ଏଇ ଭାରତରେ
ରାଜସ୍ଥାନର ମରୁଭୂମି ଜିଲା ଭାବେ ବାର୍ମର ବେଶ୍ ଜଣାଶୁଣା। ଏହି ଅଞ୍ଚଳରେ ବର୍ଷର ସବୁ ସମୟରେ ପିଇବା ପାଣି ପାଇବା କଷ୍ଟକର। ଘରେ ରୋଷେଇ ଓ ଅନ୍ୟାନ୍ୟ କାମ ପାଇଁ ଆବଶ୍ୟକ ପାଣି ମହିଳାମାନେ ଯୋଗାଡ଼ କରି ରଖୁଥିବାରୁ ବହୁ ସମୟରେ…
ବିଶ୍ୱାସ ମୂଳେ ଏ ଜଗତ
ଆଜିର ସମୟରେ, ବିଶ୍ୱାସ କରିହେଉନାହିଁ କାହାକୁ। ବିଶ୍ୱାସ ବନ୍ଧାପଡୁଛି, ସ୍ବାର୍ଥ ପାଖରେ। ପ୍ରେମରେ, ଭକ୍ତିରେ, ସମ୍ପର୍କରେ, ବୃତ୍ତିରେ, ପ୍ରବୃତ୍ତିରେ, ପରିବାରରେ, ସମାଜରେ ପରସ୍ପର ପ୍ରତି ରହୁନାହିଁ ବିଶ୍ୱାସ। ଆଶଙ୍କା ଭିତରେ ଗତିକରିବାକୁ ପଡୁଛି; କିଏ ଜାଣେ କେତେବେଳେ ବିଶ୍ୱାସରେ ମିଶିଯିବ ବିଷ…
ଗୋଟିଏ ନାମ ଦୁଇଟି ଦେଶ
ଓଡ଼ିଶାର ପଡ଼ୋଶୀ ରାଜ୍ୟ ଛତିଶଗଡ଼ର ରାଜଧାନୀ ରାୟପୁର ସହରରେ ମୋର ଆମତ୍ଜ ଏକ ପ୍ରତିଷ୍ଠିତ ବ୍ୟାଙ୍କର ପରିଚାଳକ ଥିବା ଅବସରରେ ପ୍ରାୟ ପାଞ୍ଚବର୍ଷ ତଳେ ଆମେ ସେଠାକୁ ଭ୍ରମଣରେ ଯାଇଥିଲୁ। ତୁଳସୀ ବୋଲି ଜଣେ ମଧ୍ୟ ବୟସ୍କା ସ୍ତ୍ରୀ ଲୋକ ଘରପାଇଟି…
ଆଇଆର୍ଏସ୍ରୁ ଏମ୍ଏଲ୍ଏ
ସୁଜିତ କୁମାର ମାତ୍ର ୫୧ ଦିନରେ ଦିଲ୍ଲୀର ପ୍ରିନ୍ସିପାଲ କମିଶନରରୁ ଯାଇ ବିହାର ଦରଭଙ୍ଗାର ଗୌରା ବାଉରାମର ଭାଜପା ବିଧାୟକ ହୋଇଗଲେ। ସାଧାରଣତଃ ଏପରି ପରିବର୍ତ୍ତନ ପାଇଁ ଅନେକ ମାସ ଧରି କାଗଜପତ୍ର କାମ, ମଞ୍ଜୁରୀ ଏବଂ ରାଜନୈତିକ ବୁଝମଣା ଜାରି…
ଅର୍ଥ-ପରମାର୍ଥ
ଆଜିର ଭୋଗବାଦୀ ଦୁନିଆକୁ ଲକ୍ଷ୍ୟକଲେ ଜଣାଯାଏ, ଅର୍ଥର କୁହୁକ ଓ ମାୟାଜାଲରେ ପ୍ରାୟ ସମସ୍ତେ ବନ୍ଧା। ପେଟ ଭରିବି, ଘର ତୋଳିବି, ପରିବାର ପାଳିବି-ଏମିତି ଅନେକ କିଛି ଯୋଜନାକୁ ଧରିଚାଲିଛି ଅର୍ଥ ପାଇଁ ଅହୋରାତ୍ର ଅଙ୍କକଷା। କିନ୍ତୁ ସର୍ବପ୍ରଥମେ ଅର୍ଥକୁ ନେଇ…
ବ୍ରାଜିଲରୁ ଜଳବାୟୁ ବାର୍ତ୍ତା
ଚଳିତ ବର୍ଷ ବ୍ରାଜିଲର ବେଲେମରେ ଅନୁଷ୍ଠିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍୩୦)ର ନିଷ୍କର୍ଷକୁ ବିଶ୍ୱରେ ସମସ୍ତେ ଉତ୍ସୁକତାର ସହ ଚାହଁିରହିଛନ୍ତି। ଜଳବାୟୁ ପରିବର୍ତ୍ତନର ପ୍ରଭାବ ଆମ ଜୀବନ ଓ ପରିବେଶ ଉପରେ ପଡ଼ୁଛି ଏବଂ ଏହାର ଜରୁରୀ ମୁକାବିଲା କରାଯିବା…
ଏଇ ଭାରତରେ
ଚେନ୍ନାଇର ପେରୁଙ୍ଗୁଡ଼ି ବର୍ଜ୍ୟ ପାହାଡ଼ ଭାବେ ଜଣାଶୁଣା। ୯୬ ଏକରରେ ଏହା ପରିବ୍ୟାପ୍ତ। ଏଠାରେ ୧.୭ ମିଲିୟନ କ୍ୟୁବିକ ମିଟର ବର୍ଜ୍ୟ ଠୁଳ ହୋଇଥାଏ। କହିବାକୁ ଗଲେ ଏହାର ଆକାର ୨୦ଟି ଫୁଟବଲ ଖେଳପଡ଼ିଆ ସହ ସମାନ। ଏବେ ଏହି ବର୍ଜ୍ୟକୁ…
କୂଟନୀତି ଅନ୍ତରାଳେ
କ ଐତିହାସିକ ବିବରଣୀ ଉପରେ ଶ୍ରୀଅରବିନ୍ଦ କହିଥିଲେ – ବାହ୍ୟ ଦୃଷ୍ଟିର ଅନ୍ତରାଳେ ଘଟୁଥିବା ଘଟଣାବଳୀକୁ ଇତିହାସ କ୍ୱଚିତ ଲିପିବଦ୍ଧ କରିଥାଏ। ଏହା କେବଳ ପରଦାର ସାମ୍ନାରେ ଘଟିଥିବା ଘଟଣାବଳୀକୁ ଲିପିବଦ୍ଧ କରେ। ଫଳରେ ୟୁରୋପରେ ବହୁ ଲକ୍ଷ ଲୋକଙ୍କ ଉପରେ…
ନଦୀମନସ୍କ ହେବା
ପୂର୍ବରୁ ନଦୀପଥ ଥିଲା ଜୀବନ ଜୀବିକାର ଏକମାତ୍ର ପନ୍ଥା ଓ ପରିବହନର କର୍ମଶାଳା। ସାମ୍ପ୍ରତିକ ସ୍ଥିତିରେ ଆଧୁନିକତାର ସ୍ପର୍ଶରେ ଦୁନିଆ ବଦଳିଥିଲେ ମଧ୍ୟ ଏବେ ବି ଓଡ଼ିଶାର ବହୁ ସ୍ଥାନରେ ଲୋକେ ନଦୀ ଉପରେ ନିର୍ଭରଶୀଳ। ଓଡ଼ିଶାରେ ୧୨ରୁ ଅଧିକ ବଡ଼…
ସୃଷ୍ଟି ତତ୍ତ୍ୱ ଓ ବ୍ରହ୍ମା
ହିନ୍ଦୁଧର୍ମ ଅପରିବର୍ତ୍ତନୀୟ ବୋଲି ଘୋଷଣା କରିବାକୁ ରାଜନେତାମାନେ ସନାତନ ଧର୍ମ ଶବ୍ଦ ବ୍ୟବହାର କରିଥାନ୍ତି। ସେମାନଙ୍କ ମତରେ କେବଳ ମୁସଲମାନ ଓ ଇଂରେଜଙ୍କ ରାଜନୈତିକ ବିରୋଧ ଏହି ଧର୍ମରେ ବାଧା ସୃଷ୍ଟି କରିଥିଲେ। କିନ୍ତୁ ତାହା ବାସ୍ତବରେ ସତ ନୁହେଁ। ହିନ୍ଦୁଧର୍ମ…
ଯୁଦ୍ଧ ଉପାର୍ଜିତ ପୁରସ୍କାର
ନୋବେଲ୍ ପୁରସ୍କାର’ ବିଶ୍ୱର ସର୍ବୋଚ୍ଚ ସମ୍ମାନ ରୂପେ ପରିଗଣିତ। କିଏ ସେ ନୋବେଲ୍? କାହିଁକି ବା ତାଙ୍କ ନଁାରେ ଏପରି ସର୍ବୋଚ୍ଚ ପୁରସ୍କାର ଦେବାର ଘୋଷଣା କରାଗଲା? ଏହାର ଇତିହାସ ଅନେକଟା ଦୁଃଖଦ, ଯାହାକୁ ସୁଖଦ କରିବାକୁ ବିଶ୍ୱଦରବାରରେ ବାରମ୍ବାର ଚେଷ୍ଟା…
ପୁରବନ୍ଦୀ ଘର- ପ୍ରାଥମିକ ଶିକ୍ଷା
ପୁରବନ୍ଦୀ ଘର ବିଶେଷଭାବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଥିଲା। ଏବେ ଆଉ ଏହି ପ୍ରକାର ଘର କେଉଁଠି ନା କେଉଁଠି ଥିବ! ଏହି ଘରର ଗଢ଼ଣ ଶୈଳୀ ହେଉଛି – ଗୋଟେ ଦାଣ୍ଡ ଦୁଆର, ଆଉ ଗୋଟେ ବାଡ଼ି ଦୁଆର। ମଝିରେ…
Archives


