ସମ୍ପାଦକୀୟ

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ ପ୍ରସାରଣ ଜରୁରୀ। ପୁସ୍ତକର ବିପଣନ ତଥା ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରିବାର…

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି ବନ୍ଧୁକଧାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ…

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି ଅସନ୍ତୁଳିତ ହେବା ଦେଖାଯାଉଛି, ଯାହା ମାତାପିତାଙ୍କ ପାଇଁ ସମସ୍ୟା ପାଲଟି ଗଲାଣି। ଅନେକ ଘଣ୍ଟା…

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ ମୋ ସହ କାମ କରିଥିବା ବ୍ୟକ୍ତିମାନେ ପରିବେଶ ପ୍ରତି ମୋ ଆଗ୍ରହକୁ ବଢ଼ାଇଛନ୍ତି। ମୋର…

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ ସଦନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ ଭିତରେ ପ୍ରତିଧ୍ୱନିତ ହେଉଥିଲା ଏକ ଗୌରବମୟ ଅତୀତର ସ୍ମୃତି ରୋମନ୍ଥନ।…

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ ଦୁର୍ବଳ ବିକଳ୍ପ। ଯେତେବେଳେ ଏୟାରଲାଇନ୍ସ ବିଜ୍‌ନେସ୍‌ ଠପ୍‌ ହୋଇଯାଏ ଏବଂ ସାରା ଭାରତରେ ବିମାନବନ୍ଦରଗୁଡ଼ିକର…

ଏଇ ଭାରତରେ

ଭାରତୀୟ ବନ ସେବା ଅଧିକାରୀ (ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଅଭିନବ ଉପାୟରେ ଜଳାଶୟ ନିର୍ମାଣ କରୁଛନ୍ତି। ଏହା ‘ଅନନ୍ତ ନେରୁ ସଂରକ୍ଷଣ ପ୍ରୋଜେକ୍ଟ’…

ଶିକ୍ଷକ ହେବା କି ସହଜ କଥା

କେବଳ ପାଠ ପଢ଼େଇଦେଲେ ବା ବିଦ୍ୟା ସମ୍ବନ୍ଧୀୟ ଜ୍ଞାନ ଦେଇଦେଲେ କେହି ପ୍ରକୃତ ଶିକ୍ଷକ ହୋଇଯାଏ ନାହିଁ। ଏଥି ପାଇଁ ଦରକାର ବିଶାଳ ହୃଦୟ, ଦରଦୀ ମମତାଭରା ମନ, ଅନୁସନ୍ଧିତ୍ସୁ, ପର୍ଯ୍ୟବେକ୍ଷଣ ଶକ୍ତି ସହିତ ଧୈର୍ଯ୍ୟର ଶକ୍ତି, ହୃଦୟସ୍ପର୍ଶୀ ଭାବ-ଭାଷା, ଅଭିନୟ…

ବିମାନବନ୍ଦର କାହା ସ୍ବାର୍ଥରେ

ଆମ ଉପକୂଳ ଅଞ୍ଚଳ ଏକ ବାତ୍ୟାପ୍ରବଣ ଅଞ୍ଚଳ ଭାବେ ବ୍ରିଟିଶ ଶାସନ ସମୟରୁ ଘୋଷଣା କରାଯାଇଛି। ଏହାର ନିରାକରଣ ନିମନ୍ତେ ୧୯୭୨ ମସିହାରୁ ସରକାରୀ ସ୍ତରରେ ବହୁ ଉଦ୍ୟମ ହୋଇଥିଲେ ହେଁ ବାତ୍ୟାର ପ୍ରକୋପ କମିବା ପରିବର୍ତ୍ତେ ବୃଦ୍ଧି ଘଟୁଛି। ବାତ୍ୟା…

ବିଶେଷଜ୍ଞ ଲୋଡ଼ା

ଆମେ ପ୍ରାୟତଃ ଅଣଦେଖା କରୁଥିବା କଥାକୁ ଇଣ୍ଡିଗୋ ଘଟଣା ପୁଣି ଥରେ ମନେପକାଇ ଦେଇଛି। ବିଶ୍ୱରେ ଦ୍ରୁତଗତିରେ ବୃଦ୍ଧିପାଉଥିବା ଆଭିଏସନ ମାର୍କେଟ ମଧ୍ୟରେ ଭାରତ ଅନ୍ୟତମ। ଏହାକୁ ଏକ ନିୟାମକ ଦ୍ୱାରା ପରିଚାଳନା କରାଯାଉଛି, ଯାହା ବିଶେଷଜ୍ଞତାକୁ ଏକ ଅତିରିକ୍ତ ବିଷୟ…

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ଗଢ଼ିଛନ୍ତି ଓ ତା’ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି । ସେମାନଙ୍କ…

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ ଭାଷାର ବ୍ୟବହାର ଧୀରେ ଧୀରେ କମି ଆସିଲାଣି। ଏପରି କି ପାରମ୍ପରିକ ଓଡ଼ିଆ ଶବ୍ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri