ଏଇ ଭାରତରେ
କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି ଏବଂ ଖର୍ଚ୍ଚ ମଧ୍ୟ ବଢୁଛି। ଏହାର ସରଳ ସମାଧାନ ପାଇଁ ମହାରାଷ୍ଟ୍ରର ଆଦିତ୍ୟ ପିଙ୍ଗ୍ଲେ…
ବନ୍ଦେ ମାତରମ୍କୁ ବାରଣ କାହିଁକି
ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍ ଓ ଜୟ ହିନ୍ଦ୍ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି। ଏହା ସରକାରଙ୍କ ବନ୍ଦେ ମାତରମ୍ ପ୍ରେମ ଉପରେ ସନ୍ଦେହ ସୃଷ୍ଟି କରୁନାହିଁ କି? ଗୋଟିଏ…
ବୟସର ଅପରାହ୍ନରେ
କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ ନାହିଁ। ପରିବାର କହିଲେ ଆମର ଏକ କି ଦୁଇ ଆଉ ଅଧିକ ନାହିଁ। ଆଉ…
ପ୍ରକୃତି ଉପାସକ ଆଦିବାସୀ
ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ ଜଙ୍ଗଲରେ ରହନ୍ତି ଓ ଖାଦ୍ୟ ପାଇଁ ଶିକାର କରିଥାନ୍ତି। କୃଷି ଓ ପଶୁପାଳନ ବି…
ଆତ୍ମସ୍ଥ ସୁଖ ସନ୍ଧାନେ
ଜଣେ ବ୍ୟକ୍ତି ଥରେ ଜଣେ ସାଧୁବାବାଙ୍କ ନିକଟରେ ପହଞ୍ଚିଲେ ଏକ ଗମ୍ଭୀର ସମସ୍ୟା ନେଇ। ବାବା ଜଣକ ତାଙ୍କୁ ଆଗମନର କାରଣ ପୁଚ୍ଛା କରନ୍ତେ ସେ ଉତ୍ତର ଦେଲେ କିଛି ଏହିପରି ଯେ ସେ ନିଜ ଘରେ ସମସ୍ତ ସଦସ୍ୟ (ଅର୍ଥାତ୍…
ଜମି ମାଲିକାନା କୃଷକ ହାତକୁ ଯାଉ
କୃଷି ବିଭାଗ ପକ୍ଷରୁ କୁହାଯାଇଛି ଯେ, କୃଷି ଉପତ୍ାଦନ ଦୁଇଗୁଣ ବୃଦ୍ଧି ହୋଇଛି ଏବଂ ଓଡ଼ିଶା ଏ ଦିଗରେ ପ୍ରଥମ। ଜଳସେଚନ ସୁବିଧା ମଧ୍ୟ ଗତ ୩-୪ ବର୍ଷ ମଧ୍ୟରେ ବୃଦ୍ଧି ପାଇଛି ଏବଂ ଆସନ୍ତା ତିନି ବର୍ଷ ମଧ୍ୟରେ ଅଧିକ…
ଜିଆ ଖାଉଛି ମାଛକୁ
ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ ପାଣିରେ ଭସାଇବା ଲାଗି ସୋଲ ବନ୍ଧାଯାଇ କଣ୍ଟାକୁ ଭିତରକୁ ଦିଆଯାଏ। କଣ୍ଟାରେ ଜିଆ ଗୁନ୍ଥି…
ଦୁର୍ଘଟଣାର କାରଣ ପଥ ସମ୍ମୋହନ
ବର୍ତ୍ତମାନ ସହଜ ଗମନାଗମନ ବ୍ୟବସ୍ଥା ପାଇଁ ମଣିଷ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ନିମନ୍ତେ ସମୟ କମ୍ ହୋଇଯାଇଛି। ବିଶ୍ୱର ଗୋଟିଏ କୋଣରୁ ଅନ୍ୟ କୋଣ ପର୍ଯ୍ୟନ୍ତ ଥିବା ଦୂରତା ଦିନକୁ ଦିନ କମିଯାଉଛି। ବର୍ଷ ବର୍ଷର ପାଦଚଲା ରାସ୍ତା…
ସରକାର ଚାହୁଁଛନ୍ତି
ଲୋକଙ୍କର ଉପକାରରେ ଆସୁ ବା ନ ଆସୁ ରାଜ୍ୟର ଲାଭ ହେଉ ବା କ୍ଷତି, ବ୍ୟବସ୍ଥାରେ କିଛି ପରିବର୍ତ୍ତନ ହେଉ ବା ନ ହେଉ ସରକାର ଚାହୁଁଛନ୍ତି ମାନେ ହେବ। ଏହାଦ୍ୱାରା ଭବିଷ୍ୟତ ପିଢ଼ି କେତେ ଉପକୃତ ହେବେ ସେ ସମ୍ପର୍କରେ…
ଜଗନ୍ନାଥ ଗ୍ରହଣୀୟ
‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ ନେଇ କେତେବେଳେ ଯଦି ଚର୍ଚ୍ଚା ହୋଇଥାଏ ସେକ୍ସପିୟରଙ୍କ ପ୍ରସିଦ୍ଧ ନାଟକ ‘ରୋମିଓ ଆଣ୍ଡ୍ ଜୁଲିଏଟ୍’ରୁ…
ଏଇ ଭାରତରେ
ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି ସେମାନେ। ଏମିତି ଜଣେ ମହିଳା ହେଉଛନ୍ତି ତୃପ୍ତି ଭଟ୍ଟ। ସେ ଭାରତୀୟ ପୋଲିସ ସେବା(…
ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା
ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ କାନ୍ଦୁଲ ବାଡ଼ ଆଡ଼କୁ ମାଡ଼ି ଆସୁଥାଏ। ଦେହକୁ ଥଣ୍ଡା ଆଉ ଥଣ୍ଡା ଆଉଜି ପଡୁଥାଏ।…
Archives


