ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ
କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି ସମ୍ପର୍କରେ ଶିକ୍ଷକଙ୍କଠାରୁ ଅବଗତ ହୋଇ ମୁଁ ଗଣମାଧ୍ୟମ ‘X’ ଦ୍ବାରା ମଧ୍ୟ ରାଜ୍ୟ…
ନିଆଁ ପରେ ନିଆଁ
ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…
ଏଇ ଭାରତରେ
ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ ପାଣି ପିଇବାକୁ ଦେଉଥିବାରୁ ତାଙ୍କୁ ଲୋକେ ଶ୍ରଦ୍ଧାରେ ଏଭଳି ଡାକୁଛନ୍ତି। ନଟରାଜନଙ୍କ ବୟସ…
ପୁଞ୍ଜି ବଜାରରେ ଅବିଶ୍ୱାସ
ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ ଓ ନିବେଶ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସେତୁ। ଏହି ବଜାର ମାଧ୍ୟମରେ ସାଧାରଣ…
ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ
ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି। ମାତ୍ର ଆମ ଚାରିପାଖରେ ଦୈନିକ ଅନେକ ଘଟଣା ଘଟିଯାଉଛି ଏବଂ ତା’ ଭିତରୁ…
ଚାଲିବା କେଉଁଠି
ସୁପ୍ରିମକୋର୍ଟ ୧୯ ଜୁନ୍ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…
ଏଇ ଭାରତରେ
ଆନ୍ଧ୍ରପ୍ରଦେଶ ଏନ୍ଟିଆର୍ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍ କୋଡ୍ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍ ସ୍କାନ୍ କଲେ ଆନ୍ଧ୍ରପ୍ରଦେଶର ଯେ କୌଣସି ସ୍ଥାନରେ ଆପଣଙ୍କ ଯାତ୍ରାକୁ ସୁରକ୍ଷିତ କରିପାରିବେ। ରେଡ୍ଡୀ ମୋହନ…
ସ୍ବାଧୀନତାର ମଣିଷ
ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍ ବାଟରେ ଚାଲିବ। ତେଣୁ ସେ ନିଜର ମିତ୍ର ହେବା ସହ ସଂସାରର ଆଶୀର୍ବାଦ ପାଲଟି…
ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା
ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ ହେଲା। ଓଡ଼ିଶାରେ ଏମିତି ତାଲାପକା ଘଟଣା ପ୍ରତ୍ୟହ ଦେଖିବାକୁ ମିଳିଲାଣି। ମାଲିକକୁ ଗୃହ…
ଭାରତ କ’ଣ ପାଇଲା
ଜୁନ୍ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍ ମାନଚିତ୍ର ସହିତ ଏହି ଖବର ଆମେରିକାର ଡିପାର୍ଟମେଣ୍ଟ ଅଫ୍ ଓ୍ବାର ଦ୍ୱାରା ଘୋଷଣା କରାଯାଇଥିଲା। ସେହିଦିନ…
ଝାଡୁ ଓ କଲମ
ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା। ଏ ସବୁର ମୂଳରେ ଥିଲା ଏଇ ଝାଡୁ। ହେଲେ ତାକୁ କିଆଁ ହୀନିମାନ…
ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା
ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା ପାଇଁ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ…

