ସମ୍ପାଦକୀୟ

ହାଜାରେ ନୁହେଁ, ନିର୍ଭୟା

ମେକ୍ସିକୋର ମିଚୋଆକାନ ରାଜ୍ୟର ଉରୁଆପାନ୍‌ ମେୟର କାର୍ଲୋସ ଅଲବେର୍ଟୋ ମାଞ୍ଜୋ ରୋଡ୍ରିଗେଜ୍‌ଙ୍କୁ ୧୫ ନଭେମ୍ବରରେ ହତ୍ୟା କରାଯିବା ପରେ ସେହି ଦେଶରେ ‘ଜେନ୍‌ ଜି’ ଆନ୍ଦୋଳନ ବିରାଟ ରୂପ ଧାରଣ କରିଛି। ଦେଶବ୍ୟାପୀ ବିକ୍ଷୋଭକାରୀ ହିଂସା, ଅପରାଧ, ଦୁର୍ନୀତି ବିରୋଧରେ ପ୍ରତିବାଦ…

କଟକ ସହରବାସୀଙ୍କୁ ଦୁଇପଦ

ଇଏ ହେଉଛି ଆମ ହଜାର ବର୍ଷର ସହର କଟକ। କେବଳ ଭାରତ ନୁହେଁ, ଭାରତ ବାହାରେ କଟକ ସହରକୁ ଅନେକ ଜାଣନ୍ତି। ଏହି ଐତିହାସିକ ସହରର ଦୁଇ ପଟେ ମହାନଦୀ ଓ କାଠଯୋଡ଼ି। କଟକ ମାଟିରେ ଅନେକ କାଳଜୟୀ, କୃତୀ ପୁରୁଷ,…

ବିହାର: ଏନଡିଏ ପାଇଁ ଆହ୍ବାନ

ବିହାରରେ କ୍ଷମତାସୀନ ଏନ୍‌ଡିଏ ରେକର୍ଡ଼ ବିଜୟ ଲାଭ କରିଛି। ନିର୍ବାଚନରେ ଆର୍‌ଜେଡି ଓ କଂଗ୍ରେସକୁ ନେଇ ଗଠିତ ମହାଗଠବନ୍ଧନ ରାଜନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏନ୍‌ଡିଏ ସରକାର ଗଠନ କରିବା ସ୍ପଷ୍ଟ ହୋଇଛି। ଏବେ ନୂଆ ସରକାର ଆଗରେ ଦୁଇଟି ସମସ୍ୟା।…

ହାସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶରେ ଆଭ୍ୟନ୍ତରୀଣ ଯୁଦ୍ଧଜନିତ ଅପରାଧକୁ ତଦନ୍ତ କରିବା ଲାଗି ୨୦୦୯ରେ ଗଠିତ ଇଣ୍ଟରନ୍ୟାଶନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ (ଆଇସିଟି) ୧୭ ନଭେମ୍ବରରେ ନିର୍ବାସିତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମାନବତା ବିରୋଧୀ ଅପରାଧରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛି। ଗତବର୍ଷ ଛାତ୍ରମାନଙ୍କ…

ସାକ୍ଷରତାର ବ୍ୟାପକତା

ଆଜିକାଲିର ଯୁବପିଢ଼ି ପାଖରେ କେବଳ ଦସ୍ତଖତ ଦେବା, ଅକ୍ଷର ଶିଖିବା ବା ପଢ଼ିପାରିବା ସାକ୍ଷରତା ନୁହେଁ, ଏହା ସହ ହିସାବ କରିବା, ଅନ୍ୟାନ୍ୟ ବିଷୟରେ ଜ୍ଞାନ ଆହରଣ କରିବା, ଶିକ୍ଷାର ଉପଯୋଗ କରି ଉନ୍ନତ ଜୀବନଶୈଳୀଟିଏ ବଞ୍ଚତ୍ବା ହେଉଛି ଶିକ୍ଷା ଗ୍ରହଣର…

ଆମେରିକାରେ ନୂତନ ତରଙ୍ଗ

ଯୁକ୍ତରାଷ୍ଟ୍ର ଆମେରିକାର କେବଳ ନୁହେଁ ସମଗ୍ର ବିଶ୍ୱର ପୁଞ୍ଜିର ରାଜଧାନୀ ହେଉଛି ନ୍ୟୁୟର୍କ। ସେଇଠି ରହିଛି ରାଷ୍ଟ୍ରସଂଘର ମୁଖ୍ୟ କାର୍ଯ୍ୟାଳୟ। ୱାର୍ଲଡଷ୍ଟ୍ରିଟର କେନ୍ଦ୍ର। ନ୍ୟୁୟର୍କ ଭିତରେ ବହି ଯାଉଥିବା ହଡସନ ନଦୀ ଭିତରେ ଥିବା ଟାପୁରେ ଷ୍ଟାଚ୍ୟୁ ଅଫ୍‌ ଲିବର୍ଟିର ବିଶାଳ…

ପାତ୍ର ଥିଲେ ସିନା

ବିହାର ବିଧାନସଭା ନିର୍ବାଚନ ଫଳ ଭାରତୀୟ ରାଜନୈତିକ ଇତିହାସ ପାଇଁ ଏକ ନୂଆ ପାଣ୍ଡୁଲିପି ଲେଖିଛି। ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ରହିଥିବା ନୀତିଶ କୁମାର ଓ କ୍ଷମତା ରାଜନୀତିରେ ସହଯୋଗୀ ଭାଜପା ସରକାରୀ ବିରୋଧୀ ପବନର ସମ୍ମୁଖୀନ ହୋଇପାରନ୍ତି ବୋଲି…

ଏଇ ଭାରତରେ

ସାଧାରଣତଃ ବଗିଚାରେ ଔଷଧୀୟ ଗଛ ଘିକୁଆଁରୀ ରଖାଯାଇଥାଏ। ହେଲେ ଏହାର ଚାଷ ଲାଭଜନକ ବୋଲି ପ୍ରମାଣ କରିଛନ୍ତି ହୃଷୀକେଶ ଜୟସିଂହ ଧାନେ । ମହାରାଷ୍ଟ୍ର ସତାରା ଜିଲା ପଡାଲି ଗାଁର ଏହି କୃଷକ ଘିକୁଆଁରୀ ଚାଷ କରି ବର୍ଷକୁ ୩.୫ କୋଟି…

‘ଫ୍ଲେଶ୍‌’ର ସ୍ରଷ୍ଟା

ହିତ୍ୟ କ୍ଷେତ୍ରରେ ବିଶ୍ୱର ସର୍ବମାନ୍ୟ ନୋବେଲ ପୁରସ୍କାର ପରେ ବୁକର୍‌ ପ୍ରାଇଜ୍‌ର ମର୍ଯ୍ୟାଦା ରହିଛି। ପ୍ରତିବର୍ଷ ଏହି ସମୟକୁ ସାହିତି୍ୟକ ଓ ସାହିତ୍ୟପ୍ରେମୀ ଅନାଇ ବସିଥାଆନ୍ତି ଦେଖିବା ପାଇଁ ସେହି ସେଲିବ୍ରେଟେଡ୍‌ ରାଇଟର କିଏ ହେବାକୁ ଯାଉଛନ୍ତି। ୨୦୨୫ ପାଇଁ ଭାରତୀୟଙ୍କ…

ବାଜେଲୋକଙ୍କ ଜୟଗାନ

ଚଣ୍ଡ ଘୃଣା ସହ ଅଜସ୍ର ବିରକ୍ତି ସୂଚକ ‘ବାଜେଲୋକ’ର ଏ ଉଚ୍ଚାରଣ ଯେଉଁ ଚରିତ୍ର ପାଇଁ ଅଭିପ୍ରେତ, ତାଙ୍କର ପୁଣି ଜୟଗାନ। ଜଣଙ୍କ ପ୍ରତି ଅତୃପ୍ତି ଓ ଅସନ୍ତୋଷ ସେତିକିି ଉତ୍କଟ ନ ହେଲେ ତାଙ୍କୁ ‘ବାଜେଲୋକ’ କହି ସାଧାରଣତଃ ନାକ…

ନୂତନ ଭାରତର ସ୍ଥିତି

କିଛିବର୍ଷ ପୂର୍ବେ ନୀତି ଆୟୋଗ କହିଥିଲେ, ଭାରତର ର଼୍ୟାଙ୍କ ସୂଚିତ ହୋଇଥିବା ସମସ୍ତ ଅଣତିରିଶ(ପରବର୍ତ୍ତୀ ସମୟରେ ୩୨ ହୋଇଛି) ବିଶ୍ୱ ସୂଚକାଙ୍କ ପାଇଁ ଗୋଟିଏ ଏକକ, ସୂଚନାପ୍ରଦାନକାରୀ ବୋର୍ଡ ପ୍ରସ୍ତୁତ କରିବେ। ଏହି ନିରୀକ୍ଷଣ କାର୍ଯ୍ୟ କେବଳ ସ୍ଥାନାଙ୍କରେ ଉନ୍ନତି ପାଇଁ…

କଟିକାଟି

କଥାରେ ଅଛି ପୁରୁଷଙ୍କୁ ସେମାନଙ୍କ ଦରମା ବା ଆୟ ସମ୍ପର୍କରେ ପଚାରିବା ଏବଂ ମହିଳାଙ୍କୁ ସେମାନଙ୍କ ବୟସ କଥା ପଚାରିବା ଗର୍ହିତ ା ତଥାପି ସାଙ୍ଗମାନଙ୍କ ଗହଣରେ ଏସବୁର ପ୍ରାସଙ୍ଗିକତା ପ୍ରାୟତଃ ନ ଥାଏ ା କାରଣ ବନ୍ଧୁମାନେ ପରା ସୁଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri