ସମ୍ପାଦକୀୟ

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’ ସାହିତ୍ୟ ପତ୍ରିକାରେ ଏହା ପ୍ରକାଶ ପାଇଥିଲା। ୨୦୨୫ ନଭେମ୍ବର ୭ରେ ଏହାର ୧୫୦ ବର୍ଷ…

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ ବ୍ୟବହାର କରାଯାଉଛି ଏବଂ ଏଥିପାଇଁ ବହୁ ଷ୍ଟାର୍ଟଅପ ସାମ୍ନାକୁ ଆସୁଛନ୍ତି। ଏହା ବ୍ୟତୀତ ବ୍ୟକ୍ତିଗତ…

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର ଗତି ସହିତ ତୁଳନା କରି ଲଘୁ ମନ୍ତବ୍ୟ ଦେବା ଏକ ଜଣାଶୁଣା କଥା। ଯେପରି…

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ଭାରତ ପକ୍ଷରୁ…

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ ଏୟାରଲାଇନ୍ସ ଇଣ୍ଡିଗୋ ଆବଶ୍ୟକ ସେବା ଯୋଗାଇବାରେ ସମର୍ଥ ହୋଇ ନ ଥିବାରୁ ବିମାନଯାତ୍ରାରେ ଅସ୍ବାଭାବିକତା…

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ ସ୍ଥଳେ ଆଇସିୟୁ ଥିବା ସହରର ବଡ଼ ହସ୍ପିଟାଲକୁ ଆସି ରୋଗୀମାନେ ଅଧିକ ଖର୍ଚ୍ଚାନ୍ତ ହେଉଛନ୍ତି।…

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା ଏକ୍ୟୁଏଲ୍‌ଆଇ) ରିପୋର୍ଟ ଅନୁସାରେ ସମ୍ପୂର୍ଣ୍ଣ ଭାରତରେ ୨୦୨୩ରେ ବାୟୁ ପ୍ରଦୂଷଣ ସ୍ତର ବିଶ୍ୱ ସ୍ୱାସ୍ଥ୍ୟ…

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି ହୋଇଛି, କେହି ଜଣେ ସୃଷ୍ଟି କରିଛନ୍ତି ଅଥବା ଅନ୍ୟ କୌଣସି କାରଣ ରହିଛି ଏହି…

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା ଆବଶ୍ୟକ। ଚାଳିଶ ବର୍ଷ ପୂର୍ୱେ ଭାଜପା ୧୯୮୪ରେ ୭% ଭୋଟ ପାଇ ଦୁଇଟି ଲୋକ…

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି। ସେମାନଙ୍କ ମଧ୍ୟରୁ କେତେକେ କୃତକାର୍ଯ୍ୟ ହେବାବେଳେ ଅନେକେ ବିଫଳ ହୋଇଥାନ୍ତି। ତେବେ ବେଙ୍ଗାଲୁରୁ ଟ୍ରାଫିକ…

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ ଜୀବନଦୀପ ସେହି ଅନ୍ଧାର ରାତିରେ ଲିଭିଯାଇଥାଏ, ତାହା ସାମ୍ନାକୁ ଆସିପାରେ ନାହିଁ। ଏଭଳି ମୃତ୍ୟୁ…

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର ଏମ୍‌ଏଲ୍‌ଏଙ୍କ ହାତକୁ ସ୍କୁଲ ଶିକ୍ଷକଙ୍କ ବଦଳି ଅଧିକାର ଦେଇ ସିଭିଲ ସର୍ଭିସକୁ ପଲିଟିକାଲ୍‌ ସର୍ଭିସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri