ସମ୍ପାଦକୀୟ

ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟି ରହସ୍ୟ

ଯୁକ୍ତରାଷ୍ଟ୍ର ଆମେରିକା ବ୍ରୁକଲିନଠାରେ ଜନ୍ମିତ କାର୍ଲ ସାଗନ (୧୯୩୪-୯୬) ଜଣେ ଜ୍ୟୋତିର୍ବିଜ୍ଞାନୀ, ବିଶ୍ୱତତ୍ତ୍ୱବିତ୍‌, ନଭୋବିଦ୍ୟାବିଶାରଦ ତଥା ଜ୍ୟୋତିର୍ଜୀବତତ୍ତ୍ୱବିତ୍‌। ଷାଠିଏଟି ଦେଶର ୫୦୦ ନିୟୁତ ଦର୍ଶକ ଦେଖିଥିବା ‘କସ୍ମୋସ’ ଟେଲିଭିଜନ ଧାରାବାହିକର ସେ ପ୍ରଣେତା। ତାଙ୍କର ଉକ୍ତି ପ୍ରଣିଧାନଯୋଗ୍ୟ। ଆମେ କିଏ? ଏହି…

ଆରାବଳିକୁ ମାରିଦେବେ

ଆରାବଳି ଭାରତର ଉତ୍ତର-ପଶ୍ଚିମାଞ୍ଚଳ ଭାଗରେ ଅବସ୍ଥିତ ସବୁଠାରୁ ପୁରୁଣା ପର୍ବତମାଳା। ପ୍ରାୟ ୨୦୦ କୋଟି ବର୍ଷ ପୂର୍ବରୁ ଏହା ସୃଷ୍ଟି ହୋଇଥିଲା। ତୁଳନାତ୍ମକ ଭାବେ ଦେଖିଲେ ହିମାଳୟ ପର୍ବତମାଳା ୪୦ରୁ ୫୦ ନିୟୁତ ବର୍ଷ ପୂର୍ବେ ଗଠିତ ହୋଇଥିଲା। ଆରାବଳି ଦକ୍ଷିଣ-ପଶ୍ଚିମ…

ଏଇ ଭାରତରେ

ଗର୍ଭଧାରଣ ସମୟରେ ପୁଷ୍ଟିକର ଖାଦ୍ୟ ଅଭାବରୁ ଭାରତର ବିଭିନ୍ନ ଅଞ୍ଚଳରେ ନବଜାତକଙ୍କ ଓଜନ କମ୍‌ ରହୁଥିବା ଦେଖାଯାଉଛି। ବିଶେଷକରି ଏହି ସମସ୍ୟା ଆଦିବାସୀ ଅଞ୍ଚଳରେ ଅଧିକ। ତେବେ ଏହାର ସମାଧାନ ପାଇଁ ଛତିଶଗଡ଼ କୋରେଆ ଜିଲାର ଜିଲାପାଳ ଚନ୍ଦନ ରଞ୍ଜନ ତ୍ରିପାଠୀ…

ହୁକପକା ପୁରସ୍କାର

ପୁରସ୍କାର ପୁଣି ହୁକପକା। ଏ ଶୀର୍ଷକ କାହାକୁ ଅଡୁଆ ଲାଗୁଥାଇ ପାରେ। ହେଲେ କଥାଟିରେ ମିଛ ନାହିଁ। ପୁରସ୍କାର କେଉଁଠି ଛିନ୍ଦି ବା ଛଡ଼େଇ ନିଆଗଲେ ହୁକପକା ପୁରସ୍କାର କଥା ମନକୁ ଢୁକିଥାଏ। ପୁରସ୍କାର ବିକଳିଆଙ୍କ ପାଇଁ ପୁରସ୍କାରର ମହତ୍ତ୍ୱ ତଥା…

ଶ୍ରମ ସଂହିତା: ଶ୍ରମିକଙ୍କ ପାଇଁ ମୃତ୍ୟୁଘଣ୍ଟି

ନଭେମ୍ବର ୨୧ ତାରିଖରେ କେନ୍ଦ୍ର ସରକାର ଦେଶରେ ଚାରୋଟି ନୂଆ ଶ୍ରମ ସଂହିତା (ଲେବର କୋଡ୍‌) ଲାଗୁ କରିଛନ୍ତି। କୋଭିଡ୍‌ ସମୟରେ ଯେତେବେଳେ ଦେଶରେ ସମସ୍ତ ପ୍ରକାର ରାଜନୈତିକ କାର୍ଯ୍ୟକଳାପ ବନ୍ଦ ଥିଲା ଏବଂ ସଂସଦରେ ବିରୋଧୀ ଦଳ ଅନୁପସ୍ଥିତ ଥିଲେ,…

୮.୨ ଜିଡିପି

ଭାରତୀୟ ଅର୍ଥନୀତି ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକରେ ଅତି ଭଲ ପ୍ରଦର୍ଶନ କରିଥିବା ସଂକ୍ରାନ୍ତ ଏକ ରିପୋର୍ଟ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ୨୮ ନଭେମ୍ବରରେ ପ୍ରକାଶ ପାଇଛି। ଏହି ସମୟ ଅବଧିରେ ଭାରତର ଆର୍ଥିକ ଅଭିବୃଦ୍ଧି ୮.୨ ପ୍ରତିଶତ ରହିଥିବା ଦର୍ଶାଯାଇଛି, ଯାହା…

ଏଇ ଭାରତରେ

ଗାଁରେ ରହି କୌଣସି କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଅଣାଯାଇପାରେ, ଯାହା ପ୍ରମାଣ କରି ପାରିଛନ୍ତି ବିହାରର ପ୍ରିନ୍ସ ଶୁକ୍ଳା। ସେ ଶିକ୍ଷା ଶେଷ କରି ବେଙ୍ଗାଲୁରୁରେ କାମ କରୁଥିଲେ। କୋଭିଡ୍‌ ମହାମାରୀ ଆସିବାରୁ ସେ କାମ ଛାଡ଼ି ତାଙ୍କ ଗାଁକୁ ଫେରି…

ନିଷ୍କ୍ରିୟ ଜମାଖାତାର ଅର୍ଥରାଶି

ଭାରତର ଅର୍ଥନୀତିକୁ ସୁଦୃଢ଼ କରିବାରେ ବ୍ୟାଙ୍କଗୁଡ଼ିକର ଗୁରୁ୍‌ତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ବ୍ୟାଙ୍କିଙ୍ଗ ସେବା ଦିନକୁ ଦିନ ଏପରି ବ୍ୟବସ୍ଥିତ ହେଉଛି ଯେ ଯାହାଦ୍ୱାରା ଲୋକମାନେ ହାତପାହାନ୍ତାରେ ନିଜ ମୋବାଇଲ ଦ୍ୱାରା ସମସ୍ତ ଦେଣନେଣ କରିପାରୁଛନ୍ତି। ତେବେ ବ୍ୟାଙ୍କରେ ଅର୍ଥ କାରବାର ସମୟରେ…

ଗଣତନ୍ତ୍ରର ସଂଜ୍ଞା ଓ ସ୍ବରୂପ

ଆମର ପ୍ରାଥମିକ ଶିକ୍ଷା ସମୟରେ ଗଣତନ୍ତ୍ରର ସଂଜ୍ଞାରେ କୁହାଯାଇଥାଏ ଯେ ଏହା ଲୋକମାନଙ୍କର, ଲୋକମାନଙ୍କ ଦ୍ୱାରା ଏବଂ ଲୋକମାନଙ୍କ ପାଇଁ ଶାସନ। ଏହା ମଧ୍ୟ କୁହାଯାଏ ଯେ ସୁଶାସନଠାରୁ ସ୍ବଶାସନ ଭଲ। ସ୍କୁଲଗୁଡ଼ିକରେ ସ୍ବାଧୀନତା ଓ ଗଣତନ୍ତ୍ର ଦିବସରେ ଯେଉଁମାନଙ୍କ ବଳିଦାନ…

ପ୍ରତିଶୋଧାତ୍ମକ ପଦକ୍ଷେପ

ଗତ ମାସରେ ଏସିଆରୁ ପାକିସ୍ତାନ ଓ ଇରାକ ସହିତ ଭାରତ ଜାତିସଂଘ ମାନବାଧିକାର ପରିଷଦ(ୟୁଏନ୍‌ଏଚ୍‌ଆର୍‌ସି)କୁ ନିର୍ବାଚିତ ହୋଇଥିଲା। ୟୁଏନ୍‌ଏଚ୍‌ଆର୍‌ସି କହେ, ସାରା ବିଶ୍ୱରେ ମାନବାଧିକାରର ପ୍ରୋତ୍ସାହନ ଓ ସୁରକ୍ଷାକୁ ସୁଦୃଢ଼ କରିବା ଏହାର ଦାୟିତ୍ୱ। ୟୁଏନ୍‌ଏଚ୍‌ଆର୍‌ସିକୁ ନିର୍ବାଚିତ ହେବା ପାଇଁ ଭାରତ…

ଏଇ ଭାରତରେ

ଗୁଣାତ୍ମକ ଶିକ୍ଷାର ମହତ୍ତ୍ୱ ବୁଝିଛନ୍ତି କର୍ନାଟକର ସୁଦର୍ଶନ ସଞ୍ଚାରୀ। ତାଙ୍କୁ ଏବେ ବୟସ ୨୮। ପିଲାଦିନେ ପଢୁଥିବା ତାଙ୍କ ଗାଁ ସ୍କୁଲର ପୁନଃ ନର୍ମାଣ ପାଇଁ ସେ ସାଇକେଲରେ ବୁଲି ପାଣ୍ଠି ସଂଗ୍ରହ କରୁଛନ୍ତି। ସୁଦର୍ଶନ ଗତ ୪ ବର୍ଷ ମଧ୍ୟରେ…

ଟିକେ ଖୁସି ଦେବା

ସମସ୍ତ ଆର୍ଥିକ ବିକାଶର ପ୍ରଥମ ଉଦ୍ଦେଶ୍ୟ ଲୋକଙ୍କ ଖୁସି ବଢ଼ାଇବା। ଯେଉଁ ଆର୍ଥିକ ବିକାଶ ଲୋକଙ୍କୁ ଖୁସି ଦେଇପାରୁଛି ତାକୁ ଆବୋରିନେବା ଆବଶ୍ୟକ। ବିକାଶ ଯଦି ଲୋକଙ୍କୁ ଯନ୍ତ୍ରଣା ଦେଉଛି ତାହା ଚୁଲିକୁ ଯିବା ଦରକାର I ପ୍ରକୃତ ଜ୍ଞାନୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri