ସମ୍ପାଦକୀୟ

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼ ବ୍ୟାଙ୍କ ଥିଲା, ସେ ପ୍ରାୟତଃ ଆଗ୍ରହର ସହ ସବୁ ବ୍ୟାଙ୍କରେ ନିଜର ଆକାଉଣ୍ଟ…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର ଅନେକ ମୂଲ୍ୟବାନ୍‌ ପାଠ। କିନ୍ତୁ ଆଜି ଖେଳପଡ଼ିଆ ଧୀରେ ଧୀରେ ଖାଲି ହେଉଛ।…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି । ଏହି ଦୁଇ ଦେଶର ସହଭାଗୀ ମୂଲ୍ୟବୋଧ, ଲୋକଙ୍କ ସହ ସମ୍ପର୍କ ଏବଂ ସବୁ…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ। କଲିକତା ବ୍ୟବସାୟୀମାନେ ଆସି ଏ ଅଞ୍ଚଳରୁ ଗୁଡ଼ ନେଇ ଯାଆନ୍ତି। ଯେହେତୁ ଜିଲାରେ…

ରାମରାଜ୍ୟର ବାସ୍ତବ ଲକ୍ଷ୍ୟ

ଏବେ ‘ସନାତନ ଧର୍ମ’ ବାକ୍ୟାଂଶ ବା ସ୍ଲୋଗାନ ଅତି ସାଧାରଣ ଭାବରେ ବ୍ୟବହାର ହେଉଛି। ଏହାକୁ ଏକ ପ୍ରାଚୀନ ହିନ୍ଦୁ ଜୀବନଶୈଳୀ ରୂପେ ଉପସ୍ଥାପନ କରାଯାଉଛି, ଯାହା ଇହୁଦୀ ଓ ଇସାଇ ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ସିଦ୍ଧାନ୍ତ ସହ ସମାନ…

ଗୋଇନ୍ଦା ବିଫଳତା-ଉତ୍ତରଦାୟୀ କିଏ

ସାରା ରାଜ୍ୟରେ ବଡ଼ ଜୋରସୋରରେ କୁଖ୍ୟାତ ଅପରାଧୀମାନଙ୍କ ଧରପଗଡ଼ ଚାଲିଛି। କେତେଜଣ ଧରାହୋଇ ଜେଲ କୋଠରିକୁ ଫେରୁଛନ୍ତି ତ ପୁଣି କେତେକେ ପୋଲିସ ଆଖିରେ ଧୂଳିଦେଇ ଫେରାର ହୋଇଯାଉଛନ୍ତି। ଯିଏ ଧରାପଡୁଛନ୍ତି ସେମାନଙ୍କ ଅପରାଧ ତାଲିକା ଏତେ ଲମ୍ବା ଯେ ଦୃଶ୍ୟଶ୍ରାବ୍ୟ…

୯ କିଲୋମିଟରର ଅକୁହା କାହାଣୀ

ପ୍ରଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ ଭୂଇଁ ଓ ଜଙ୍ଗଲର ଝରଣା ପାର ହୋଇ ଆଗକୁ ଚାଲିଛନ୍ତି। ଏହି ଦୃଶ୍ୟ…

ଆସ କୃତଜ୍ଞ ହେବା

ଗଭୀର ନଦୀ ଧୀରେ ବହେ। ଗମ୍ଭୀର ବ୍ୟକ୍ତି ଧୀରେ କହେ। ଭଲ ମଣିଷ କୃତଜ୍ଞ ରହେ। କେହି ଜଣେ ବିଦ୍ୱାନ ଏକଦା କହିଥିଲେ- କୃତଜ୍ଞତା ହେଉଛି ମଣିଷର ସର୍ବଶ୍ରେଷ୍ଠ ଆଚରଣ। ଏହା କେବଳ ଏକ ସଦ୍‌ଗୁଣ ନୁହେଁ, ବରଂ ଏହା ସବୁ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଯଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ ଚାହାନ୍ତି, ଅଧିକାଂଶ ଶିକ୍ଷକଙ୍କ ମନରେ ଛନକା ପଶିଯାଏ! ଲେସନ ପ୍ଲାନ, ଏହାକୁ କିପରି…

ନୂଆ ସ୍ରୋତରେ ଆନ୍ନାମଲାଇ

DHARତାମିଲନାଡ଼ୁରେ ଗତ ବିଧାନସଭା ନିର୍ବାଚନ ଫଳାଫଳ କେବଳ ସେହି ରାଜ୍ୟ ନୁହେଁ, ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା। ପାରମ୍ପରିକ ଦ୍ରାବିଡୀୟ ପାର୍ଟି ଓ ଜାତୀୟ ଦଳ ପରିବର୍ତ୍ତେ ନୂଆକରି ଗଢ଼ି ଉଠିଥିବା ତାମିଲାଗା ଭେଟ୍ରି କାଝାଗମ୍‌ (ଟିଭିକେ) ଉପରେ ଜନସାଧାରଣ…

ଏଇ ଭାରତରେ

ରାଜସ୍ଥାନ ଥର ମରୁଭୂମି ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ପରଦା ପ୍ରଥାର ପ୍ରଭାବ ଅଛି। ମହିଳାମାନେ ସମ୍ପୂର୍ଣ୍ଣ ଶିକ୍ଷା ସ୍ବାଧୀନତା ପାଇପାରିନାହାନ୍ତି। ଏଭଳି ସ୍ଥିତିରେ ପରିବର୍ତ୍ତନ ଆଣିବାକୁ ଜୟସାଲମେରର କ୍ରୀତିଜିୟା ଚମ୍ପାଓ୍ବାତ ଚେଷ୍ଟା ଜାରି ରଖିଛନ୍ତି। ସେ ‘ଥର୍‌ କି ଉଡାନ୍‌’ ସଂସ୍ଥା…

ହୁକେ ହୋ, ଏକ ସାମୂହିକ ସ୍ବର

ଏ ବର୍ଷ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ମଣିଷ, ବୃକ୍ଷଲତା, ପଶୁପକ୍ଷୀ ସମସ୍ତ ସଜୀବ ଦହଗଞ୍ଜ ହେଉଛନ୍ତି। ପିଇବା ପାଇଁ ମୁନ୍ଦାଏ ପାଣି ନାହିଁ। ନଈ, ନାଳ ପୋଖରୀ ଶୁଖି ଅଁା। ସରକାର ଚୁପ୍‌। ବିପକ୍ଷ ଦଳ ସୁଯୋଗ ଖୋଜୁଛନ୍ତି, କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri