ସମ୍ପାଦକୀୟ

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା ସମୟସୀମା ଦୂରକରିବାକୁ ସ୍ଥିର କରିଥିବା ଲକ୍ଷ୍ୟକରାଯାଉଛି। ମୁଖ୍ୟ ଶାସନ ସଚିବ କେ. ବିଜୟାନନ୍ଦ ନଭେମ୍ବର…

ପରମ୍ପରାରେ ସୁନାର ମହତ୍ତ୍ୱ

ବିଶ୍ବର ପ୍ରାୟ ସମସ୍ତ ରାଷ୍ଟ୍ରରେ ସୁନା ପ୍ରତି ବିଶେଷ ଆକର୍ଷଣ ରହିଆସିଛି। ସୁନା ପ୍ରତି ଥିବା ଅହେତୁକ ମୋହ ଅନ୍ୟ କୌଣସି ଧାତୁଠାରେ ଦେଖିବାକୁ ମିଳେ ନାହିଁ। ସୁନା ତୁଳନାରେ ଅନ୍ୟାନ୍ୟ ମୂଲ୍ୟବାନ ସମ୍ପଦଗୁଡ଼ିକର ନଗଦମୁଦ୍ରା (ଲିକ୍ୱିଡିଟି) ସ୍ବଳ୍ପ। ଜମି, କୋଠାଘର…

ବ୍ୟସ୍ତ ହୁଅନ୍ତୁନି, ମୁଁ ଅଛି

ଗତ କିଛିଦିନ ତଳେ ଆଧାର କାର୍ଡ ନବୀକରଣ କରିବା ପାଇଁ ସକାଳ ୯ଟା ସମୟରେ ଘରୁ ବାହାରିପଡିଲି। ଆଧାର କାର୍ଡ ନବୀକରଣ ଚାନ୍ଦିନୀଚୌକ ନିକଟସ୍ଥ ସବ୍‌ପୋଷ୍ଟ ଅଫିସରେ ହେଉଥାଏ। କିଛି ସମୟ ମଧ୍ୟରେ ସେଠାରେ ପହଞ୍ଚି ଦେଖେ ତ ସ୍ଥିରୀକୃତ କାର୍ଯ୍ୟ…

ମହାସାଗରରେ ନିବେଶ

ନିବେଶକମାନେ ନିବେଶ କରିବାକୁ ନିଷ୍ପତ୍ତି ନେବାବେଳେ ସେଥିରେ ଥିବା ସୁଯୋଗ, ବିପଦ ଏବଂ ଆଶା କରାଯାଉଥିବା ଲାଭ ସମ୍ପର୍କରେ କିଛି ମୌଳିକ ପ୍ରଶ୍ନ ଉତ୍ଥାପନ କରିଥାଆନ୍ତି। ମହାସାଗରେ ନିବେଶ କ୍ଷେତ୍ରରେ ଶେଷ ପ୍ରଶ୍ନର ଉତ୍ତର ଅତ୍ୟନ୍ତ ଉତ୍ସାହପ୍ରଦ। ଏକ ସହନୀୟ ତଥା…

ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ। ସେ ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ୭ ଏକର ଫାର୍ମରେ ଜୈବିକ ଚାଷ କରୁଛନ୍ତି।…

ବୈଦିକ ସଂସ୍କୃତିର ସୌରଭ

ବେଦ, ମାନବ ଜାତି ପାଇଁ ଈଶ୍ୱରଙ୍କ ଅମୂଲ୍ୟ ସଂପଦ। ଏହା ପରମାତ୍ମାଙ୍କ ଅମୃତ ବାଣୀ। ଆର୍ଯ୍ୟ ସାହିତ୍ୟର ଅକ୍ଷୟ ଭଣ୍ଡାର। ଏଥିରେ ଥିବା ଈଶ୍ୱର ପ୍ରଦତ୍ତ ଦିବ୍ୟଜ୍ଞାନ ପୃଥିବୀର ଅନ୍ୟ ଗ୍ରନ୍ଥରେ ଦେଖିବାକୁ ମିଳେନାହିଁ। ବେଦର ଶିକ୍ଷା, ବେଦର ଆଦର୍ଶ ଅତୀବ…

ଆତଙ୍କବାଦ: ଉତ୍ସ ଓ ଉତ୍ପାଟନ

କେବଳ ମାତ୍ର ତୁମ ନିଜ ବିଶ୍ୱାସକୁ ହିଁ ଜ୍ଞାନ ବୋଲି କହି ଅନ୍ୟମାନଙ୍କ ବିଶ୍ୱାସକୁ ପ୍ରମାଦ, ଅଜ୍ଞାନ ଅଥବା ମିଥ୍ୟା ବୋଲି ଅଭିହିତ କରିବା ନିହାତି ମୂର୍ଖାମି – ଯୁଗଋଷି ଶ୍ରୀ ଅରବିନ୍ଦ। ଏହି ମର୍ମରେ ଇତିହାସରେ ସଂଘଟିତ ଅନେକ ସୈତାନୀ…

ସସୀମରୁ ଅସୀମ

ଛତିଶଗଡ଼ ବିଳାସପୁର ନିକଟରେ ଅଛି ଛୋଟ ସହର ମହ୍ଲାର ଏବଂ ଏଠାରେ ଚାରି ବାହୁ ଥିବା ଜଣେ ସୈନିକଙ୍କ ମୂର୍ତ୍ତି ଦେଖିବାକୁ ମିଳେ। ସେ ହାତରେ ଶଙ୍ଖ, ଚକ୍ର ଓ ଗଦା ଧରିଛନ୍ତି। ଏହାଙ୍କୁ ବିଷ୍ଣୁଙ୍କ ପୁରାତନ ବିଗ୍ରହ ବୋଲି କୁହାଯାଉଛି।…

ତରକାରି ଆଇନକୁ ଅଣଦେଖା

ବର୍ତ୍ତମାନ ବିବାହ ଓ ଭୋଜିଭାତ ଋତୁ ଚାଲିଛି। ଏହି ସମୟରେ ନଅ ତିଅଣ ଛଅ ଭଜାଠାରୁ ଆହୁରି ଲମ୍ବି ଗଲାଣି ଖାଇବା ମେନୁର ତାଲିକା। ଏମିତିରେ ବି ଲୋକମାନଙ୍କ ଖାଦ୍ୟ ରୁଚି ସବୁ ପରିବର୍ତ୍ତନ ହୋଇଗଲାଣି। କହିବାକୁଗଲେ ଦାମୀ, ସୁସ୍ବାଦୁ ଓ…

ସନାତନୀ ହିନ୍ଦୁ ଓ ଗାନ୍ଧିଜୀ

ଖ୍ରୀପୂ. ଷଷ୍ଠ ଶତକରେ ଡେରିଅସ ଶିଳାଲେଖରେ (୫୫୦-୪୮୬) ‘ହିନ୍ଦୁ’ ଶବ୍ଦର ଉଲ୍ଲେଖ ଥିଲେ ହେଁ ସେଥିରେ ଏହା ଭୌଗୋଳିକ ଶବ୍ଦ ଭାବରେ ବ୍ୟବହୃତ ହୋଇଛି। ରାଜା ରାମମୋହନ ରାୟ ପ୍ରଥମେ ହିନ୍ଦୁଧର୍ମ (Hinduism) ଶବ୍ଦ ୧୮୧୬ ମସିହାରେ ବ୍ୟବହାର କଲେ। ତା’ପରେ…

ଆଗରୁ ଯେମିତି, ଏବେ ସେମିତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ଅତ୍ୟଧିକ ଟାରିଫ୍‌ ଲଗାଇବା, ଏଚ୍‌୧ ଭିଜା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ଅନ୍ୟାନ୍ୟ କେତେକ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ପୋଷଣ କରିଥିବାରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ଲାଗିରହିଛି। ସେଥିପାଇଁ ଚାଇନା…

ଏଇ ଭାରତରେ

ଅରୁଣାଚଳ ପ୍ରଦେଶ ପାକ୍କେ ବ୍ୟାଘ୍ର ସଂରକ୍ଷଣ ଜଙ୍ଗଲର ଅନ୍ୟ ଏକ ଆକର୍ଷଣ ହେଉଛି ବିଭିନ୍ନ ରଙ୍ଗ ତଥା ପ୍ରଜାତିର ହର୍ନବିଲ। ଏହି ଜାତୀୟ ପକ୍ଷୀର ମାଂସ ଓ ଥଣ୍ଟ ପାଇଁ ସ୍ଥାନୀୟ ଅଞ୍ଚଳର ଆଦିବାସୀ ଏମାନଙ୍କୁ ଶିକାର କରିଥାନ୍ତି। ବ୍ୟାପକ ଶିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri