ସମ୍ପାଦକୀୟ

ସ୍ତମ୍ଭର ମହତ୍ତ୍ୱ

ଉପେନ୍ଦ୍ର ବିଶ୍ୱାଳ   ଶ୍ରୀଅରବିନ୍ଦଙ୍କ ଭାଷାରେ-‘ସାହିତ୍ୟ ହେଉଛି ଜୀବନ୍ତ ମନେହେଉଥିବା ଶବ୍ଦଚିତ୍ର।’ ପ୍ରଖ୍ୟାତ ବ୍ରିଟିଶ୍‌ ଲେଖିକା ଶେଲି କୁହନ୍ତି, ‘ସାହିତ୍ୟ ହେଉଛି ସତ୍ୟର ପ୍ରତିଫଳନ ।’ ଏହିପରି ବିଶ୍ୱର ବହୁ ମନୀଷୀ ସାହିତ୍ୟର ବ୍ୟାଖ୍ୟା କରିଛନ୍ତି ଭିନ୍ନ ଭିନ୍ନ ଶବ୍ଦରେ। ସେ…

ବୁଝ ନ ବୁଝ…

ରାକେଶ ପଣ୍ଡା   ସାଧାରଣତଃ ଯଦି ଜଣେ ବ୍ୟକ୍ତି ନୀତି ଓ ନିୟମ ବାହାରେ କାର୍ଯ୍ୟ କରନ୍ତି, ତେବେ ସମାଜରେ ବିଶୃଙ୍ଖଳା ଏବଂ ଅରାଜକତା ସୃଷ୍ଟି ହୋଇଥାଏ ଏବଂ ଜୀବନ ନିର୍ବାହ ଦୁର୍ବିଷହ ହୋଇପଡେ। ଏଣୁ ପ୍ରତିଟି ମଣିଷ ନିଜର ଜୀବନଶୈଳୀ…

ଆଧୁନିକ ଯୁଗର ଧାର୍ମିକ ନେତା

ପାଶ୍ଚାତ୍ୟ ନେତୃତ୍ୱର ଢାଞ୍ଚାଗୁଡ଼ିକ ହେଉଛି ସାମରିକ ଶକ୍ତି କୈନ୍ଦ୍ରିକ। ଏଗୁଡ଼ିକ ମୁଖ୍ୟତଃ ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣଭିତ୍ତିକ। ପାଶ୍ଚାତ୍ୟ ନେତୃତ୍ୱ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଏ ଓ ଲକ୍ଷ୍ୟ ହାସଲକରେ। ହେଲେ ଭାରତୀୟ ନେତୃତ୍ୱର ଢାଞ୍ଚାଗୁଡ଼ିକ ଜନକୈନ୍ଦ୍ରିକ। ଏହା ଲୋକଙ୍କୁ ସ୍ମରଣ କରାଇଦିଏ…

ଏଇ ଭାରତରେ

ସମୟ କ୍ରମେ ମଣିଷର ଖାଦ୍ୟ ରୁଚି ବଦଳୁଛି। ସେଫ୍‌ମାନେ ନୂଆ ପ୍ରକାରର ତଥା ସ୍ବାଦର ଖାଦ୍ୟ ସାମ୍ନାକୁ ଆଣୁଛନ୍ତି। ସେଥି ମଧ୍ୟରୁ ଏବେ ମୋମୋ ବେଶ୍‌ ଲୋକପ୍ରିୟ ହୋଇପାରିଛି। ଏହି ଖାଦ୍ୟର ଲୋକପ୍ରିୟତାକୁ ଲକ୍ଷ୍ୟକରି ସୌଭିକ୍‌ ଧର୍‌ ଏକ ସ୍ବୟଂଚାଳିତ ମୋମୋ…

ଦିବ୍ୟାଙ୍ଗ ଓ ନିଯୁକ୍ତି

ମିନତି ପ୍ରଧାନ ଗତ କେଇ ଦଶନ୍ଧି ତଳେ ଦିବ୍ୟାଙ୍ଗଙ୍କୁ କେବଳ ଛୋଟମୋଟ ବ୍ୟବସାୟ କରିବାକୁ ସୁଯୋଗ ମିଳୁଥିଲା। ମାତ୍ର ଅନ୍ତଃରାଷ୍ଟ୍ରୀୟ ଓ ରାଷ୍ଟ୍ରୀୟ ସଂସ୍ଥା, ଏନ୍‌ଜିଓ ଏବଂ କିଛି ଲୋକଙ୍କ ପ୍ରୟାସ ଭିନ୍ନକ୍ଷମ ସଂରକ୍ଷଣକୁ ଆଇନ ସ୍ବୀକୃତ କରାଇଲେ। ପ୍ରତିଟି ପିଲା…

ଉତ୍ତର ପିଢ଼ିର ବ୍ୟାଘ୍ରାରୋହଣ

ଛାୟାକାନ୍ତ ଷଡ଼ଙ୍ଗୀ ଗୋଦାବରୀଶ ମହାପାତ୍ରଙ୍କ କ୍ଷୁଦ୍ରଗଳ୍ପ ‘ଏବେ ବି ବଞ୍ଚତ୍ଛି’ର ଦୁର୍ଭିକ୍ଷ ପ୍ରପୀଡ଼ିତ ନାୟକ ବେଣୁଧର ସରକାରୀ ସାହାଯ୍ୟ କେନ୍ଦ୍ରକୁ ଚାଉଳ ଆଣିବା ପାଇଁ ଯାଇଛି ସିନା, ସେ ଚାଉଳ ଗ୍ରହଣ କରିନାହିଁ। ତା’ର ମନେପଡ଼ିଯାଇଛି ସତ୍ୟବାଦୀ ବନ ବିଦ୍ୟାଳୟରେ ପଢ଼ାଯାଉଥିବା…

ସଙ୍କଟରେ ନ୍ୟାୟାଳୟ

ନ୍ୟାୟପାଳିକା ଗଣତାନ୍ତ୍ରିକ ବ୍ୟବସ୍ଥାର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ନାଗରିକଙ୍କ ସ୍ବାର୍ଥରକ୍ଷା ନିଶ୍ଚିତ କରେ। ଭାରତର ନ୍ୟାୟିକ ବ୍ୟବସ୍ଥା ସୁବ୍ୟସ୍ଥିତ ଓ ଏହାର ଶୀର୍ଷରେ ରହିଛି ସୁପ୍ରିମକୋର୍ଟ। ଏହା ପରେ ରାଜ୍ୟସ୍ତରରେ ଉଚ୍ଚ ନ୍ୟାୟାଳୟ ଏବଂ ଜିଲା ସ୍ତରରେ ଜିଲା କୋର୍ଟଗୁଡ଼ିକ…

ଏଇ ଭାରତରେ

ଟ୍ରିସ୍କୁଟର ବିଷୟରେ କେବେ ଶୁଣିଛନ୍ତି କି। ଏଭଳି ସ୍କୁଟର ନିର୍ମାଣ କରିଛନ୍ତି ମାଙ୍ଗାଲୁରର ଗଣପତି ଭଟ୍ଟ । ଏହି ସ୍କୁଟର ରାସ୍ତାରେ ନ ଚାଲି କେବଳ ଗୁଆ ଗଛ ଚଢୁଛି। ଖୁବ୍‌ କମ୍‌ ସମୟରେ ଲୋକକୁ ଗଛ ଶୀର୍ଷରେ ପହଞ୍ଚାଇପାରୁଛି। ଏହା…

ନକାରାତ୍ମକ ଖବର ଜାଣିବାର ଇଚ୍ଛା

ଡା. ସମ୍ରାଟ କର ସେଦିନ ବଡ଼ିସକାଳୁ ମୋର କମ୍ପ୍ୟୁଟର କ୍ଷିପ୍ରଲିଖ ସହକାରୀ ଶ୍ରଦ୍ଧେୟ ଶ୍ରୀକାନ୍ତର ଫୋନ ବାଜିଉଠିଲା। ସକାଳୁଆ ଶୁଭେଚ୍ଛା ଜଣାଇବା ସହ ବ୍ୟସ୍ତଭରା କଣ୍ଠରେ କହିଲା ସାର୍‌, ମୋ ସମ୍ପର୍କୀୟ ଭାଇ ବିଭୂତି ସହଜେ ଇତସ୍ତତଃ ଥିବାବେଳେ ମୁଁ ତା’…

ଶକ୍ତ ବ୍ରେକ୍‌ ଆବଶ୍ୟକ

ଡ. ସନ୍ତୋଷ କୁମାର ମହାପାତ୍ର ଥରେ ଜଣେ ବନ୍ଧୁ ଦେଖାହେଲେ ଏବଂ ପଚାରିଲେ- ”ତମେ ସର୍ବଦା ବାମପନ୍ଥୀ ଚିନ୍ତାଧାରାରେ ଲେଖୁଛ ଏବଂ ଅନ୍ୟକୁ ସମାଲୋଚନା କରୁଛ। ତମେ ଯଦି ମନ୍ତ୍ରୀ ବା ନେତା ହୋଇଥାଆନ୍ତ, ତେବେ ସବୁ ସମସ୍ୟା କ’ଣ ସମାଧାନ…

ହ୍ବେନ୍‌ ଇନ୍‌ ରୋମ୍‌…

ନିକଟରେ କାନାଡ଼ାର ଭାଙ୍କୋଭର ସହରରେ ଭାରତୀୟ ଛାତ୍ର ଚିରାଗ ଆନ୍ତିଲଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଚିରାଗଙ୍କ ଘର ହରିୟାଣାରେ ଓ ସେ ୨୦୨୨ରେ ଉଚ୍ଚଶିକ୍ଷା ପାଇଁ କାନାଡ଼ା ଯାଇଥିଲେ। କେବଳ ଚିରାଗ ନୁହନ୍ତି ଭାରତରୁ ବିଦେଶକୁ ଉଚ୍ଚଶିକ୍ଷା ପାଇଁ ଯାଉଥିବା ଛାତ୍ରୀଛାତ୍ରଙ୍କ…

ଏଇ ଭାରତରେ

ଘରର ସୌନ୍ଦର୍ଯ୍ୟ ପାଇଁ ବଗିଚାରେ ସୀମିତ ନରହି ସେଥିରୁ କେମିତି କିଛି ଉତ୍ପାଦନ ହୋଇପାରିବ ତାହା ଉପରେ ଗୁରୁତ୍ୱ ଦିଆଯିବା ଦରକାର। ଗୋଟିଏ କି ଦୁଇ ପ୍ରକାର ନୁହେଁ, ୧୫ ପ୍ରକାରର ମସଲା ଚାଷ କରୁଛନ୍ତି ଉତ୍ତରାଖଣ୍ଡର ଡ. ଅଂଶୁ ରଥି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri