ନେପାଳ ରାଜନୀତିର ରଣନୀତିକାର
ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ ମେଣ୍ଟ ସରକାରର ପତନ ଘଟିଥିଲା। ଅନ୍ତରୀଣ ପ୍ରଧାନମନ୍ତ୍ରୀ ହୋଇଥିଲେ ସୁଶୀଳା କାର୍କି। ବିଧିବଦ୍ଧ…
ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ
ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ ଭାରତରେ ନାଳନ୍ଦା, ତକ୍ଷଶିଳା, ବଲ୍ଲଭ, ଓଡାନ୍ତପୁରୀ, ବିକ୍ରମଶିଳା, ଜଗଦଲ୍ଲା, ସୋମପୁର, ସାରଦା ପୀଠ…
ସାହସ ନାହିଁ
ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ। ତେବେ ନିଜକୁ ଏବଂ ନିଜର ଇଚ୍ଛାକୁ ସମ୍ପୂର୍ଣ୍ଣ ଭାବରେ ବିଶ୍ୱ ଉପରେ ଲଦି…
ଶିଶୁକୈନ୍ଦ୍ରିକ ଶିକ୍ଷା
ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ ସମାନ ମନେହେଉଥିବ। ଆମେ କିନ୍ତୁ ବୁଝିପାରି ନ ଥାଉ ଯେ ଏହି କାରଣରୁ…
ସରକାର ଠିକାରେ ଚାଲିଛି
ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ ସର୍ତ୍ତ ରାଜନୈତିକ ଦଳର ମେମ୍ବରମାନଙ୍କ ପ୍ରତି ଲାଗୁ ହେଉନାହିଁ ବୋଲି ଦେଶରେ ଭ୍ରଷ୍ଟାଚାର…
ସିଇଓ ଅପେକ୍ଷାରେ
ନୀତି ଆୟୋଗ ସିଇଓ ଭାବେ ବିଭିଆର୍ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ ନେଇ ଆଭ୍ୟନ୍ତରୀଣ ଆଲୋଚନା ଚାଲିଛି। ବର୍ତ୍ତମାନ ପାଇଁ ନିଧି ଛିବର ଅତିରିକ୍ତ ଦାୟିତ୍ୱ…
ଘଣ୍ଟା ଅଛି, ସମୟ କାହିଁ
ଆଜିକୁ ପ୍ରାୟ ପଚାଶ ବର୍ଷତଳେ ବାହାଘରରେ ଜ୍ୱାଇଁଙ୍କୁ ଉପହାର ଦିଆଯାଉଥିଲା ଘଣ୍ଟା, ସାଇକେଲ ଓ ରେଡିଓ। ସମୟର ଦୌଡ଼ରେ ଧୀରେ ଧୀରେ ସାଇକେଲ୍ର ଚାହିଦା କମି କମି ଆସିଲା; ରେଡିଓର ସ୍ବର ନରମି ଗଲା କିନ୍ତୁ ଆଶ୍ଚର୍ଯ୍ୟର କଥା ଘଣ୍ଟା ତା’ର…
ଧ୍ୟାନ ଭଗ୍ନକାରୀ ନୀତି ବନାମ ଉତ୍ତରଦାୟିତ୍ୱ
ନିଜର ଦୋଷଦୁର୍ବଳତା ତଥା ଅପାରଗତା ଲୁଚାଇବାକୁ ଚେଷ୍ଟା କରି ଅନେକ ବ୍ୟକ୍ତି ଅନ୍ୟ ଉପରେ ଦୋଷ ଲଦିଦେଇ ଅନ୍ୟର ଉପକାର ନିମିତ୍ତ କୃତଜ୍ଞତା ବଦଳରେ କୃତଘ୍ନ ରୂପେ କୁତ୍ସାରଟନା କରି କେବଳ ନିଜର ଶ୍ରେଷ୍ଠ ଜାହିରକରି ଆତ୍ମସନ୍ତୋଷ ଲାଭ କରନ୍ତି। ଏହିପରି…
ଦୁଇ ବିପଜ୍ଜନକ ନିଷ୍ପତ୍ତି
୨୦୦୦ ମସିହାରେ ଜିମ୍ବାଓ୍ବେର ପୂର୍ବତନ ଏକଚ୍ଛତ୍ରବାଦୀ ଶାସକ ରବର୍ଟ ମୁଗାବେ ଦେଶର ଜାତୀୟ ଲଟେରିରେ ସବୁଠୁ ବଡ଼ ପୁରସ୍କାର ଜିତିଥିଲେ। ସେ ଏକ ସାଧାରଣ କାରଣ ପାଇଁ ବିଜୟୀ ହୋଇଥିଲେ। ଥରେ କ୍ଷମତାର ଶକ୍ତି ପ୍ରୟୋଗ କରି ସଂସ୍ଥାଗୁଡ଼ିକୁ ନଷ୍ଟ କରିଦେଲେ…
ପ୍ରେମ ଓ ଫଲ୍ଗୁର ଯାତ୍ରା
ଆଜକୁ ୮୦୦ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳନ ହୋଇଆସୁଛି। ଏହା କେବଳ ଓଡ଼ିଶାର ଆଞ୍ଚଳିକ ପର୍ବ ନୁହେଁ, ସମଗ୍ର ଭାରତ ଓ ଭାରତ ବାହାରେ ଥିବା ଆଧ୍ୟାତ୍ମିକ ଶ୍ରଦ୍ଧାଳୁ ଏବଂ କୃଷ୍ଣ ଭକ୍ତମାନେ ମହାସମାରୋହରେ ଏହାକୁ ପାଳନ କରିଥା’ନ୍ତି। ପୁରାଣବିତ୍ଙ୍କ…
ଆଧୁନିକ ଭସ୍ମାସୁର
ଭସ୍ମାସୁର ଗପ ଆମେ ସମସ୍ତେ ପଢ଼ିଛନ୍ତି ପିଲାବେଳେ କିମ୍ବା ଶୁଣିଛନ୍ତି ଗୁରୁଜନଙ୍କ ପାଖରୁ। ଭାରତୀୟ ପୁରାଣ ସାହିତ୍ୟରେ ଥିବା ରାଶିରାଶି ଗଳ୍ପରାଜି ଭିତରୁ ଏହା ଏକ ପ୍ରତୀକାତ୍ମକ ପ୍ରସଙ୍ଗ। ଜଣେ ଅସୁର ବହୁ ସାଧନା କରି ଶିବଙ୍କଠାରୁ ଗୋଟିଏ ବର ପାଇଥିଲା,…
ତେଲ ମାରିଲା
ଇରାନ ଉପରେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ପରେ ଯୁଦ୍ଧର ପରିସର ବ୍ୟାପକ ହୋଇଛି। କେତେକ ସୂତ୍ର ଇରାନ୍ରେ ୫୫୦ ମୃତାହତ କହୁଥିବା ବେଳେ ଆଉ କିଛି ସୂତ୍ର ୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚାଉଛନ୍ତି। ଏହି ସଂଖ୍ୟା ମାତ୍ର ୩…
Archives


