ଦାସ ପ୍ରମୁଖ ପ୍ରଖ୍ୟାତ ଆଇନଜୀବୀଗଣ ଆଇନଜ୍ଞ ଭାବରେ ତଥା ଦେଶବତ୍ସଳ ନେତୃବର୍ଗ ରୂପେ ଯେଉଁ ଅବିସ୍ମରଣୀୟ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ, ତା’ର ଉଜ୍ଜ୍ୱଳକୃତି ଓ…

ଖଣ୍ଡିଏ ଭୋଟ୍‌ର ମୂଲ୍ୟ

ଅଧ୍ୟାପକ ନିରଞ୍ଜନ ପାଢ଼ୀ   ନିର୍ବାଚନ ପାଇଁ ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଭାରତ ଭଳି ଏକ ବିଶାଳ ଗଣତନ୍ତ୍ରର ଭାଗ୍ୟଡୋରି ହାତକୁ ନେବା ପାଇଁ ବଳ କଷାକଷିର ପର୍ବ ଆରମ୍ଭ ହୋଇଗଲାଣି କେବେଠୁଁ। ନିର୍ବାଚନରେ ଭୋଟ ଦେଇ ନାଗରିକର…

ହିନ୍ଦୁତ୍ୱର ସଙ୍କେତ

ଭାଷଣରେ ଲୋକ ପ୍ରତିନିଧିତ୍ୱ ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗ ପ୍ରଧାନମନ୍ତ୍ରୀଙ୍କ ଉପରେ ଲଗାଯାଇଛି। ଏହି ଭାଷଣକୁ ବିରୋଧୀ ସାମ୍ପ୍ରଦାୟିକ ବୋଲି କହିଛି। ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ନିର୍ବାଚନ କମିଶନ ଏବଂ କୋର୍ଟରେ ଏକ ଅଭିଯୋଗ ଦାଖଲ କରାଯାଇଛି। ଏହି…

ଏଇ ଭାରତରେ

ଶ୍ରମିକମାନଙ୍କୁ ହଳେ ସ୍ଲିପର ଓ ମହିଳାମାନଙ୍କୁ ରୋଜଗାର ଯୋଗାଇବା ଲାଗି ଦିବ୍ୟାଂଶୁ ଉପାଧ୍ୟାୟ ଏକ ଅଭିନବ ଅଭିଯାନ ଚଳାଇଛନ୍ତି। ଦିବ୍ୟାଂଶୁ ରହୁଛନ୍ତି ଉତ୍ତରପ୍ରଦେଶ ବନାରସରେ। ସେ ଆଇନରେ ଡିଗ୍ରୀ କରିଛନ୍ତି। ସେ ତାଙ୍କ ସାଥୀ ରବି ମିଶ୍ରଙ୍କ ସହ ମିଶି ୨୦୧୫ରେ…

ବାଲୁଚିସ୍ତାନ ସହ ବିଶ୍ବାସଘାତକତା

ଲଳିତେନ୍ଦୁ ପଲାଉରୀ ପାକିସ୍ତାନର ପ୍ରମୁଖ ପ୍ରଦେଶ ବାଲୁଚିସ୍ତାନ ଦୀର୍ଘ ୭୫ ବର୍ଷରୁ ଅଧିକ ସମୟ ଧରି ଅଲଗା ରାଷ୍ଟ୍ର ଦାବି କରୁଥିବା ବେଳେ ଦିନକୁ ଦିନ ବାଲୁଚିବାସୀଙ୍କ ମନରେ ପାକିସ୍ତାନ ବିରୋଧୀ ହାୱା ତୀବ୍ର ହେଉଛି। ବାଲୁଚିସ୍ତାନ ମୁକ୍ତି ସଂଗ୍ରାମର ଅଗ୍ରଦୂତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri